ଏଇ ଭାରତରେ

ମକା ଖାଇଲା ବେଳେ ତାହାକୁ ବାନ୍ଧି ରଖିଥିବା ତନ୍ତୁଜାତୀୟ ଖୋଳକୁ ବର୍ଜ୍ୟ ମନେକରି ବାହାରେ ଫିଙ୍ଗି ଦିଆଯାଏ। ସମସ୍ତେ ଭାବନ୍ତି, ଏସବୁ ଅଦରକାରୀ ଜିନିଷ। କିନ୍ତୁ ବିହାର ମୁଜାଫରପୁରର ନାଜ୍‌ ଓଜେର ଏହି ବର୍ଜ୍ୟରୁ ଚକୋଲେଟ ଖୋଳ, ଚା କପ୍‌, ପାଉଚ, ପ୍ଲେଟ, ବ୍ୟାଗ ଓ ବ୍ୟାନର ଆଦି ଜିନିଷ ତିଆରି କରୁଛନ୍ତି। ନାଜ୍‌ଙ୍କ ପୁତୁରାଙ୍କର ୭ ବର୍ଷ ତଳେ କ୍ୟାନ୍‌ସରରେ ମୃତ୍ୟୁ ଘଟିଥିଲା। କ୍ୟାନ୍‌ସର ପଛରେ ପ୍ଲାଷ୍ଟିକ କଣିକା ଦାୟୀ ବୋଲି ସେ ବିଚାର କରି ତାହାର ସମାଧାନର ବାଟ ଖୋଜିଥିଲେ। ନାଜ୍‌ ଜଣେ ଏମ୍‌.ଟେକ୍‌ ଟିଚର ଥିଲେ। ତାହାକୁ ଛାଡ଼ି ଏହିସବୁ ଜିନିଷ ତିଆରି କରିବା ଲାଗି ଗବେଷଣା ଆରମ୍ଭ କରିଥିଲେ। ସେ ୧୦ ପ୍ରକାରରୁ ଅଧିକ ଜିନିଷ ମକା ବର୍ଜ୍ୟରୁ ତିଆରି କରୁଛନ୍ତି। ଦିନକୁ ଏଥିରୁ ୧୦୦୦ଟିରୁ ଅଧିକ ବିକ୍ରି କରୁଛନ୍ତି। ଏହି ସବୁ ଜିନିଷ ମଜଭୁତ ଏବଂ ସହଜରେ ମାଟିରେ ମିଶି ଯାଉଛି। ଏହି ସବୁ ଉତ୍ପାଦକୁ ଆଇଆଇଟି ପାଟ୍‌ନା ସ୍ବୀକୃତି ପ୍ରଦାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ମନ୍ତବ୍ୟ ପରେ, ନୂଆ ବୟାନ ଜାରି କଲେ ମୋଜତାବା ଖାମେନେଇ; ଜାଣନ୍ତୁ ସେ କାହାକୁ ଦେଲେ ଧନ୍ୟବାଦ

ତେହରାନ୍‌,୩୦।୩: ଏକ ଲିଖିତ ବାର୍ତ୍ତାରେ, ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ, ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ ପାଇଁ ଇରାକର ଜନସାଧାରଣଙ୍କ ପ୍ରତି…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ଏଇ ଭାରତରେ

ଦିଲ୍ଲୀ-ଏନ୍‌ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ…

‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି

ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି।…

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri