ଏଇ ଭାରତରେ

କର୍ନାଟକର ସୁରେଶ ଏସ୍‌ ଆର ଓ ତାଙ୍କ ସ୍ତ୍ରୀ ମୈଥିଲି ଗୁଆ ଗଛର ପତ୍ର ଓ ଖୋଳପାରୁ କୃତ୍ରିମ ଚମଡ଼ା ଭଳି ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ଏହାକୁ କୁହାଯାଉଛି ଭେଗାନ ଲେଦର। ଏହା ଏକ ପରିବେଶ ଉପଯୋଗୀ କାର୍ଯ୍ୟ। କାରଣ ପଶୁ ଚମଡ଼ାରେ ବ୍ୟାଗ କିମ୍ବା ହଳେ ଚପଲ ତିଆରି କରିବା ଲାଗି ଅନେକ କେ.ଜି. କାର୍ବନ ଡାଇଅକ୍ସାଇଡ ନିର୍ଗମନ ହେଉଥିବାବେଳେ ସୁରେଶଙ୍କ ଦ୍ୱାରା ପ୍ରସ୍ତୁତ ପ୍ରାକୃତିକ ଚମଡ଼ାରେ ବହୁତ କମ୍‌ କାର୍ବନ ନିର୍ଗମନ ହେଉଛି। ଏହି ଭେଗାନ ଲେଦର ଲାଗି ପାଣି କମ ଲାଗୁଛି ଏବଂ ଏହା ସମ୍ପୂର୍ଣ୍ଣ ରାସାୟନମୁକ୍ତ। ଶିବମୋଗା ନିବାସୀ ସୁରେଶ ଏଗ୍ରି ଭେଞ୍ଚର ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ସେମାନେ ୧ ଏକରରୁ ୪,୦୦୦ରୁ ୪,୫୦୦ ଗୁଆ ପତ୍ରର ଖୋଳପା ପାଉଛନ୍ତି। ଭେଗାନ ଲେଦରରୁ ଚପଲ, ବ୍ୟାଗ ଓ ଅନ୍ୟାନ୍ୟ ସୌଖୀନ ଜିନିଷ ତିଆରି ହେଉଛି। ଏଗୁଡ଼ିକୁ ମହାରାଷ୍ଟ୍ର ଓ କର୍ନାଟକ ସମେତ ବିଭିନ୍ନ ରାଜ୍ୟରେ ବିକ୍ରି କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ବିନା ମାଟି ଅର୍ଥାତ୍‌ କେବଳ ପାଣି (ହାଇଡ୍ରୋପୋନିକ୍ସ ପଦ୍ଧତି)ରେ ଚାଷକରି ପ୍ରଥମ ପର୍ଯ୍ୟାୟରେ ୫ ଟନ୍‌ ଷ୍ଟ୍ରବେରି ଉତ୍ପାଦନ କରିବାକୁ ସକ୍ଷମ ହୋଇଛନ୍ତି।…

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତଙ୍କବାଦର ପୃଷ୍ଠପୋଷକ କିଏ

ୟୁରୋପୀୟ ପାର୍ଲାମେଣ୍ଟରେ ରୁଷିଆକୁ ‘ଆତଙ୍କବାଦ ପୃଷ୍ଠପୋଷକ ରାଷ୍ଟ୍ର’ ବୋଲି ଘୋଷଣା କରିଥିଲା ବେଳେ ଆମେରିକା ପାକିସ୍ତାନକୁ ସହଯୋଗର ହାତ ବଢ଼ାଇ ନିଜର ମିତ୍ର ରାଷ୍ଟ୍ରର ପରିଚୟ ଦେଇଥିଲା।…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri