ଏଇ ଭାରତରେ

କର୍ପୋରେଟ ଚାକିରି ଛାଡ଼ି ହିମାଳୟର ଦାର୍ଜିଲିଂ ନିକଟସ୍ଥ ଗାଁଗୁଡ଼ିକୁ ବର୍ଜ୍ୟମୁକ୍ତ କରିବାରେ ଲାଗିଛନ୍ତି ଉତ୍ସ ପ୍ରଧାନ। ସେ ସ୍ଥାନୀୟ ପରମ୍ପରା ଓ ହିମାଳୟର କ୍ଷତିଗ୍ରସ୍ତ ପରିସଂସ୍ଥାର ପୁନରୁଦ୍ଧାର କରିବା ସହ ଗାଁଗୁଡ଼ିକୁ ପରିବେଶ ଉପଯୋଗୀ କରୁଛନ୍ତି। ଉତ୍ସଙ୍କ ବୟସ ଏବେ ୪୩। ସେ ଏଡ୍‌ଟେକ କମ୍ପାନୀରୁ ଚାକିରି ଛାଡ଼ି ୨୦୧୫ରେ ତାଙ୍କ ଗାଁକୁ ଆସିଥିଲେ। ପ୍ରଥମେ ତାଙ୍କ ପୈତୃକ ସମ୍ପତ୍ତିରେ ଠୁଳ ହୋଇଥିତ୍ବା ପ୍ଲାଷ୍ଟିକ ବର୍ଜ୍ୟ ସଫା କରିବା ପରେ ସେ ‘ଟିଡି’ ଅର୍ଥାତ୍‌ ‘ଟେକ୍‌ ଇଟ ଇଜି, ଇଜି ଡଜ୍‌ ଇଟ୍‌’ ଅଭିଯାନ ଆରମ୍ଭ କରିଥିଲେ। ନିଜ ଗାଁ ରାଜହତାକୁ ବର୍ଜ୍ୟମୁକ୍ତ କରିବା ପରେ ଏବେ ଆଖପାଖ ତିନୋଟି ଗାଁରେ ବର୍ଜ୍ୟ ପରିଚାଳନା କାର୍ଯ୍ୟ ଆରମ୍ଭ କରିଛନ୍ତି। ପ୍ରତି ଗାଁର ଛକରେ ଡଷ୍ଟବିନ ରଖିଛନ୍ତି। ସବୁ ଗାଁରୁ ବର୍ଜ୍ୟ ସଂଗ୍ରହ କରାଯାଇ ସେଗୁଡ଼ିକୁ ରିସାଇକେଲ ପାଇଁ ପଠାଯାଉଛି। ଏଥିପାଇଁ ସେ ଏକ ଟିମ୍‌ ଗଠନ କରିଛନ୍ତି। ଉତ୍ସ ଓ ତାଙ୍କ ଟିମ୍‌ ମଧ୍ୟ ବୃକ୍ଷରୋପଣ କରିବା ସହ ବାଉଁଶ କାରିଗରିର ପୁନରୁଦ୍ଧାର କରୁଛନ୍ତି। ଝରଣାଗୁଡ଼ିକୁ ବର୍ଜ୍ୟମୁକ୍ତ ରଖିବା ଲାଗି ମଧ୍ୟ ପଦକ୍ଷେପ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

ସରକାରଙ୍କ ବଡ଼ ନିଷ୍ପତ୍ତି: ଓଟଙ୍କୁ ମିଳିବ ପାସପୋର୍ଟ

ରିଆଦ୍‌,୬ା୨:ଓଟଙ୍କୁ ନେଇ ସାଉଦି ଆରବ ସରକାର ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ସାରା ଙ୍କ ପକ୍ଷରୁ ପାସ୍‌ପୋର୍ଟ ଦିଆଯିବ। ପାରମ୍ପରିକ ଏବଂ ଅର୍ଥନୈତିକ ଦୃଷ୍ଟିରୁ ସାଉଦି…

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri