ଏଇ ଭାରତରେ

ବୟସ ୨୫, ହେଲେ ଜାସ୍‌ କାଲ୍‌ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍‌ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ ରଖି ସେମାନଙ୍କ ଚିକିତ୍ସା ବ୍ୟବସ୍ଥା କରିବା ସହ ଦୈନନ୍ଦିନ ଆବଶ୍ୟକତା ମଧ୍ୟ ପୂରଣ କରୁଛନ୍ତି। ଜାସ୍‌ ମୁଖ୍ୟତଃ ରାସ୍ତାକଡ଼ରେ ଅସହାୟ ଭାବେ ଜୀବନ ବିତାଉଥିବା ଲୋକଙ୍କୁ ଉଦ୍ଧାର କରି ଆଶ୍ରୟସ୍ଥଳୀରେ ରଖୁଛନ୍ତି। ଏହି ଆଶ୍ରୟସ୍ଥଳୀ ‘ଆର୍ଥ ସର୍‌ଭାଇବର ଫାଉଣ୍ଡେଶନ’ ଅଧୀନରେ ଚାଲୁଛି। ଏଠାରେ ୫,୦୦୦ ଲୋକ ରହିବା ଭଳି ବ୍ୟବସ୍ଥା ରହିଛି, ଯାହା ବିଶ୍ୱର ସବୁଠୁ ବଡ଼ ମାଗଣାରେ ସେବା ଯୋଗାଉଥିବା ଆଶ୍ରୟସ୍ଥଳୀ। ଏହାର ମୁଖ୍ୟ ଭାବେ ଜାସ୍‌ ଦାୟିତ୍ୱ ତୁଲାଉଛନ୍ତି। ଜାସ୍‌ ତାଙ୍କ ପିତା ସମାଜସେବୀ ରବି କାଲ୍‌ରାଙ୍କ ପ୍ରେରଣାରେ ଏହି ସେବା ଚଳାଇଛନ୍ତି। ରାସ୍ତାକଡ଼ରୁ ଉଦ୍ଧାର କରାଯାଉଥିବା ଲୋକଙ୍କ ପରିଚୟ ଜାଣିବା ପରେ ଜାସ୍‌ ଅନେକଙ୍କୁ ସେମାନଙ୍କ ପରିବାରକୁ ହସ୍ତାନ୍ତର କରୁଛନ୍ତି। ଏବେ ସୁଦ୍ଧା ୩୦୦୦ରୁ ଅଧିକ ଲୋକଙ୍କୁ ଉଦ୍ଧାର କରି ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇ ସାରିଲାଣି। ତାଙ୍କ ସଂସ୍ଥା ମଧ୍ୟ ହସ୍ପିଟାଲ କିମ୍ବା ରାସ୍ତାରେ ମୃତ୍ୟୁ ଘଟୁଥିବା ୩୦୦୦ ପରିଚୟହୀନ ମୃତଦେହ ଦାହ କରିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri