ହେନାନ ପ୍ରଦେଶରେ ୯୦ ପ୍ରତିଶତ ଲୋକ କରୋନାରେ ଆକ୍ରାନ୍ତ…

ବେଜିଂ,୯।୧ : ଚାଇନାରେ କରୋନା ମହାମାରୀ ଯୋଗୁଁ ଅବସ୍ଥା ଅଣାୟତ୍ତ ହେବାରେ ଲାଗିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଜନସଂଖ୍ୟା ଦୃଷ୍ଟିରୁ ଚାଇନାର ତୃତୀୟ ବୃହତ୍ତମ ପ୍ରଦେଶ ହେନାନରେ ୯୦ ପ୍ରତିଶତ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେନ୍ଦ୍ରୀୟ ହେନାନ ପ୍ରଦେଶର ସ୍ବାସ୍ଥ୍ୟ ଆୟୋଗର ନିର୍ଦ୍ଦେଶକ କାନ କ୍ୱାନଚେଙ୍ଗ କହିଛନ୍ତି ଯେ ୬ ଜାନୁୟାରୀ ୨୦୨୩ ସୁଦ୍ଧା ତାଙ୍କ ରାଜ୍ୟର ୮୯ ପ୍ରତିଶତ ଲୋକ କରୋନା ଦ୍ୱାରା ପ୍ରଭାବିତ ହୋଇଥିଲେ। ଏବେ ଏହି ସଂଖ୍ୟା ପୁଣି ବଢ଼ିଛି

ଚାଇନାର ହେନାନ ପ୍ରଦେଶର ଜନସଂଖ୍ୟା ପ୍ରାୟ ୯୯ ନିୟୁତ। ବର୍ତ୍ତମାନ ସୁଦ୍ଧା ୮୮ ନିୟୁତ ଜନସଂଖ୍ୟା କରୋନାରେ ଆକ୍ରାନ୍ତ ହୋଇଛନ୍ତି। କାନ କୁଆଚେଙ୍ଗ କହିଛନ୍ତି ଯେ ଡିସେମ୍ବର ମଧ୍ୟଭାଗରେ ଡାକ୍ତରଖାନାକୁ ଯାଉଥିବା ଲୋକଙ୍କ ସଂଖ୍ୟା ସର୍ବାଧିକ ଥିଲା କିନ୍ତୁ ସେବେଠାରୁ ସାମାନ୍ୟ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଚମକାଇ ଦେଲେ ନେତାନ୍ୟାହୁ, ମେଡିକାଲ ରିପୋର୍ଟ କଲେ ସାର୍ବଜନୀନ! ଗୁରୁତର ରୋଗରେ…

ଜେରୁଜେଲମ,୨୪।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ତାଙ୍କର ବାର୍ଷିକ ଚିକିତ୍ସା ରିପୋର୍ଟ ସାର୍ବଜନୀନ କରି ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛନ୍ତି। ଯୁଦ୍ଧ ଏବଂ କୂଟନୀତିର କେନ୍ଦ୍ରସ୍ଥଳରେ ଥିବା ନେତାନ୍ୟାହୁ…

ଭାଜପାରେ ଯୋଗଦେଲେ ରାଘବ ଚଢା, ମିଳିବ ବଡ଼ ଦାୟିତ୍ୱ! ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଭାଜପାରେ ଯୋଗଦେଲେ ରାଘବ ଚଢା। କିଛି ସମୟ ପୂର୍ୱରୁ ଏଏପିରୁ ଇସ୍ତଫା ଘୋଷଣା କରିଥିବା ରାଜ୍ୟ ସଭା ଏମପି ରାଘବ ଚଢା, ଅଶୋକ ମିତ୍ତଲ ଏବଂ…

ମୋଦି କ୍ୟାବିନେଟ ନା ପଞ୍ଜାବ ଭାଜପାର ଚେହେରା ହେବେ ଚଢା? ଜଣାପଡିଲା ଭିତିରି ଖେଳ

ନୂଆଦିଲ୍ଲୀ,୨୪।୪: ରାଘବ ଚଢା ଏବଂ ଅନ୍ୟ ଛଅ ଜଣ ରାଜ୍ୟ ସଭା ଏମପି ଆମ ଆଦମୀ ପାର୍ଟି (ଆପ) ଛାଡି ଭାଜପାରେ ଯୋଗଦେବାର ଘୋଷଣା ଭାରତୀୟ ରାଜନୀତିରେ…

ଭାଙ୍ଗିଯିବ ପଞ୍ଜାବର ମାନ ସରକାର? ଏଏପିର ୭ ଏମପି ଦଳ ଛାଡିବା ପରେ ବଢିଲାଣି ଚିନ୍ତା

ନୂଆଦିଲ୍ଲୀ,୨୪।୪: ପଞ୍ଜାବରେ ଆମ ଆଦମୀ ପାର୍ଟି (AAP) ସରକାର ପତନ ଦ୍ୱାରରେ ପହଞ୍ଚିଛି କି? ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ, AAP ରାଜ୍ୟ ସଭା ଏମପି ରାଘବ ଚଢା,…

ରାଘବ ଚଢାଙ୍କ ଇସ୍ତଫା ପରେ ମୁହଁ ଖୋଲିଲେ କେଜରିଓ଼୍ବାଲ, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୪।୪: ଆମ ଆଦମୀ ପାର୍ଟିକୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ଶୁକ୍ରବାର ୨୪ ଏପ୍ରିଲ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି ରାଘବ ଚଢା କହିଛନ୍ତି ଯେ…

କେରଳରୁ ଭୁବନେଶ୍ୱର ଆସୁଥିଲା ତୀର୍ଥଯାତ୍ରୀ ବସ୍‌, ବାଟରେ ଓଲଟିପଡ଼ିଲା

ବାଲେଶ୍ୱର,୨୪ା୪(ବାଞ୍ଛାନିଧି ଦେ): ରାଜପଥରେ ଓଲଟିପଡ଼ିଲା ତୀର୍ଥଯାତ୍ରୀ ବସ୍‌। ଫଳରେ ୮ ଜଣ ଗୁରୁତର ହୋଇଛନ୍ତି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଶେରଗଡ଼ ଓଭରବ୍ରିଜ ପାଖରେ ଶୁକ୍ରବାର ରାସ୍ତାକଡ଼କୁ…

ସମୟ ପୂର୍ବରୁ କେରଳ ଛୁଇଁବ ମୌସୁମୀ, IMDର ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୪।୪: ଏପ୍ରିଲ ମାସରୁ ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଗରମ ଅନୁଭୂତ ହେଉଛି। ଫଳରେ, ଲୋକମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉତ୍ତର, ମଧ୍ୟ ଏବଂ ପୂର୍ବ…

ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ନୂଆ ଲୁକ୍‌, ଜିତିଲେ ଭାରତୀୟଙ୍କ ଦିଲ୍‌

ରୋମ/ନୂଆଦିଲ୍ଲୀ,୨୪।୪: ଇଟାଲୀର ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ‘ଝୁମକା ମୁଭବେଣ୍ଟ’ ଶେୟାର କରିଛନ୍ତି। ମେଲୋନି ଲମ୍ବା, ଝୁଲନ୍ତା କାନଫୁଲ ପିନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri