ଏଇ ଭାରତରେ

ପ୍ରତିବର୍ଷ ଗ୍ରୀଷ୍ଣଋତୁରେ ବେଙ୍ଗାଲୁରୁ ସହରରେ ଜଳ ସଙ୍କଟ ଦେଖାଯାଏ। ଆପାର୍ଟମେଣ୍ଟରେ ରହୁଥିବା ଲୋକେ ଟ୍ୟାଙ୍କର ଉପରେ ନିର୍ଭର କରିଥାନ୍ତି। କିନ୍ତୁ ଗଣେଶ ସନଭାଗଙ୍କ ଚେଷ୍ଟା ଯୋଗୁ ଏବେ ୩୦୦ ଆପାର୍ଟମେଣ୍ଟ ପୂର୍ବ ଭଳି ଟ୍ୟାଙ୍କର ଉପରେ ନିର୍ଭର କରୁନାହାନ୍ତି। କାରଣ ସେମାନେ ବର୍ଷାଜଳ ସଂରକ୍ଷଣ କରି ତାହାକୁ ବ୍ୟବହାର କରୁଛନ୍ତି। ଗଣେଶ ଏହି ସବୁ ଆପାର୍ଟମେଣ୍ଟରେ ବର୍ଷାଜଳ ସଂରକ୍ଷଣ କରିବା ଲାଗି ଲୋକଙ୍କୁ ସହଯୋଗ କରୁଛନ୍ତି ଏବଂ ସେ ଡିଜାଇନ କରିଥିବା ସିଷ୍ଟମରେ ବର୍ଷାଜଳ ସଂରକ୍ଷଣ ହେବା ସହ ତାହାକୁ ଫିଲଟର କରାଯାଉଛି। ଏହି ଜଳକୁ ମଧ୍ୟ ପିଇବା ପାଇଁ ବ୍ୟବହାର କରାଯାଉଛି। ସମ୍ପୂର୍ଣ୍ଣ ସିଷ୍ଟମଟି ବସାଇବା ଲାଗି ୩ ଲକ୍ଷରୁ କମ୍‌ ଟଙ୍କା ଖର୍ଚ୍ଚ ହେଉଛି। ପ୍ରଥମେ ସେ ୧୦୦ ଫ୍ଲାଟ ବିଶିଷ୍ଟ ଏକ ଆପାର୍ଟମେଣ୍ଟରେ ବର୍ଷାଜଳ ସଂରକ୍ଷଣ ସିଷ୍ଟମ ଲଗାଇବା ପରେ ସେ ଦୁଇମାସରେ ପାଣିବିଲ୍‌ରେ ୨ ଲକ୍ଷ ଟଙ୍କା ବଞ୍ଚାଇ ପାରିଥିଲେ। ପରେ ସେ ଏହି ସିଷ୍ଟମକୁ ଅନ୍ୟ ଆପାର୍ଟମେଣ୍ଟକୁ ସମ୍ପ୍ରସାରଣ କରିଥିଲେ। ଏବେ ୩୦୦ ଆପାର୍ଟମେଣ୍ଟରେ ଏହା ଚାଲୁ କରାଯାଇଛି। ବର୍ଷାଜଳ ଅଧିକ ସଂରକ୍ଷଣ ହେବା ପରେ ବଳକାକୁ ସକ୍‌ପିଟକୁ ପଠାଇଦିଆଯାଉଛି, ଯାହା ଭୂତଳ ଜଳସ୍ତର ବଜାୟ ରଖିବାରେ ସାହାଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri