ଗୋଆରେ ଭାଜପା ଆଗୁଆ, ପଛରେ କଂଗ୍ରେସ…

ପଣଜୀ,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟରେ ଗୋଆରେ ଶାସକ ଭାଜପା ଆଗୁଆ ରହିଛି। ଅପର ପକ୍ଷରେ କଂଗ୍ରେସ ପଛରେ ରହିଛି। ୪୦ ଆସନ ବିଶିଷ୍ଟ ଗୋଆ ବିଧାନସଭାରେ ଭାଜପା ୧୩ ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୯ ଆସନରେ ଆଗୁଆ ରହିଛି।

Share