ଗଞ୍ଜାମରେ କରୋନା ଟେଷ୍ଟ ୨ ଲକ୍ଷ ଟପିଲା: ଜିଲାପାଳ 

ଛତ୍ରପୁର,୨୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ କରୋନା ଟେଷ୍ଟ ୨ ଲକ୍ଷ ଟପିଛି। ଜିଲାରେ ଘରକୁ ଘର ଯାଇ ସମସ୍ତଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଉଛି ା ଏଥିପାଇଁ ଦିନକୁ ଦିନ ଟେଷ୍ଟ ବୃଦ୍ଧି ପାଉଛି ା କରୋନା ପଜିଟିଭଙ୍କୁ ଚିହ୍ନଟ କରିବାରେ ଏହା ସହାୟକ ହେଉଛି। ପରେ ସେମାନଙ୍କ ଚିକିତ୍ସା କରାଯାଉଛି ା ଜିଲାର ସମସ୍ତ ବିଡିଓଙ୍କ ଟିମ୍‌ ଓ ଏଲଟି ଟିମ୍‌ ଭଲ କାମ କରିଥିବାରୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗୁରୁବାର ଟୁଇଟ୍‌ କରି ସେମାନଙ୍କୁ ଧନ୍ୟବାଦ ଦେଇଛନ୍ତି।
ସେହିପରି ଜିଲାରେ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୬ ହଜାର ୨୧୯ ଜଣଙ୍କ କରୋନା ଟେଷ୍ଟ ହୋଇଛି ା ସେଥିମଧ୍ୟରେ ୧ ଲକ୍ଷ ୬୬ ହଜାର ୮୮୩ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ଓ ୩୯ ହଜାର ୩୩୬ ଆରଟି-ପିସିଆର୍‌ ଟେଷ୍ଟ ରହିଛି ା ବୁଧବାର ଜିଲାରେ ୯,୫୫୦ ଜଣଙ୍କ କରୋନା ଟେଷ୍ଟ ହୋଇଛି ା ଦୈନିକ ପଜିଟିଭ୍‌ ରେଟ୍‌ ୧.୮୫ ପ୍ରତିଶତ ରହିଥିବା ବେଳେ ସମୁଦାୟ ପଜିିଟିଭ୍‌ ରେଟ୍‌ ୮.୩୦ ପ୍ରତିଶତ ରହିଥିବା ଜିଲାପାଳ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ଲାଜମା ଦାନ ପାଇଁ ଜିଲାରେ ୪୭୨ ଜଣ ଚିହ୍ନଟ ହୋଇ ଥିବା ଜିଲାପାଳ ଆଉ ଏକ ଟୁଇଟ୍‌ରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟରେ ପ୍ରକାଶ ପାଇଲା ନିର୍ବାଚନୀ ବିଜ୍ଞପ୍ତି: ୯ରେ ନାମାଙ୍କନ

ଛତ୍ରପୁର,୭।୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ) : ବିଗତ ଦିନରେ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ର ନିର୍ବାଚନ ନେଇ ଖବର ପ୍ରକାଶ ପାଇବା ପରେ ଛତ୍ରପୁର ବିଜ୍ଞାନ ମହାବିଦ୍ୟାଳୟ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?