ଏଇ ଭାରତରେ

ବାୟୋଫର୍ଟିଫାଏଡ ସିଡ୍‌ସ ବା ମଞ୍ଜି ଅର୍ଥାତ୍‌ ଏହି ମଞ୍ଜିକୁ ବ୍ୟବହାର କରି ଯେଉଁ ଶସ୍ୟ ଉପତ୍ାଦନ କରାଯାଏ ସେଥିରେ ଆଇରନ, ଜିଙ୍କ୍‌, ମାଙ୍ଗାନିଜ, କପର ଆଦି ପୋଷକ ତତ୍ତ୍ୱ ଅଧିକ ରହିଥାଏ। ଏଭଳି ମଞ୍ଜି ବା ବିହନ ପ୍ରସ୍ତୁତ କରୁଛନ୍ତି ଲକ୍ଷ୍ନୌର ଐଶ୍ୱର୍ଯ୍ୟା ଭଟନାଗର ଓ ପ୍ରତୀକ ରସତୋଗୀ। ଏହି ଦମ୍ପତି ବାୟୋଫର୍ଟିଫାଏଡ ସିଡ୍‌ସ କୃଷକମାନଙ୍କୁ ଯୋଗାଇବା ସହ ଅଧିକ ପୋଷକଯୁକ୍ତ ଖାଦ୍ୟଶସ୍ୟ ଉପାଦନ କରିବାରେ ସହଯୋଗ କରୁଛନ୍ତି। ସେମାନେ ୨୦୨୦ରେ ‘ଗ୍ରୀନ ଡେ’ ସଂସ୍ଥା ପ୍ରତିଷ୍ଠା କରି ତା’ମାଧ୍ୟମରେ ଏହି କାର୍ଯ୍ୟ କରିଆସୁଛନ୍ତି। ବାୟୋଫର୍ଟିଫାଏଡ ସିଡ୍‌ସରେ ଉପତ୍ାଦନ ମଧ୍ୟ ଅଧିକ ହେଉଛି। ଫଳରେ କୃଷକମାନେ ଲାଭବାନ ହେବା ସହ ଉପଭୋକ୍ତାମାନେ ସ୍ବାସ୍ଥ୍ୟ ଦୃଷ୍ଟିରୁ ମଧ୍ୟ ଉପକୃତ ହେଉଛନ୍ତି। ଏହି ବିହନର ଲାଭ ଏବେ ଉତ୍ତରପ୍ରଦେଶର ବିଭିନ୍ନ ଅଞ୍ଚଳରେ ୧୫୦୦ କୃଷକ ବ୍ୟବହାର କରୁଛନ୍ତି। ଏଶ୍ୱାର୍ଯ୍ୟା ଏବଂ ପ୍ରତୀକ ଅତ୍ୟାଧୁନିକ ତଥା ପରିବେଶ ଉପଯୋଗୀ କୃଷିକୁ ପ୍ରୋତ୍ସାହିତ କରୁଛନ୍ତି ।
ପ୍ରତୀକ ଆଇଆଇଏମ୍‌ ଅହମ୍ମଦାବାଦରୁ ଏଣ୍ଟ୍ରେପ୍ରେନ୍ୟୁଅରଶିପ ଟ୍ରେନିଂ ଶେଷ କରି କର୍ପୋରେଟ ସେକ୍ଟରରେ ଚାକିରି କରିଥିଲେ। କିନ୍ତୁ କୃଷିର ଉନ୍ନତି ପାଇଁ ତାହାକୁ ଛାଡ଼ି ସେ ଏବେ ଏହି କାର୍ଯ୍ୟ କରୁଛନ୍ତି। ଏଶ୍ୱଯର୍‌ୟା ମଧ୍ୟ ଆଇଏଚ୍‌ଏମ୍‌ରୁ ଫୁଡ୍‌ ସାଇନ୍ସ ଓ ନ୍ୟୁଟ୍ରିଶନରୁ ଡିଗ୍ରୀ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

ମିଶାଇଲ ଆକ୍ରମଣ ପରେ କେମିତି ବଞ୍ଚିଗଲେ ଇରାନର ନୂଆ ସୁପ୍ରିମ ଲିଡର, ଲିକ ଅଡିଓ ଖୋଲିଲା ଗୁମର!

ତେହରାନ୍‌,୧୭।୩: ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଫେବୃଆରୀ ୨୮ରେ ହୋଇଥିବା ଏକ ଆମେରିକୀୟ-ଇସ୍ରାଏଲୀୟ ଆକ୍ରମଣରୁ ଅଳ୍ପକେ ବଞ୍ଚି ଯାଇଥିଲେ। ଏକ ଲିକ ହୋଇଥିବା ଅଡିଓ…

ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ତଣ୍ଟିରେ ଲାଗିଗଲା ରସଗୋଲା: ଆଉ ତା’ପରେ ଘଟିଲା, ଜାଣିଲେ ହେବେ ଚକିତ

ଜାମସେଦପୁର,୧୭ା୩:ବିବାହ ଉତ୍ସବରେ ଭୋଜି ଖାଇବାବେଳେ ତଣ୍ଟିରେ ରସଗୋଲା ଲାଖିଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ଘଟଣା ସାଧାରଣରେ ବିସ୍ମୟ ସୃଷ୍ଟି କରିଛି। ଗତ ଶନିବାର ଏଠାକାର ମାଲିୟାନ୍ତା…

ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ

ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ…

ଏୟାରଷ୍ଟ୍ରାଇକ ପରେ ତାଲିବାନର ବଡ଼ ଘୋଷଣା, ଆଉ ଆଲୋଚନା ନୁହେଁ-ପାକିସ୍ତାନ ଉପରେ ପ୍ରତିଶୋଧ….

ନୂଆଦିଲ୍ଲୀ,୧୭।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂଘର୍ଷ ଏବେ ଏକ ମାସ ଅତିକ୍ରମ କରିବାକୁ ଯାଉଛି। ତଥାପି,…

ମର୍ଣ୍ଣିଂ ଓ୍ବାକରେ ଯାଇଥିବା ଭାଜପା ନେତାଙ୍କୁ ଛୁରୀ ଭୁଷି ହତ୍ୟା

ଗୋରଖପୁର,୧୭।୩: ମଙ୍ଗଳବାର ସକାଳେ ଉତ୍ତର ପ୍ରଦେଶ ଗୋରଖପୁରର ଚିଲୁଆତାଲ ପୋଲିସ ଷ୍ଟେଶନ ଅଞ୍ଚଳର ସୀମା ମଧ୍ୟରେ ଥିବା ବରଗଡୱାରେ ଜଣେ ଭାଜପା ନେତାଙ୍କ ର୍ନିମମ ହତ୍ୟା ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri