ଏଇ ଭାରତରେ

ପଞ୍ଜାବର ଭଟିଣ୍ଡା ଜିଲାର ବାଲୋ ଗାଁର ବୟସ୍କମାନେ ସେମାନଙ୍କ ପରିଚୟ ନିଶ୍ଚିତ କରିବାକୁ ଆଉ ଟିପଚିହ୍ନ ଦେଉନାହାନ୍ତି। ସେମାନେ ସାକ୍ଷର ହୋଇ ପଞ୍ଜାବୀ କିମ୍ବା ଇଂଲିଶରେ ଦସ୍ତଖତ କରିପାରୁଛନ୍ତି। ବୟସ୍କମାନେ ପିଲାଙ୍କ ଭଳି ପ୍ରତିଦିନ ସ୍କୁଲକୁ ଯାଉଛନ୍ତି, ଯାହାର ନାମ ହେଉଛି ବେବେ ବାପୁ ସ୍କୁଲ। ସ୍କୁଲର ଶିକ୍ଷୟିତ୍ରୀ ହେଉଛନ୍ତି ୨୮ ବର୍ଷିଆ ରାଜ୍‌ବିନ୍ଦର କୌର ଓ ସେ ବୟସ୍କଙ୍କୁ ପଢ଼ାଉଛନ୍ତି। ଏହି ସ୍କୁଲରେ ୫୦ବର୍ଷ ବୟସରୁ କମ୍‌ କିମ୍ବା ଏହାଠୁ ଅଧିକ ବୟସର ଲୋକ ନାମ ଲେଖାଇଛନ୍ତି। ସ୍କୁଲଟି ସର୍ଦ୍ଦାର ଗୁରୁବଚନ ସିଂ ସେବା ସମିତି ଅଧୀନରେ ଚାଲୁଛି। ଏବେ ଅନେକ ବରିଷ୍ଠ ନାଗରିକ ପଞ୍ଜାବୀରେ ବହିଗୁଡ଼ିକ ପଢି ପାରୁଛନ୍ତି ଏବଂ ନାମ ଦସ୍ତଖତ କରୁଛନ୍ତି । ପିଲାଙ୍କ ଭଳି ସେମାନଙ୍କୁ ବିଭିନ୍ନ ଗଳ୍ପ କୁହାଯାଉଛି। ଏପରି କି ଏହି ସ୍କୁଲରୁ ପଢ଼ି ବହୁବ୍ୟକ୍ତି ସେମାନଙ୍କ ପିଲାମାନଙ୍କୁ ଘରେ ପଢ଼ାଉଛନ୍ତି। ବାଲୋ ଗାଁରେ ଜଣେ ହେଲେ ବି ନିରକ୍ଷର ରହିବେ ନାହିଁ ବୋଲି କୁହନ୍ତି ରାଜ୍‌ବିନ୍ଦର।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri