ଏଇ ଭାରତରେ

ଅକୁଲ ବିଶ୍ୱାସ ଦିବ୍ୟାଙ୍ଗ ହେଲେ ବି ପାରଙ୍ଗମ। ସେ ପରିବେଶ ସୁରକ୍ଷା କ୍ଷେତ୍ରରେ କାର୍ଯ୍ୟକରି ଦକ୍ଷତାର ପରିଚୟ ଦେଇଛନ୍ତି। ମୁଖ୍ୟତଃ ସେ ହେନ୍ତାଳ ବଣ ସୁରକ୍ଷା ଓ ସଂରକ୍ଷଣ କରୁଛନ୍ତି। ଅକୁଲ ପଶ୍ଚିମବଙ୍ଗ ଦକ୍ଷିଣ ୨୪ ପ୍ରଗଣା ଜିଲାରେ ଝାରଖାଲି ସବୁଜ ବାହିନୀ ଗଠନ କରି ସୁନ୍ଦରବନର ହେନ୍ତାଳ ବନ ସଂରକ୍ଷଣ ପାଇଁ କାମ କରୁଛନ୍ତି। ୨୩ଟି ଗାଁର ୨୦୦ରୁ ଅଧିକ ଗୃହିଣୀଙ୍କୁ ସେ ଏହି ସଂଗଠନରେ ସାମିଲ କରିଛନ୍ତି। ଅକୁଲ ୨୦୦୫ରେ ତାଙ୍କ ଅଭିଯାନ ଆରମ୍ଭ କରିଥିଲେ। ସେ ପ୍ରଥମେ ଏକୁଟିଆ ବିଦ୍ୟାଧରି ନଦୀ ତଟରେ ମ୍ୟାନଗ୍ରୋଭ ଚାରା ରୋପଣ କରିଥିଲେ। ପରେ ଅକୁଲଙ୍କର ଏଭଳି କାର୍ଯ୍ୟ ଦେଖି ସ୍ଥାନୀୟ ଲୋକେ ତାଙ୍କ ସହ ସାମିଲ ହୋଇଥିଲେ। ଝାରଖାଲି ସବୁଜ ବାହିନୀର ମହିଳାମାନେ ପ୍ରତିଦିନ ମ୍ୟାନଗ୍ରୋଭ ମଞ୍ଜି ସଂଗ୍ରହ କରି ତାହାକୁ ନର୍ସରି ବ୍ୟାଗରେ ଲଗାଉଛନ୍ତି । ଗଛ ହେବା ପରେ ସେଗୁଡ଼ିକୁ ଲଗାଉଛନ୍ତି। ଏଥିପାଇଁ ପ୍ରତିଦିନ ସେମାନେ ଦିନକୁ ୨ ଘଣ୍ଟା ସମୟ ଦେଉଛନ୍ତି ଓ ପାଖାପାଖି ୨୦୦-୨୫୦ ଚାରା ଲଗାଉଛନ୍ତି। ସୁନ୍ଦରବନରେ ରହୁଥିବା ପରିବାରଗୁଡ଼ିକୁ ନିର୍ଦ୍ଦିଷ୍ଟ ପରିମାଣର ଜମିଦେଇ ସେଠାରେ ଜଙ୍ଗଲ ସୃଷ୍ଟି କରିବାକୁ ପ୍ରୋତ୍ସାହିତ କରିଛନ୍ତି। କେବଳ ଏତିକି ନୁହେଁ, ଯେଉଁ ସବୁ ପଞ୍ଚାୟତ ମ୍ୟାନଗ୍ରୋଭ ଜଙ୍ଗଲ ସୁରକ୍ଷା ପାଇଁ ଆଗେଇ ଆସୁଛନ୍ତି ସେଗୁଡ଼ିକୁ ସେ ସହଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri