ଏଇ ଭାରତରେ

ଚାକିରି ସହ ଚାଷ କରିବା କଷ୍ଟକର ହୋଇଥିଲେ ମଧ୍ୟ ସେଥିରେ ସଫଳ ହୋଇଛନ୍ତି କେରଳର ଇଞ୍ଜିନିୟର ପାର୍ବତୀ ମୋହନାନ୍‌। ପାର୍ବତୀ ଫୁଲଚାଷ କରି ସେଥିରୁ ମାସକୁ ୧ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ନିକଟକୁ ଦିନକୁ ୧୦୦ ପର୍ଯ୍ୟନ୍ତ ଅର୍ଡର ଆସୁଛି। ପାର୍ବତୀଙ୍କ ଘର ଆଲପ୍ପୁଜା ଜିଲା ମୁହାମ୍ମା ପଞ୍ଚାୟତରେ। ସେ ଅଧ ଏକର ଜମିରେ ପର୍ତ୍ତୁଲାକା ଫୁଲଚାଷ କରୁଛନ୍ତି। ବଡ଼ କଥା ହେଉଛି ସେ ଚାକିରିରୁ ସମୟ ବାହାର କରି ଏହି ଚାଷ ଜାରି ରଖିଛନ୍ତି। ପାର୍ବତୀ କୋଚିରେ ଏକ ଆଇଟି କମ୍ପାନୀରେ ସଫ୍ଟଓ୍ବେର ଟେଷ୍ଟର ଭାବେ କାମ କରୁଛନ୍ତିି। ସେ ସପ୍ତାହାନ୍ତରେ ଘରକୁ ଆସି ଫଲ ବଗିଚାର ଯତ୍ନ ନେବା ସହ ବ୍ୟବସାୟ ସମ୍ପର୍କରେ ବୁଝନ୍ତି। ସେ ପ୍ରଥମେ ବଗିଚାରେ ୩୦ ପ୍ରକାର ପର୍ତ୍ତୁଲାକା ଫୁଲଚାଷ କରୁଥିଲେ। ଏବେ ୩୦୦୦ କିସମର ଫୁଲଚାଷ କରୁଛନ୍ତି। ଏହାକୁ ସେ ଭାରତର ବିଭିନ୍ନ ସ୍ଥାନରୁ ସଂଗ୍ରହ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେବଳ ଶିକ୍ଷାଦାନରେ ସୀମିତ ନ ରହି ସ୍କୁଲର କଳେବର ବଦଳାଇବାରେ ପ୍ରମୁଖ ଭୂମିକା ନେଇଛନ୍ତି ମଧ୍ୟପ୍ରଦେଶର ଜଣେ ଶିକ୍ଷକ। ରାଜଗଡ଼ର ମୋହନପୁର କଲୋନୀରେ ଥିବା ଇଣ୍ଟିଗ୍ରେଟେଡ...

ବନରୁ ଜୀବନ

ପରିବର୍ତ୍ତନର ବିରାଟ କଳାବାଦଲ ଆଜି ସାରା ବିଶ୍ୱର ଭାଗ୍ୟାକାଶକୁ ଆଚ୍ଛାଦିତ କରିଛି। କ୍ରମାଗତ ବୃଦ୍ଧି ପାଉଥିବା ତାପମାତ୍ରା, ଜଳବାୟୁ ପରିବର୍ତ୍ତନର ପ୍ରଭାବ ଦେଖିବାକୁ ମିଳିଛି। ପରିବେଶ...

ଟ୍ରମ୍ପଙ୍କ ହିସାବ

ଜାନୁଆରୀ ୨୦ରେ ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଶପଥ ନେବେ । ଏହି ସମାରୋହକୁ ସେ କେତୋଟି ହାତଗଣତି ଦେଶର ମୁଖ୍ୟତଃ ଦକ୍ଷିଣପନ୍ଥୀ...

ସମୟର ସ୍ବରୂପ

କେବେ ଭାବିଛନ୍ତି, ଯଦି ସମୟକୁ ରୋକି ହୁଅନ୍ତା ଆଉ ପୁଣି ବିଗତ ସମୟକୁ ଫେରେଇ ଆଣି ହୁଅନ୍ତା, ଏ ସାରା ସଂସାରଟା କେତେ ବିଚିତ୍ର ଲାଗନ୍ତା...

ଏଇ ଭାରତରେ

୧୪ ବର୍ଷ ବୟସରେ ବାହା ହୋଇଥିଲେ ତାଙ୍କଠାରୁ ତିନିଗୁଣ ଅଧିକ ବୟସର ବ୍ୟକ୍ତିଙ୍କୁ। ସେ ମା’ ହେଲେ ୧୫ ବର୍ଷରେ। ବାଲ୍ୟ ବିବାହର ଯନ୍ତ୍ରଣାକୁ ଅତି...

ଭୂତଳ ଜଳ ଜହର

ଦେଶର ଭୂତଳ ଜଳ ଓ ଏହାର ଗୁଣ ନେଇ କେନ୍ଦ୍ରୀୟ ଭୂତଳ ଜଳ ବୋର୍ଡ(ସିଜିଡବ୍ଲ୍ୟୁବି)ର ବାର୍ଷିକ ମୂଲ୍ୟାୟନ ରିପୋର୍ଟରେ ଯେଉଁ ତଥ୍ୟ ପ୍ରକାଶ ପାଇଛି, ତାହା...

ସାଂସ୍କୃତିକ ସମର ଓ ସେନାପତି ଫକୀରମୋହନ

ସାଂସ୍କୃତିକ ଜାଗରଣର ଅଗ୍ରଦୂତ ଫକୀରମୋହନ ସେନାପତି। ଭାଷା ସୁରକ୍ଷା ଆନ୍ଦୋଳନର କର୍ଣ୍ଣଧାର। କେନ୍ଦ୍ରାପଡ଼ାର କୁଶିନ୍ଦା ଗ୍ରାମରୁ ଆସି ବାଲେଶ୍ବର ଜିଲାର ମଲ୍ଲିକାଶପୁରରେ ସ୍ଥାୟୀ ଭାବରେ ରହୁଥିଲେ...

କାନି ବା ହାତ ଧରନି

ସ୍ବାମୀ ଓ ସ୍ତ୍ରୀ ପରସ୍ପର ସହମତିରେ ବିବାହ ବିଚ୍ଛେଦ ପାଇଁ ଦାୟର କରିଥିବା ମାମଲା ବିଚାରାଧୀନ ଥିବା ସମୟରେ ଦମ୍ପତିଙ୍କ ମଧ୍ୟରୁ ଜଣେ ଯେକୌଣସି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri