ପୃ୍‌ଥିବୀର ୫୦ ପ୍ରତିଶତ ଆକ୍ରାନ୍ତ ପ୍ରତିଦିନ ଭାରତରେ ହେଉଛନ୍ତି ଚିହ୍ନଟ: ଗୋଟିଏ ଦିନରେ ୩ ଲକ୍ଷ ୨୬ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୧୫।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୬ ହଜାର ୯୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩,୮୯୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ବଢୁଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନ ଏବଂ କବରସ୍ତାନ ବାହାରେ ମୃତଦେହଗୁଡ଼ିକ ଧାଡ଼ିରେ ରହିଥିବାର ଦେଖିବାକୁ ମିଳୁଛି। ପ୍ରତିଦିନ ପୃଥିବୀର ମୋଟ ଆକ୍ରାନ୍ତଙ୍କ ସଂଖ୍ୟାର ୫୦ ପ୍ରତିଶତ ଭାରତରେ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୧୮ କୋଟି ୪ ଲକ୍ଷ ୫୭ ହଜାର ୫୭୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୧ କୋଟି ୩୦ ଲକ୍ଷ ୧୭ ହଜାର ୧୯୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri