ଏଇ ଭାରତରେ

ଭ୍ରମଣ ମଧ୍ୟରେ କିଛି ବିପଦ ଆଉ ସୌନ୍ଦର୍ଯ୍ୟପୂର୍ଣ୍ଣ ପରିବେଶ ଥିଲେ ତାହା ଏକ ନିଆରା ଅନୁଭବ ଦିଏ ବୋଲି କହନ୍ତି ମୁମ୍ବାଇର ନେହାଲ ଶାହା। ସେ ବହୁ ବିପଜ୍ଜନକ ଭ୍ରମଣ କରିବା ପରେ ଏବେ ଅଭିଭାବକ ଓ ପିଲାମାନଙ୍କ ପାଇଁ ଭ୍ରମଣର ସୁବିଧା ଯୋଗାଇ ଦେଉଛନ୍ତି। ସେ ପାହାଡ଼ ଚଢ଼ିବା, ମରୁଭୂମିରେ ଯାତ୍ରା କରିବା, ନଦୀ ପାର ହେବା ଓ ଘଞ୍ଚ ଜଙ୍ଗଲ ଭ୍ରମଣର ଅନୁଭବ ସାଉଁଟିଛନ୍ତି। ୨୦୧୬ରେ ‘ହାର୍ଟ ଆଣ୍ଡ ସଏଲ’ ସଂସ୍ଥା ଗଠନ କରି ଏବେ ସୁଦ୍ଧା ୨,୦୦୦ରୁ ଅଧିକ ପରିବାର ଓ ପିଲାଙ୍କୁ ବିଭିନ୍ନ ସ୍ଥାନକୁ ଭ୍ରମଣରେ ନେଇ ପରିବେଶ ମନସ୍କ କରିପାରିଛନ୍ତି। ଏଥିପାଇର୍ଁ ସେ ‘ମୁମ୍ବାଇ ମମ୍‌’ ନାମରେ ପରିଚିତ। ପିଲମାନେ ବନ୍ଦ ଘରେ କେବଳ ରହିବା ଲାଗି ଜନ୍ମ ନେଇନାହାନ୍ତି, ବରଂ କଠିନ ସ୍ଥିତିରେ ଭ୍ରମଣ କରି ପରିବେଶକୁ ଉପଭୋଗ କଲେ ସେମାନଙ୍କ ମଧ୍ୟରେ ସାହସ ଓ ପରିବେଶ ପ୍ରତି ଭଲ ପାଇବା ସୃଷ୍ଟି ହେବ ବୋଲି କୁହନ୍ତି ନେହାଲ। ପ୍ରଥମ ଟ୍ରିପ୍‌ରେ ୩୦ରୁ ଅଧିକ ଲୋକ ଯାଇଥିଲେ। ଏବେ ପ୍ରତି ଟ୍ରିପ୍‌ରେ ଏହାଠାରୁ ଅଧିକ ଲୋକ ଯାଉଛନ୍ତି। ନେହାଲ କିଚେନ ଗଠନ କରି ଏଥିରେ ସ୍ନାକ୍ସ ତିଆରି କରୁଛନ୍ତି ଓ ତାହାକୁ ଭ୍ର୍ରମଣକାରୀଙ୍କୁ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁମ୍ଭ ରାଶିରେ ବୁଧଙ୍କ ଉଦୟ, ଚମକିବ ୩ ରାଶିର ଭାଗ୍ୟ

ଫେବୃଆରୀ ୯ ତାରିଖରେ ବୁଧ କୁମ୍ଭ ରାଶିରେ ଉଦିତ ହୋଇଛନ୍ତି। ବୁଧଙ୍କ ଏହି ଉଦିତ ଫେବୃଆରୀ ମାସରେ କିଛି ରାଶି ପାଇଁ ଅତ୍ୟନ୍ତ ଶୁଭ ଫଳ ଆଣିପାରେ।…

ଅଷ୍ଟ୍ରେଲିଆରେ ଇସ୍ରାଏଲ ରାଷ୍ଟ୍ରପତିଙ୍କୁ ବିରୋଧ, ହେଲେ କାହିଁକି ହେଲା ପ୍ରଦର୍ଶନ? ଜାଣନ୍ତୁ…

ସିଡନୀ,୧୦।୨: ଇସ୍ରାଏଲର ରାଷ୍ଟ୍ରପତି ଆଇଜାକ ହର୍ଜୋଗ ଅଷ୍ଟ୍ରେଲିଆ ଗସ୍ତରେ ଆସୁଛନ୍ତି। ସେ ସୋମବାର ଚାରି ଦିନିଆ ଗସ୍ତ ପାଇଁ ସିଡନୀରେ ପହଞ୍ଚିଥିଲେ। ଗତ ଡିସେମ୍ବରରେ ବଣ୍ଡି ବିଚ…

ICCର ବଡ଼ ଘୋଷଣା: ଏହି ଦଳରେ ସାମିଲ ହେଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୧୦।୨: ଆଇସିସି ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ଐତିହାସିକ ବିଜୟର ନାୟକ ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

ଏଇ ଭାରତରେ

ନିଷ୍ଠା ଓ ପ୍ରତିବଦ୍ଧତା ସଫଳତା ଆଣେ, ଯାହା ପ୍ରମାଣ କରିପାରିଛନ୍ତି ଉତ୍ତରାଖଣ୍ଡର ସୁଶାନ୍ତ ୟୁନିଆଲ ଏବଂ ତାଙ୍କ ଭାଇ। ଦୁଇ ଭାଇ ସବୁଠୁ ବଡ଼ ଛତୁ ଛତ୍ପାଦନ…

ମା’ବାପାଙ୍କ ଗାଳିକୁ ସହିପାରିଲେନି, ଏକାଥରେ ବିଷ ପିଇ ୪ ନାବାଳିକାଙ୍କ ଆତ୍ମହତ୍ୟା

ଔରଙ୍ଗାବାଦ,୧୦।୨: ପୁଅମାନଙ୍କ ସହ ମିଳାମିଶା କରୁଥିବାରୁ ଝିଅଙ୍କୁ ସେମାନଙ୍କ ମା’ବାପା ଗାଳିଦେଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ୫ ନାବାଳିକା ଏକାଠି ବିଷ ପିଇଦେଲେ । ସେମାନଙ୍କ ମଧ୍ୟରୁ…

ଡିଜିଟାଲ ଗଣମାଧ୍ୟମ ଓ ଶିଶୁ

ନିକଟରେ ବିଶ୍ୱର ପ୍ରଥମ ଦେଶ ରୂପେ ଅଷ୍ଟ୍ରେଲିଆ ଆଇନ କରିଛି ୧୬ ବର୍ଷରୁ କମ୍‌ ବୟସ୍କ ପିଲାଙ୍କ ପାଇଁ ୧୦ ବଡ଼ ବଡ଼ ଡିଜିଟାଲ ଗଣମାଧ୍ୟମକୁ ନିଷିଦ୍ଧ…

ଗମ୍ଭୀର ସ୍ଥିତିରେ ବାୟୁ ପ୍ରଦୂଷଣ

ସମ୍ପ୍ରତି ବାୟୁ ପ୍ରଦୂଷଣ ଏକ ଜଟିଳ, ବୈଶ୍ୱିକ ଜରୁରିକାଳୀନ ପରିସ୍ଥିତି ପାଲଟିଛି। ଭାରତ ପରିପ୍ରେକ୍ଷୀରେ ଏହା ସ୍ବାସ୍ଥ୍ୟ ନିମନ୍ତେ ପରିବେଶୀୟ ବିପଦ ଭାବରେ ଉଭା ହୋଇଛି। ନିକଟରେ…

ଆଇସ୍‌କ୍ରିମ୍‌ ଖାଇଲେ

କଟକ ଜିଲା ବାଙ୍କୀ ତହସିଲ ଅନ୍ତର୍ଗତ କୁମୁସର ଗାଁରେ ୯ ଫେବୃଆରୀରେ ଅନୁଷ୍ଠିତ ଏକ ଅଷ୍ଟପ୍ରହରୀ କାର୍ଯ୍ୟକ୍ରମରେ ଆଇସ୍‌କ୍ରିମ ଖାଇ ୧୮ ଜଣ ପିଲା ଅସୁସ୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri