ହେନାନ ପ୍ରଦେଶରେ ୯୦ ପ୍ରତିଶତ ଲୋକ କରୋନାରେ ଆକ୍ରାନ୍ତ…

ବେଜିଂ,୯।୧ : ଚାଇନାରେ କରୋନା ମହାମାରୀ ଯୋଗୁଁ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଜନସଂଖ୍ୟା ଦୃଷ୍ଟିରୁ ଚାଇନାର ତୃତୀୟ ବୃହତ୍ତମ ପ୍ରଦେଶ ହେନାନରେ ୯୦ ପ୍ରତିଶତ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ରୀୟ ହେନାନ ପ୍ରଦେଶର ସ୍ବାସ୍ଥ୍ୟ ଆୟୋଗର ନିର୍ଦ୍ଦେଶକ କାନ କ୍ୱାନଚେଙ୍ଗ କହିଛନ୍ତି ଯେ ୬ ଜାନୁୟାରୀ ୨୦୨୩ ସୁଦ୍ଧା ତାଙ୍କ ରାଜ୍ୟର ୮୯ ପ୍ରତିଶତ ଲୋକ କରୋନା ଦ୍ୱାରା ପ୍ରଭାବିତ ହୋଇଥିଲେ। ଏବେ ଏହି ସଂଖ୍ୟା ପୁଣି ବଢ଼ିଛି

ଚାଇନାର ହେନାନ ପ୍ରଦେଶର ଜନସଂଖ୍ୟା ପ୍ରାୟ ୯୯ ନିୟୁତ। ବର୍ତ୍ତମାନ ସୁଦ୍ଧା ୮୮ ନିୟୁତ ଜନସଂଖ୍ୟା କରୋନାରେ ଆକ୍ରାନ୍ତ ହୋଇଛନ୍ତି। କାନ କୁଆଚେଙ୍ଗ କହିଛନ୍ତି ଯେ ଡିସେମ୍ବର ମଧ୍ୟଭାଗରେ ଡାକ୍ତରଖାନାକୁ ଯାଉଥିବା ଲୋକଙ୍କ ସଂଖ୍ୟା ସର୍ବାଧିକ ଥିଲା କିନ୍ତୁ ସେବେଠାରୁ ସାମାନ୍ୟ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

କିଏ ସେ ପ୍ରଶାନ୍ତ ବୀର? ୧୪ କୋଟିରୁ ଅଧିକ ଦେଇ CSK କିଣିବା ପରେ ବଢୁଛି ଚର୍ଚ୍ଚା…ଧୋନୀ କରିଦେଲେ …

ନୂଆଦିଲ୍ଲୀ,୧୬।୧୨: ଇଣ୍ଡିଆନ ପ୍ରିମିଅର୍‌ ଲିଗ୍‌(ଆଇପିଏଲ୍‌) ଇତିହାସରେ ସବୁଠାରୁ ମହଙ୍ଗା ଅନକ୍ୟାପ୍ଡ ଖେଳାଳି ଭାବେ ରେକର୍ଡ କରିଛନ୍ତି ଉତ୍ତର ପ୍ରଦେଶର ଅଲରାଉଣ୍ଡର ପ୍ରଶାନ୍ତ ବୀର। ଚେନ୍ନାଇ ସୁପର...

IPL ନିଲାମ: ଧୋନୀଙ୍କ ସ୍ଥାନ ନେବେ ଏହି ୧୯ ବର୍ଷୀୟ ଖେଳାଳି, ୧୪.୨୦ କୋଟିରେ କିଣିଲା ଚେନ୍ନାଇ

ନୂଆଦିଲ୍ଲୀ,୧୬।୧୨: ଚେନ୍ନାଇ ସୁପର କିଙ୍ଗସ୍ (CSK) ୨୦୨୬ IPL ନିଲାମରେ ଭବିଷ୍ୟତ ଉପରେ ନଜର ରଖି ଲଗାତାର ଦୁଇ ଜଣ ଅନ୍‌କ୍ୟାପ୍ଡ୍ ଖେଳାଳିଙ୍କ ଉପରେ ବଡ଼...

IPL ନିଲାମ ୨୦୨୬: ୨୦ ବର୍ଷୀୟ ପ୍ରଶାନ୍ତ ବୀରଙ୍କ ହାଇ ଡିମାଣ୍ଡ, ୧୪.୨୦ କୋଟିରେ କିଣିଲା ଚେନ୍ନାଇ

ନୂଆଦିଲ୍ଲୀ,୧୬।୧୨: IPL ନିଲାମ ଇତିହାସରେ ସବୁଠାରୁ ମହଙ୍ଗା ଅନ୍‌କ୍ୟାପ୍ଡ୍ ଖେଳାଳି ଭାବେ ଉତ୍ତର ପ୍ରଦେଶର ଯୁବ ତାରକା ପ୍ରଶାନ୍ତ ବୀର ରେକର୍ଡ କରିଛନ୍ତି। ଚେନ୍ନାଇ ସୁପର...

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା...

ଆଇପିଏଲ୍ ନିଲାମ: ଧୋନୀ ତିଆରି କରିଥିଲେ ଏହି ବୋଲରଙ୍କୁ, ୧୮ କୋଟି ଟଙ୍କାରେ କିଣିଲା କୋଲକାତା

ଆବୁଧାବି,୧୬।୧୨: କୋଲକାତା ନାଇଟ୍ ରାଇଡର୍ସ (KKR) ଚଳିତ IPL ମିନି ନିଲାମରେ ବଡ଼ ଧରଣର ଖର୍ଚ୍ଚ କରିଛି। ଅଷ୍ଟ୍ରେଲିଆର ଅଲରାଉଣ୍ଡର କ୍ୟାମେରନ୍ ଗ୍ରୀନ୍‌ଙ୍କୁ ୨୫.୨୦ କୋଟି...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri