ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ କରୁଛନ୍ତି, ଏହା ତାଙ୍କୁ ଜାତୀୟ ସ୍ତରରେ ଏକ ସ୍ବତନ୍ତ୍ର ପରିଚୟ ଦେଇଛି। ୨୦୦୨ରେ ତାଙ୍କର ଜଣେ କେମିକାଲ ଇଞ୍ଜିନିୟର ବନ୍ଧୁ ଲାଲକୃଷ୍ଣ ଯାଦବଙ୍କ ସହ ସାକ୍ଷାତ ହେବାପରେ ତାଙ୍କ ସହ ମିିଶି ଚାଷ କରିବାକୁ ନିଷ୍ପତ୍ତି ନେଇଥିଲେ। ସେମାନେ ପ୍ରଥମେ ଉତ୍ତରପ୍ରଦେଶ ବୁଲନ୍ଦସହର ଜିଲା ସିକନ୍ଦ୍ରାବାଦରେ ୨ ଏକର ଜମି ଲିଜ ନେଇ ଚାଷ ଆରମ୍ଭ କରିଥିଲେ। ପାରମ୍ପରିକ ପଦ୍ଧତିରେ ସବୁ ପ୍ରକାର ଚାଷ କରି ୩ ବର୍ଷ କ୍ଷତି ସହିବା ପରେ ୨୦୦୫ରେ ସେ ଆଇସିଆଇଆର୍‌ ପରିଦର୍ଶନ କରି ବୈଜ୍ଞାନିକ ପଦ୍ଧତି ଚାଷ ସମ୍ପର୍କରେ ଜ୍ଞାନ ହାସଲ କରିଥିଲେ। ପରେ ଆଧୁନିକ ଯନ୍ତ୍ରପାତି ଦ୍ୱାରା ଗାଜର ଚାଷ କରି ଅତ୍ୟଧିକ ଅମଳ କରୁଛନ୍ତି। ଗାଜରର ମାର୍କେଟିଂ ପାଇଁ ସେ ଏକ କମ୍ପାନୀ ଖୋଲିଛନ୍ତି। ସେ ମଧ୍ୟ ଗାଜର ଚାଷ ସହ ୫୦୦ କୃଷକଙ୍କୁ ଯୋଡ଼ିି ୫୦୦ ଏକରରେ ଗାଜର ଚାଷ କରାଇପାରିଛନ୍ତ, ଯେଉଁମାନେ ବର୍ଷକୁ ୨୫୦ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ରୋଜଗାର କରିବାକୁ ସକ୍ଷମ ହୋଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକ କଂଗ୍ରେସ ବିଧାୟକ ଦଳ ନେତା ନିର୍ବାଚନ ଆଜି

ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୫: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦାରାମାୟାଙ୍କ ଇସ୍ତଫା ପରେ ନୂଆ ନେତା ନିର୍ବାଚନ ପାଇଁ ଶନିବାର କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ସିଦ୍ଦରାମାୟାଙ୍କ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

ସଂରକ୍ଷିତ ରାୟ ୩ ମାସରେ ଘୋଷଣା କର

ନୂଆଦିଲ୍ଲୀ,୩୦ା୫: ରାୟ ପ୍ରଦାନରେ ଅତ୍ୟଧିକ ବିଳମ୍ବ ପକ୍ଷମାନଙ୍କର ଅପୂରଣୀୟ କ୍ଷତି ଘଟାଉଥିବା ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ରାୟ ସଂରକ୍ଷଣ ରଖିବାର ୩ ମାସ ମଧ୍ୟରେ ଘୋଷଣା କରିବାକୁ…

ଡ୍ରୋନ୍‌ ଯୋଗେ ପାକ୍‌ ଏଜେଣ୍ଟଙ୍କ ପାଖକୁ ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦ା୫: ପାକିସ୍ତାନ ସହ ସମ୍ପୃକ୍ତ ଥିବା ଆତଙ୍କବାଦୀ ଷଡ଼ଯନ୍ତ୍ର ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶୁକ୍ରବାର ୪ ରାଜ୍ୟର ୧୨ଟି ସ୍ଥାନରେ ଚଢ଼ାଉ କରିଛି। ଭାରତର…

ଭିଡ଼ ନିୟନ୍ତ୍ରଣ ପାଇଁ ବିଭିନ୍ନ ଟ୍ରେନ୍‌ରେ ଅସ୍ଥାୟୀ ଭାବେ କୋଚ୍‌ ସଂଖ୍ୟା ବୃଦ୍ଧି

ଭୁବନେଶ୍ୱର, ୩୦।୫ (ବନ୍ଦନା ସେଠୀ): ଯାତ୍ରୀମାନଙ୍କୁ ଆରାମଦାୟକ ଭ୍ରମଣ ସୁବିଧା ଯୋଗାଇଦେବା ଏବଂ ବଢୁଥିବା ଯାତ୍ରୀ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରେଳପଥ ପକ୍ଷରୁ କେତେକ…

ପ୍ରଧାନମନ୍ତ୍ରୀ ଏନ୍‌ଇଇଟି ପୁନଃ ପରୀକ୍ଷା ତଦାରଖ କରୁଛନ୍ତି

ନୂଆଦିଲ୍ଲୀ,୩୦ା୫: ଡାକ୍ତରୀ ଶିକ୍ଷା ଲାଗି ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିରେ ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ସୁପ୍ରିମକୋର୍ଟ ଉତ୍ତରଦାୟିତ୍ୱ ଉପରେ ଗୁରୁତ୍ୱ ଦେଇଛନ୍ତି। ବାସ୍ତବ ଉତ୍ତରଦାୟିତ୍ୱ ନିର୍ଦ୍ଧାରଣ ନ ହେବା…

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri