ଏଇ ଭାରତରେ

ବାର୍ଦ୍ଧକ୍ୟରେ ଯେତେବେଳେ ସମ୍ପର୍କର ଡୋର ଛିଣ୍ଡିବା ଆରମ୍ଭ ହୁଏ ସେତେବେଳେ ବିବାହ କଥା ଚିନ୍ତା କରିବା ଅସମ୍ଭବ ଲାଗିଥାଏ। ହେଲେ ଏଭଳି ଏକ ଭାବନାକୁ ଭୁଲ ପ୍ରମାଣିତ କରିଛନ୍ତି ୬୬ ବର୍ଷୀୟ ମୁନ୍ନାଲାଲ୍‌ ଓ ୫୭ ବର୍ଷୀୟା ପ୍ରମିଳା। ଚାରି ଦିନ ତଳେ ଉଭୟ ବିବାହ କରି ପରସ୍ପରକୁ ଜୀବନସାଥୀଭାବେ ଗ୍ରହଣ କରିଛନ୍ତି। ଏପରି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ଆଗ୍ରାରେ। ଉଭୟ ଏଠାରେ ଏକ ବୃଦ୍ଧାଶ୍ରମରେ ରହୁଥିଲେ। ୬ ମାସ ତଳେ ପରସ୍ପର ସହିତ ସାକ୍ଷାତ ହୋଇଥିଲା। ପ୍ରମିଳାଙ୍କ ପୂର୍ବ ସ୍ବାମୀଙ୍କର ମୃତ୍ୟୁ ହୋଇ ସାରିଥିଲା ଓ ତାଙ୍କ ଘର ଲୋକେ ତାଙ୍କୁ ବୃଦ୍ଧାଶ୍ରମରେ ଛାଡି ଚାଲି ଯାଇଥିଲେ। ସେହିଭଳି ମୁନ୍ନାଲାଲ୍‌ ତାଙ୍କର ୯୦ ବର୍ଷୀୟା ମା’ଙ୍କ ସହିତ ସେହି ବୃଦ୍ଧାଶ୍ରମରେ ରହୁଥିଲେ। ତାଙ୍କୁ ମଧ୍ୟ ତାଙ୍କ ପରିବାର ଲୋକେ ଘରୁ ବାହାର କରି ଦେଇଥିଲେ। ଉଭୟ ପରସ୍ପରକୁ ଭେଟି ନିଜ ନିଜର ଦୁଃଖ ବାଣ୍ଟିବା ପରେ ବାକି ଜୀବନ ଏକାଠି ରହିବା ପାଇଁ ନିଷ୍ପତ୍ତି ନେଇଥିଲେ। ଏଥିପାଇଁ ସେମାନେ ବିବାହ କରିବା ପାଇଁ ଆଶ୍ରମର ଅଧିକାରୀଙ୍କୁ ଜଣାଇଥିଲେ। ଏହାପରେ ଆଶ୍ରମରେ ବୈଦିକ ରୀତିରେ ସେମାନଙ୍କର ବିବାହ ଧୁମଧାମରେ ହୋଇଥିଲା। ମୁନ୍ନାଲାଲ୍‌ ଓ ପ୍ରମିଳା ପରସ୍ପରର ହାତ ଧରି ବାକି ଜୀବନ ବିତେଇବାକୁ ସଂକଳ୍ପ ନେଇଥିବାବେଳେ ମୁନ୍ନାଲାଲ୍‌ଙ୍କ ମା’ ସେମାନଙ୍କୁ ଆଶୀର୍ବାଦ ଦେଇଥିଲେ। ସମାଜ କ’ଣ କହିବ ଏହି ଚିନ୍ତା ନ କରି ଉଭୟେ ଏବେ ଏକୁଟିଆପଣରୁ ମୁକ୍ତି ପାଇଁ ଏହି ପନ୍ଥାକୁ ଆପଣେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?