ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି ଅସନ୍ତୁଳିତ ହେବା ଦେଖାଯାଉଛି, ଯାହା ମାତାପିତାଙ୍କ ପାଇଁ ସମସ୍ୟା ପାଲଟି ଗଲାଣି। ଅନେକ ଘଣ୍ଟା ମୋବାଇଲ ଦେଖିବାରେ ବିତାଇବା ଯୋଗୁ ପିଲାମାନେ ଖେଳ ଓ ପାଠରୁ ଦୂରେଇ ଯାଉଛନ୍ତି। ତେବେ ଏଭଳି ସମସ୍ୟା ଦୂର କରିବା ସକାଶେ ଚେଷ୍ଟା ଜାରି ରଖିଛନ୍ତି କେରଳ ପଥାନମିଥିତାର ଜିଲାପାଳ ପ୍ରେମ୍‌ କ୍ରିଷ୍ଣ। ପ୍ରେମ୍‌ ତ୍ରିଭେନ୍ଦ୍ରମ୍‌ କଲେଜ ଅଫ୍‌ ଇଞ୍ଜିନିୟରିଂରୁ ଡିଗ୍ରୀ ହାସଲ କରି ଇନ୍‌ଫୋସିସ୍‌ ଓ ବିଏସ୍‌ଏନ୍‌ଏଲ୍‌ରେ କାର୍ଯ୍ୟ କରଥିଲେ। ପରେ ସେ ସିଭିଲ ସର୍ଭିସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଜିଲାପାଳ ଭାବେ ଯୋଗ ଦେଇଛନ୍ତି। ସେ ମୋବାଇଲ ମୋହରୁ ପିଲାମାନଙ୍କୁ ଦୂରେଇ ରଖିବା ପାଇଁ ‘ସ୍ବାପ୍‌ ୟୋର ସ୍କ୍ରିନ୍‌ ଫର୍‌ ଏ ସ୍ପୋଟର୍‌ସ’ ଅଭିଯାନ ଚଳାଇଛନ୍ତି। ଏହା ମାଧ୍ୟମରେ ସେ ପିଲାମାନଙ୍କୁ ଖେଳପଡ଼ିଆକୁ ଆଣିପାରିଛନ୍ତି। ପିଲାମାନଙ୍କ ପାଇଁ ଫୁଟ୍‌ବଲ, କ୍ରିକେଟ୍‌ ସହ ଅନ୍ୟାନ୍ୟ ଦଳଗତ ଖେଳ ରଖାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?