ଏଇ ଭାରତରେ

ଏଲ୍‌ଆଇସି ପଲିସିରେ ସମସ୍ତେ ନିଜ ନିଜ ଆତ୍ମୀୟମାନଙ୍କୁ ନୋମିନି ରଖନ୍ତି। କିନ୍ତୁ ଏମିତି ବି ଲୋକ ଅଛନ୍ତି ଯିଏ ତାଙ୍କ ସବୁ ପଲିସିର ନୋମିନି ରଖିଛନ୍ତି ଭଗବାନ ମହାଦେବଙ୍କୁ। କଥାଟା ଶୁଣିଲେ ହୁଏତ ଅନେକେ ବିଶ୍ୱାସ କରିପାରିବେ ନାହିଁ। କିନ୍ତୁ ଏଭଳି ଏକ କାମ କରି ଭିନ୍ନ ଉଦାହରଣ ସୃଷ୍ଟି କରିଛନ୍ତି ମଧ୍ୟପ୍ରଦେଶ ଗ୍ବାଲିୟରରେ ରହୁଥିବା ମାଧୁରୀ ସକସେନା। ସେ ତାଙ୍କ ଏଲଆଇସି ପଲିସିରେ ସ୍ଥାନୀୟ ଅଞ୍ଚଳର ଆରାଧ୍ୟ ମହାଦେବ ଅଚଳେଶ୍ୱରଙ୍କୁ ନିଜର ନୋମିନି କରିଥିଲେ। ଗତ ମାର୍ଚ୍ଚ ମାସରେ ତାଙ୍କର ମୃତ୍ୟୁ ହୋଇ ଯାଇଥିବାରୁ ତାଙ୍କର ବୀମା ରାଶି ସ୍ବରୂପ ୭ ଲକ୍ଷ ୪୨ ହଜାର ଟଙ୍କା ଅଚଳେଶ୍ୱର ମନ୍ଦିରକୁ ଦିଆଯାଇଛି। ମାଧୁରୀଙ୍କ ବୀମା ଏଜେଣ୍ଟ ଏନେଇ ଜଣାଇଛନ୍ତି। ସୂଚନା ଅନୁସାରେ ମାଧୁରୀ ବିବାହ କରି ନ ଥିଲେ ଓ ପ୍ରଭୁ ଅଚଳେଶ୍ୱରଙ୍କୁ ହିଁ ସେ ତାଙ୍କର ସବୁକିଛି ବୋଲି ଗ୍ରହଣ କରି ନେଇଥିଲେ। ଆରମ୍ଭରୁ ସେ ମହାଦେବଙ୍କ ଭକ୍ତ ଥିଲେ। ତେଣୁ ବିବାହ ନ କରି ବାପା ମା’ଙ୍କ ପାଖରେ ରହିଥିଲେ। ବାପାମା’ଙ୍କ ସେବା କରିବା ପରେ ସମ୍ପର୍କୀୟମାନଙ୍କୁ ମଧ୍ୟ ବିଭିନ୍ନ ପ୍ରକାରର ଆର୍ଥିକ ସାହାଯ୍ୟ କରିଥିଲେ। ଏହାପରେ ସେ ଭଗବାନଙ୍କୁ କିଛି ଦାନ କରିବାକୁ ଇଚ୍ଛା କରିଥିଲେ। ତେଣୁ ୨୦୧୭ ମସିହାରେ ସେ ଏକ ପଲିସି କରି ଭଗବାନ ଅଚଳେଶ୍ୱରଙ୍କୁ ନୋମିନି ରଖିଥିଲେ। ଏହି ନିୟମ ଅନୁସାରେ ଏବେ ମନ୍ଦିର ଆକାଉଣ୍ଟକୁ ସବୁ ଅର୍ଥ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଟସ୍‌ ଛାଡି ହଠାତ୍‌ କୁଆଡେ ଚାଲିଗଲେ କ୍ୟାପଟେନ ସୂର୍ଯ୍ୟକୁମାର? ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୮।୨: ଭାରତୀୟ କ୍ରିକେଟରେ, ଖେଳାଳିମାନଙ୍କ ମଧ୍ୟରେ ସମ୍ପର୍କ ପ୍ରାୟତଃ ବିଜୟ ଏବଂ ପରାଜୟକୁ ଅତିକ୍ରମ କରିଯାଏ। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସମାନ ଦୃଶ୍ୟ ଦେଖାଯାଇଥିଲା, ଯେତେବେଳେ ଅଧିନାୟକ…

ଭକ୍ତମୟ ହୋଇଛି କାଳୀଜାଈଙ୍କ ପୀଠ, ଜମୁଛି ଶହଶହ ଭକ୍ତଙ୍କ ଭିଡ଼

କୃଷ୍ଣପ୍ରସାଦ,୮।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ ‎କାଳୀଜାଈଙ୍କ ପୀଠ ପାଲଟିଛି ଭକ୍ତମୟ । ମା’ଙ୍କ ଆଶିଷ ଲାଭ କରିବା ପାଇଁ ବହୁ ଦୂରଦୂରାନ୍ତରରୁ…

ସୁପ୍ରିମକୋର୍ଟଙ୍କୁ ଧନ୍ୟବାଦ ଜଣାଇଲେ ଅନୁରାଗ ଠାକୁର, ୯ ବର୍ଷର ବିଳମ୍ବ ଉପରେ ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୮।୨: ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଏବଂ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)ର ପୂର୍ବତନ ଅଧ୍ୟକ୍ଷ ଅନୁରାଗ ଠାକୁର, ବିସିସିଆଇରେ ପଦରେ ଲାଗିଥିବା ପ୍ରତିବନ୍ଧକ ଉଠାଇବା ନିଷ୍ପତ୍ତିରେ…

୭ ବର୍ଷର ପ୍ରଚେଷ୍ଟା ୧୦ ମିନିଟରେ ଧ୍ଵଂସ, ବନ୍ୟପ୍ରାଣୀଙ୍କ ପାଇଁ ଚାଷ କାର୍ଯ୍ୟରୁ ମନ ଫେରାଉଛନ୍ତି ଚାଷୀ

ଭଞ୍ଜନଗର,୮।୨(ବାବୁଲା ପ୍ରଧାନ): ଦେଶରେ ହୁ ହୁ ହୋଇ ଜନସଂଖ୍ୟା ବଢ଼ିବାରେ ଲାଗିଛି । ଜନସଂଖ୍ୟା ବୃଦ୍ଧି ଯୋଗୁଁ ଲୋକେ ବଞ୍ଚିବା ପାଇଁ ବିଭିନ୍ନ ଆବଶ୍ୟକତା ବଢୁଛି ।…

ସମର୍ପିତ କୁକୁର ଶ୍ମଶାନ ଘାଟ! ଯେଉଁଠାରେ ସମ୍ମାନର ସହିତ ପ୍ରାଣୀମାନଙ୍କର କରାଯାଏ ଶେଷକୃତ୍ୟ

ଫରିଦାବାଦ,୮।୨: ଫରିଦାବାଦ ମାନବିକତା ଏବଂ ଦାୟିତ୍ୱର ଏକ ନୂତନ ଉଦାହରଣ ସୃଷ୍ଟି କରିଛି। ଏହା ହରିୟାଣାର ପ୍ରଥମ ସହର ହୋଇଛି ଯେଉଁଠାରେ ବୁଲା କୁକୁରଙ୍କ ପାଇଁ ଏକ…

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ…

ପାକିସ୍ତାନ ନୁହେଁ ଏହି ଟିମ ସହ ପରବର୍ତ୍ତି ମ୍ୟାଚ ଖେଳିବ ଭାରତ, ଜାଣନ୍ତୁ କେବେ ହେବ ମୁହାଁମୁହିଁ

ନୂଆଦିଲ୍ଲୀ,୮।୨: ଟିମ ଇଣ୍ଡିଆ ୨୦୨୬ ଟି-୨୦ ବିଶ୍ୱକପ ଏକ ଦମଦାର ବିଜୟ ସହିତ ଆରମ୍ଭ କରିଥିଲା। ପ୍ରଥମ ମ୍ୟାଚରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବ୍ୟାଟ ଚମକି ଉଠିଥିଲା,…

୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍, ୨୭ଜଣ ବସିଥିବା ବେଳେ….

ମୋହନା,୮।୨( ମନ୍ମଥ ମିଶ୍ର ): ଭାରସାମ୍ୟ ହରାଇ ୧୨ ଫୁଟ୍ ତଳକୁ ଖସିଲା ଟାଟା ମେଜିକ୍ । ତେବେ ଦୁର୍ଘଟଣାରେ ୨୦ଜଣ ଆହାତ ହୋଇଥିବା ବେଳେ ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri