ଏଇ ଭାରତରେ

ଗାଁରେ ରହି କୌଣସି କ୍ଷେତ୍ରରେ ବଡ଼ ପରିବର୍ତ୍ତନ ଅଣାଯାଇପାରେ, ଯାହା ପ୍ରମାଣ କରି ପାରିଛନ୍ତି ବିହାରର ପ୍ରିନ୍ସ ଶୁକ୍ଳା। ସେ ଶିକ୍ଷା ଶେଷ କରି ବେଙ୍ଗାଲୁରୁରେ କାମ କରୁଥିଲେ। କୋଭିଡ୍‌ ମହାମାରୀ ଆସିବାରୁ ସେ କାମ ଛାଡ଼ି ତାଙ୍କ ଗାଁକୁ ଫେରି ଆସିଲେ।ଗାଁରେ କୃଷକଙ୍କ ଦୁର୍ଦ୍ଦଶା ଦେଖି ସେମାନଙ୍କୁ ସାହାଯ୍ୟ କରିବା ଲାଗି ଯୋଜନା ପ୍ରସ୍ତୁତ କରିଥିଲେ। ତାଙ୍କ ବାପାଙ୍କଠାରୁ ୧ ଲକ୍ଷ ଟଙ୍କା ଧାର ଆଣି ‘ଆଗ୍ରେଟ’ ସଂସ୍ଥା ଗଠନ କରି ଗାଁର କୃଷକଙ୍କୁ ସହଯୋଗ କଲେ। ସେ ପ୍ରଥମେ କ୍ଷୁଦ୍ର କୃଷକଙ୍କୁ ଭଲ କିସମର ମଞ୍ଜି, ଜଳ ସିଞ୍ଚନର ବ୍ୟବସ୍ଥା ଏବଂ ପରିବେଶ ଉପଯୋଗୀ ସାର ଯୋଗାଇଥିଲେ। ପରେ କୃଷକମାନେ କିଭଳି ଅଧିକ ଲାଭ ପାଇବେ, ସେଥିପାଇଁ ସେ ଆଧୁନିକ କୃଷି ପ୍ରଣାଳୀ ସମ୍ପର୍କରେ ପ୍ରଶିକ୍ଷଣ ଦେବା ଆରମ୍ଭ କରିଥିଲେ। ସେ ଆଗ୍ରେଟ୍‌ ମାଧ୍ୟମରେ ୧୦,୦୦୦ରୁ ଊର୍ଦ୍ଧ୍ୱ କୃଷକଙ୍କୁ ସାମିଲ କରିବା ସହ ଆଇଟିସି, ଗୋଦ୍‌ରେଜ ଏବଂ ପାର୍ଲେ ସହଭାଗୀଦାରି ହେବା ଫଳରେ କୃଷକମାନେ ବ୍ୟାପକ ମାର୍କେଟିଂ ବ୍ୟବସ୍ଥା ସହ ଯୋଡ଼ି ହୋଇପାରିଛନ୍ତି। ଏବେ ତାଙ୍କ କମ୍ପାନୀର କାରବାର ୨.୫ କୋଟିରେ ପହଞ୍ଚତ୍ଛି ଓ ତାହା ବୃଦ୍ଧି ପାଇବାରେ ଲାଗିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଳାଶ୍ରମରେ ବାପୁ

ଦ୍ବିତୀୟ ପର୍ଯ୍ୟାୟ ହରିଜନ ପଦଯାତ୍ରା ଆରମ୍ଭ (୨୧-୫-୧୯୩୪) ହେବାର ୧୨ ଦିନ ପରେ ଅର୍ଥାତ ଜୁନ୍‌ ୨ ତାରିଖ ଦିନ ବାପୁ ଯାଜପୁର ପାର୍‌ ହୋଇ ଭଦ୍ରକ…

ହିଂସାର ଉତ୍ସବ

ଏକ ସମୟ ଥିଲା ଯେତେବେଳେ ସିନେମା ସମାଜକୁ ଏକ ଦର୍ପଣ ଭାବରେ ନେଇଥିଲା। ସମାଜର ଦାରିଦ୍ର୍ୟ, ଶୋଷଣ, ପ୍ରେମ ଓ ପ୍ରତାରଣା ଏହାର ବିଷୟବସ୍ତୁ ଥିଲା। କିନ୍ତୁ…

ଇଡି ପୁନର୍ଗଠନ

ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ବିସ୍ତାର କରିବା ପାଇଁ କେନ୍ଦ୍ର ନିଷ୍ପତ୍ତି ନେଇଛି। ଏହା ଦର୍ଶାଏ ଯେ, ଇଡି ଆଉ ଏକ ସ୍ବତନ୍ତ୍ର ଆର୍ଥିକ ତଦନ୍ତ ସଂସ୍ଥା ନୁହେ,ଁ…

ଏଇ ଭାରତରେ

କେରଳମର ଯୁବ ଫଟୋଗ୍ରାଫର ନନ୍ଦୁ କେ.ଏସ୍‌. କହନ୍ତି, କ୍ୟାମେରା କେବଳ ସୁନ୍ଦର ଦୃଶ୍ୟ ଉତ୍ତୋଳନ ପାଇଁ ନୁହେଁ; ବରଂ ଏହା ସ୍ବଚ୍ଛତା, ଏକତା ଆଣିପାରେ, ପଦକ୍ଷେପ ପାଇଁ…

ଏକାଧିକ ବ୍ୟାଙ୍କ ଆକାଉଣ୍ଟ ରହିଛି କି

ମୋ କଲେଜ ପଢ଼ା ସମୟର ସାଙ୍ଗ ‘ନରେନ୍ଦ୍ର’ କଥା କହୁଛି। ତାଙ୍କର ଏକ ଭଲ ଅଭ୍ୟାସ ଥିଲା ଡାକଘର ବ୍ୟତୀତ ସେ ସମୟରେ ଯେତେ ସବୁ ଛୋଟବଡ଼…

ପୁସ୍ତକରେ ବନ୍ଦୀ ଶୈଶବ

ଏକ ସମୟ ଥିଲା, ସା ହେଲେ ପିଲାଙ୍କ ଚିତ୍କାର ଓ ଦୌଡ଼ାଦୌଡ଼ିରେ ଗାଁର ଖେଳପଡ଼ିଆ ହସୁଥିଲା। ଖେଳପଡ଼ିଆରେ ସେମାନେ ଶିଖୁଥିଲେ ସହଯୋଗ, ମିତ୍ରତା, ସହନଶୀଳତା ଓ ଜୀବନର…

ଦୁଇ ଆଞ୍ଚଳିକ ପ୍ରତିଦ୍ୱନ୍ଦ୍ୱୀ

ନିକଟରେ ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ଭାରତ ଗସ୍ତରେ ଆସିଥିଲେ। ସେତେବେଳେ ସେ କହିଥିଲେ, ଭାରତ ହେଉଛି ଆମେରିକାର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ଭାଗୀଦାରି ।…

ପରିଚୟ ଖୋଜୁଛି ଭଦ୍ରକ ଗୁଡ଼

ଉପକୂଳ ଓଡ଼ିଶାରେ ଆଖୁଚାଷ କହିଲେ ଭଦ୍ରକ ଆଖୁକୁ ବୁଝାଏ। ଭଦ୍ରକ ଗୁଡ଼ର ବି ସେତିକି ଚାହିଦା ଥିଲା। ା ଯାଜପୁର, ବାଲେଶ୍ୱର,କେନ୍ଦୁଝରକୁ ଭଦ୍ରକ ଗୁଡ଼ ରପତ୍ାନି ହୁଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri