ଏଇ ଭାରତରେ

ହାଇଦ୍ରାବାଦସ୍ଥିତ ମହିନ୍ଦ୍ରା ୟୁନିଭର୍ସିଟିରେ ଇଞ୍ଜିନିୟରିଂ ପଢୁଥିବା ୨୨ ବର୍ଷୀୟ ରାହୁଲ ଆର୍‌ପାକା ରକ୍ଷକ ନାମକ ଏକ ରୋବୋ ନିର୍ମାଣ କରିଛନ୍ତି। ଏହାକୁ ନିର୍ମାଣ କରିବା ପାଇଁ ମହିନ୍ଦ୍ରା କମ୍ପାନୀ ତାଙ୍କୁ ସହଯୋଗ କରିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ( ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଚାଳିତ ଏହି ରୋବୋ ଜମିରୁ ଘାସକୁ ନଷ୍ଟ କରିପାରୁଛି। ଏହାର ବ୍ୟବହାର କୃଷକମାନଙ୍କୁ ଘାସ ବଛା ଖର୍ଚ୍ଚ କମାଇପାରିବ ବୋଲି କହନ୍ତି ରହୁଲ। ଆର୍ଥିକ ଦୃଷ୍ଟିକୋଣରୁ ଏହା କୃଷକଙ୍କ ପାଇଁ ଲାଭଦାୟକ । ବଡ଼ କଥା ହେଉଛି, ରକ୍ଷକ ଜମିରେ ଏଆଇ ମାଧ୍ୟମରେ ଘାସକୁ କମ୍‌ ସମୟରେ ଠାବ କରିବା ସହ ତାହାକୁ ଲେଜର ଦ୍ୱାରା ନଷ୍ଟ କରୁଛି। ରକ୍ଷକ ଟ୍ରାକ୍ଟର ବ୍ୟାଟେରିରେ ଚାଜର୍ର୍ ହୋଇପାରୁଛି। ରାହୁଲ କହନ୍ତି, ଏହି ରୋବୋର ମୂଲ୍ୟ ୧୦ ଲକ୍ଷ ଟଙ୍କା ରହିବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଜେଟରେ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ୍‌, କ୍ୟାନସର-ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ସଂସଦ ଆରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ତାଙ୍କର ଲଗାତାର ନବମ ବଜେଟ। ବଜେଟର ଏକ କପି…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

ଯେବେ ପାକିସ୍ତାନ ପିଏମ ଆଗତ କରିଥିଲେ ଭାରତର ବଜେଟ, ଦେଶରେ ପଡିଥିଲା ଚହଳ!

ନୂଆଦିଲ୍ଲୀ,୧।୨: ଭାରତୀୟ ଇତିହାସର ଏକ ଆକର୍ଷଣୀୟ ଘଟଣା ଯାହା ପ୍ରଥମ ଥର ପାଇଁ ଶୁଣିଲେ ଯେକୌଣସି ବ୍ୟକ୍ତିଙ୍କୁ ଆଶ୍ଚର୍ଯ୍ୟ କରିପାରେ। ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାରତର ବଜେଟ ଉପସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri