ବିଦାୟୀ ଭାଷଣରେ ବଡ଼ କଥା କହିଦେଲେ ଋଷି ସୁନକ୍‌

ନୂଆଦିଲ୍ଲୀ, ୫।୭: ବ୍ରିଟେନ୍‌ରେ ଋଷି ସୁନକ୍‌ଙ୍କର କଞ୍ଜରଭେଟିଭ୍‌ ପାର୍ଟିକୁ ହରାଇ କିଏର ଷ୍ଟାର୍ମରଙ୍କ ନେତୃତ଼୍ବାଧୀନ ଲେବର ପାର୍ଟି ସାଧାରଣ ନିର୍ବାଚନ ଜିତିଛି । ଏଥିସହିତ ଦେଶରେ ଲେବର ପାର୍ଟି ୧୪ ବର୍ଷ ପରେ ପୁଣି ସରକାର ଗଠନ କରିବାକୁ ଯାଉଛି । କିଏର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି । ଅନ୍ୟପଟେ ଭାରତୀୟ ବଂଶୋଦ୍ଭୋବ ନିଜ ଦଳର ପରାଜୟ ସ଼୍ବୀକାର କରିଛନ୍ତି ।

ସୁନକ୍‌ ନିଜର ପରାଜୟ ପରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ବିଦାୟୀ ଭାଷଣ ରଖିଥିଲେ । ଡାଉନିଂ ଷ୍ଟ୍ରିଟ୍‌ରେ ବର୍ଷା ହେଉଥିବା ବେଳେ ସେ ଭାଷଣ ଦେଇ କହିଛନ୍ତି ଯେ, ମୁଁ ପ୍ରଥମେ ମୋର ଦେଶକୁ କ୍ଷମା ମାଗୁଛି । ମୁଁ ମୋ କାମରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛି । କିନ୍ତୁ ଆପଣମାନେ ସରକାର ବଦଳାଇବାକୁ ସ୍ପଷ୍ଟ ସଙ୍କେତ ଦେଇଛନ୍ତି । ଆପଣମାନଙ୍କର ନିର୍ଣ୍ଣୟ ସବୁଠାରୁ ଶ୍ରେଷ୍ଠ ନିର୍ଣ୍ଣୟ । ମୁଁ ଆପଣଙ୍କ ରାଗ, ଆପଣଙ୍କ ନିରାଶା ଭାବକୁ ଅନୁଭବ କରିପାରୁଛି ଏବଂ ଏହି କ୍ଷତି ପାଇଁ ନିଜକୁ ଦାୟୀ କରୁଛି । ମୁଁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପାଇଁ ଖୁବ୍‌ ଶୀଘ୍ର ମହାମହିମ ରାଜାଙ୍କ ନିକଟକୁ ଭେଟିବାକୁ ଯିବି ।


Enter your email to get our daily news in your inbox.

All Right Reserved By Dharitri.Com

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri