ଏଇ ଭାରତରେ

ନୂତନତ୍ୱର ସନ୍ଧାନ ବହୁ ସମୟରେ ବ୍ୟକ୍ତିଙ୍କୁ ନୂତନ ସ୍ତରରେ ପହଞ୍ଚାଇ ଦେଇଥାଏ, ଯାହା ଘଟିଛି ସୋନାଲ ଓ ବୈଭବଙ୍କ ଜୀବନରେ। ଏହି ଦୁଇଜଣ କୁରୁକ୍ଷେତ୍ର ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍‌ନୋଲୋଜି(ଏନ୍‌ଆଇଟି)ରୁ ଡିଗ୍ରୀ ହାସଲ କରିବା ପରେ ଏବେ ପ୍ଲାଷ୍ଟିିକ ବର୍ଜ୍ୟ ବ୍ୟବହାର କରି ଆକର୍ଷଣୀୟ ଜିନିଷ ତିଆରି କରୁଛନ୍ତି। ଦୁହେଁ ୨୦୨୦ରେ ଦିଲ୍ଲୀରେ ‘ଇକନସିୟସ’ ଷ୍ଟାର୍ଟଅପ ଗଠନ କରି ତା’ ମାଧ୍ୟମରେ ୩ ଲକ୍ଷ ୫୦ ହଜାର କେ.ଜି. ପ୍ଲାଷ୍ଟିକ ବର୍ଜ୍ୟ ରିସାଇକେଲ କରିସାରିଲେଣି। ସେମାନେ ସେଥିରୁ ଇ ବୋର୍ଡ, ଡଷ୍ଟବିନ, ପାର୍କ ବେଞ୍ଚ, ପ୍ଲାଣ୍ଟର ସହ ଅନ୍ୟ ପରିବେଶ ଉପଯୋଗୀ ଜିନିଷ ତିଆରି କରୁଛନ୍ତି। ସୋନାଲ ଇଲେକ୍ଟ୍ରୋନିକ୍ସ ଓ କମ୍ୟୁନିକେଶନରେ ଏବଂ ବୈଭବ ପରିବେଶ ବିଜ୍ଞାନରେ ଡିଗ୍ରୀ ହାସଲ କରିଛନ୍ତି। ସେମାନେ ଥରେ ହିମାଚଳ ପ୍ରଦେଶକୁ ଷ୍ଟଡି ଟୁର୍‌ରେ ଯାଇଥିବାବେଳେ ସେଠାରେ ପର୍ଯ୍ୟଟନ କ୍ଷେତ୍ରରେ ଠୁଳ ହୋଇଥିବା ବର୍ଜ୍ୟକୁ ଦେଖି ତାହାର ସମାଧାନ ଉପାୟ ଚିନ୍ତା କରିଥିଲେ ଓ ତାହା ଏବେ ସଫଳ ହୋଇଛି। ସେମାନେ ଏଥିରୁ ବର୍ଷକୁ ୧ କୋଟି ଟଙ୍କାରୁ ଅଧିକ ଲାଭ ପାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀ ପାଇଁ ଚଳଚଞ୍ଚଳ ଦିଗପହଣ୍ଡି: ଯୋଗଦେଲେ ଡ.ସିଦ୍ଧାନ୍ତ ମହାପାତ୍ର, ବିଶ୍ବହିନ୍ଦୁ ପରିଷଦ….

ଦିଗପହଣ୍ଡି,୨୭।୩(ଅଶେଷ ନାଥ ମିଶ୍ର): ଆଜି ପବିତ୍ର ଶ୍ରୀରାମ ନବମୀ। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଚଳଚଞ୍ଚଳ ହୋଇ ଉଠିଛି। ତେବେ ଗୁରୁବାର ସାରେ ଶ୍ରୀରାମ ନବମୀ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବଡ଼ବଡ଼ିଆ ଜବରଦଖଲକାରୀଙ୍କ ବଦଳରେ ଗରିବଙ୍କ କୁଡ଼ିଆ ଉଚ୍ଛେଦ, ପ୍ରତିବାଦରେ ତାତିଲେ ଲୋକେ

ବରଗଡ଼,୨୭।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଅଭିଯାନ ଚାଲିଛି। ଏହି କ୍ରମରେ ବୁଲଡୋଜର ପର୍ଯ୍ୟାୟକ୍ରମେ ସହରର ଗୋଟିଏ ସ୍ଥାନରୁ ଅନ୍ୟ ଜବରଦଖଲ ସ୍ଥାନକୁ ମାଡ଼ି ବସିଛି।…

ସୃଜନଶୀଳତାକୁ ପ୍ରାଧାନ୍ୟ

ଖୋର୍ଦ୍ଧାସ୍ଥିତ ଆର୍ଯ୍ୟବର୍ତ୍ତ ଆନ୍‌ସିଏଣ୍ଟ ଏକାଡେମୀ (ଏଏଏ)ର ପ୍ରିନ୍ସିପାଲ ଭାବେ ଡ. ଦୀପ୍ତିମୟୀ ମହାନ୍ତି କାର୍ଯ୍ୟରତ ଥିବାବେଳେ ତାଙ୍କର ଶିକ୍ଷାକ୍ଷେତ୍ରରେ ୩୦ ବର୍ଷର ଅଭିଜ୍ଞତା ରହିଛି। ଅବିରତ ଉତ୍ସାହ…

ବଚସା ହେଲା କାଳ…ସ୍ତ୍ରୀକୁ ସିଲିଣ୍ଡର ଛେଚି ହତ୍ୟା କଲେ ସ୍ବାମୀ

ଚଣ୍ଡିଗଡ଼,୨୭।୩: ହରିୟାଣାର ଗୁରୁଗ୍ରାମ ଜିଲାରୁ ଏକ ହୃଦୟ ବିଦାରକ ରିପୋର୍ଟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁସାରେ, ଗୁରୁଗ୍ରାମର ଚୌମା ଗାଁରେ, ଗୁଞ୍ଜନ ନାମକ ଜଣେ ୨୨ ବର୍ଷୀୟା…

ଭାରତ୍ତୋଳନରେ ଦୀପାରାଣୀଙ୍କୁ ରୌପ୍ୟ

ଚିକିଟି, ୨୭ା୩ (ପ୍ରକାଶ ଚନ୍ଦ୍ର ସାହୁ ): ଛତିଶଗଡ ରାଇପୁର ସ୍ଥିତ ପଣ୍ଡିତ ରବି ଶଙ୍କର ବିଶ୍ୱ ବିଦ୍ୟାଳୟର ଖେଳ ପଡ଼ିଆ ପରିସରରେ ଗୁରୁବାର ଜାତୀୟସ୍ତରୀୟ ଉଦ୍‌ଘାଟିତ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ପୂର୍ବତନ ଭାରତୀୟ ରାଜସ୍ବ ଅଧିକାରୀ (ଆଇଆର୍‌ଏସ୍‌) ଉଜ୍ଜ୍ୱଳ କୁମାର ଚଭନ ମହାରାଷ୍ଟ୍ରର ମରାଠାଓ୍ବାଡା ଓ ଖଣ୍ଡେଶ ଅଞ୍ଚଳରେ ଜଳାଶୟ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri