ଘଡ଼ଘଡ଼ାପଲ୍ଲୀ, ନରେନ୍ଦ୍ରପୁରରେ କଣ୍ଟେନ୍‌ମେଣ୍ଟ୍‌ ଅବଧି ୭ ଦିନକୁ ବୃଦ୍ଧି

ଛତ୍ରପୁର,୨୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲ୍ଲୀ ଏବଂ ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ନରେନ୍ଦ୍ରପୁର ଗାଁର ଷ୍ଟେଶନ ରୋଡ୍‌ ଓ ଗୋପୀନାଥ ସାହିରେ କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ଉକ୍ତ ଅଞ୍ଚଳକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ୧୩ ତାରିଖରେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରିଥିଲେ। ତେବେ ପଜିଟିଭ୍‌ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚି଼ହ୍ନଟ ପାଇଁ ଉକ୍ତ ଅଞ୍ଚଳରେ ୨୬ ତାରିଖରୁ ଆଉ ୭ ଦିନ କଣ୍ଟେନ୍‌ମେଣ୍ଟ୍‌ ଅବଧିକୁ ବଢ଼ାଇ ଦେଇଛନ୍ତି ଜିଲାପାଳ। କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଥିବା ଲୋକ ବାହାରକୁ ଏବଂ ଅନ୍ୟ ଅଞ୍ଚଳର ଲୋକ ଉକ୍ତ ଜୋନ୍‌ ଅଞ୍ଚଳକୁ ଯିବା ଆସିବା ସମ୍ପୂର୍ଣ୍ଣ ଭାବେ ନିଷେଧ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ବିଷମକଟକରେ ସୁଧୀର, ସାରକାଙ୍କ ପାଇଁ ସମ୍ମାନର ପ୍ରଶ୍ନ

ବିଷମକଟକ,୩୦ା୧(ଡି.ଏନ୍‌.ଏ.) ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ସ୍ଥାନରେ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ସରିବା ପରେ ପ୍ରାର୍ଥୀଙ୍କୁ ଚିହ୍ନ ମିଳିଛି। ଏବେ ନେତାମାନେ ନିଜ ନିଜ ପ୍ରାର୍ଥୀଙ୍କୁ...

ଅସହାୟଙ୍କୁ ମୁହଁରେ ହସ ଫୁଟାଉଛନ୍ତି ପୁରାତନ ଛାତ୍ର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଅନେକ ଗରୀବ ପରିବାର ଅସହାୟ ହୋଇ ପଡ଼ିଛନ୍ତି । ସେମାନଙ୍କ ମଧ୍ୟରୁ ଅନେକଙ୍କୁ ଭୋକିଲା କିମ୍ବା ଅର୍ଦ୍ଧାହାରରେ ରହିବାକୁ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଘରୋଇ ସେବା ଅଭିଯୋଗ : ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୧।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ବୁଧବାର ମେଡିକାଲରେ ଥାଇ ବି ଏକ ଘରୋଇ ଚିକିତ୍ସାଳୟର କାର୍ଯ୍ୟ...

ବଢ଼ୁଛି ବର୍ଷାଦିନିଆ ଛତୁର ଚାହିଦା

କେନ୍ଦୁଝର, ୯ା୭ (ସ୍ବ.ପ୍ର.)-ଛତୁ ଶାକାହାରୀମାନଙ୍କ ପ୍ରିୟଖାଦ୍ୟ। ସମସ୍ତେ ଛତୁ ଖାଇବାକୁ ଭଲ ପାଇଥାନ୍ତି। ଯଦିଓ ଆଜିକାଲି ବର୍ଷ ତମାମ ଛତୁ କୃତ୍ରିମ ଉପାୟରେ ଚାଷ କରି...

ଶକ୍ତିସୁଗାରରେ ଆରମ୍ଭ ହେଲା ଆଖୁପେଡ଼ା; ଲକ୍ଷ୍ୟଧାର୍ଯ୍ୟ ୩ ଲକ୍ଷ ମେଟ୍ରିକ୍‌ ଟନ

ଢେଙ୍କାନାଳ ଅଫିସ,୨୮।୧୧: ଢେଙ୍କାନାଳ ସଦର ବ୍ଲକ ହରିପୁରସ୍ଥିତ ଶକ୍ତିସୁଗାର କମ୍ପାନୀରେ ବୁଧବାର ପୂର୍ବାହ୍ନ ୧୦ଟା ୨୦ରେ ୨୦୧୯-୨୦ ବର୍ଷ ପାଇଁ ଆଖୁପେଡା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ...

ଆଧୁନିକୀକରଣ ପରେ ଡାକବିଭାଗର ଗୁରୁତ୍ୱ ବଢ଼ିଛି

ବଲାଙ୍ଗୀର ଅଫିସ, ୩ା୧ – ବଲାଙ୍ଗୀର ଟାଉନ୍‌ ହଲଠାରେ ଗୁରୁବାର ବଲାଙ୍ଗୀର ଡାକ ମଣ୍ଡଳର ୬୧ତମ ପ୍ରତିଷ୍ଠା ଉତ୍ସବ ଏବଂ ମହା ଡାକମେଳା ଅନୁଷ୍ଠିତ ହୋଇଛି...

ଉଜୁଡ଼ିବାକୁ ବସିଛି ପାଚିଲା ଧାନ

ପଟ୍ଟାମୁଣ୍ଡାଇ/ଆଳି,୧୫ା୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ଲଘୁଚାପ ଜନିତ ଲଗାଣ ବର୍ଷା ପାଚିଲା ଧାନ କ୍ଷେତକୁ ଉଜାଡି ଦେବା ଆଶଙ୍କା ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଶତାଧିକ ହେକ୍ଟର ଜମିରେ ଚାଷ...

ଶୋକାକୂଳ ପରିବେଶରେ ଯବାନଙ୍କ ଶେଷକୃତ୍ୟ ସମ୍ପର୍ଣ୍ଣ

ରତ୍ନଗିରି,୯।୬(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ ନାଥପୁର ଗ୍ରାମର ଯବାନ ବିକାଶ ଚନ୍ଦ୍ର ପଣ୍ଡା(୩୬)ଙ୍କ ଶେଷକୃତ୍ୟ ଶୋକାକୂଳ ପରିବେଶ ମଧ୍ୟରେ ମଙ୍ଗଳବାର ସମ୍ପର୍ଣ୍ଣ ହୋଇଛି।...

Advertisement
Archives

Model This Week