ଏଇ ଭାରତରେ

ମହାରାଷ୍ଟ୍ରର ଏଭଳି ଅନେକ ଆଦିବାସୀବହୁଳ ଗାଁଗୁଡ଼ିକରେ ସୌରଶକ୍ତି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି କେମିକାଲ ଇଞ୍ଜିନିୟର ତନବୀର ଇନାମଦାର। କେବଳ ଏତିକି ନୁହେଁ, ସେ ପାହାଡ଼ ଉପରେ ଥିବା ଗାଁ ନିକଟରେ ଜଳପ୍ରପାତ ଥିଲେ ସେଥିରୁ ବିଦ୍ୟୁତ ଉତ୍ପାଦନ କରି ଯୋଗାଇ ଦେଉଛନ୍ତି। ତାଙ୍କ ଉଦ୍ୟମରେ ମିଶନ ଊର୍ଜାରେ ଅନେକ ଘର ଆଲୋକିତ ହୋଇପାରିଛି। ୨୦୧୮ରେ ଟ୍ରି (ଟେକ୍‌ନୋଲୋଜି ରିୟୁଜ ଏନ୍‌ଭାଇରନ୍‌ମେଣ୍ଟ ଏମ୍ପାଓ୍ବାର୍‌ମେଣ୍ଟ ଇନୋଭେଶନ)ଫାଉଣ୍ଡେଶନ ଗଠନ କରି ତା’ ମାଧ୍ୟମରେ ୨୦୨୨ରୁ ଏହି ଅଭିଯାନ ଚଳାଇଛନ୍ତି। ମିଶନ ଊର୍ଜାରେ ସ୍ଥାୟୀ ଭାବେ ପ୍ୟାନେଲ ବସାଇ ସୌର ବିଦ୍ୟୁତ ଉତ୍ପାଦନ କରାଯାଉଛି। ଏହା ସହ ସାଙ୍ଗରେ ନେଇଯିବା ଭଳି ଛୋଟ ସୋଲାର ସିଷ୍ଟମ ମଧ୍ୟ ଯୋଗାଇ ଦେଉଛନ୍ତି। ଦରକାର ହେଲେ ଲୋକେ ବାହାରକୁ କାମ କରିବାକୁ ଗଲାବେଳେ ତାହାକୁ ସାଙ୍ଗରେ ନେଇପାରୁଛନ୍ତି। ଏହାର ସୁପରିଚାଳନା ପାଇଁ ସେ ଊର୍ଜା କମିଟି ଗଠନ କରିଛନ୍ତି। ବିଦ୍ୟୁତ ଉପଯୋଗ ପରିମାଣକୁ ନେଇ ପରିବାର ୧୦ରୁ ୫ହ ଟଙ୍କା ଦେଉଛନ୍ତି। ଏହାକୁ ଊର୍ଜା କମିଟିର ପାସ୍‌ବୁକ୍‌ରେ ଜମା କରାଯାଉଛି। ଏହି ଅର୍ଥରେ ସୋଲାର ସିଷ୍ଟମର ଦେଖାରଖା କରାଯାଉଛି। ଏବେସୁଦ୍ଧା ୯୪୫ ପରିବାର ଉପକୃତ ହୋଇସାରିଲେଣି। ୨୦୨୮ ସୁଦ୍ଧା ୧୦୦ରୁ ଅଧିକ ଗାଁକୁ ସୌରଶକ୍ତି ଯୋଗାଇ ଦେବାକୁ ତନବୀର ଯୋଜନା କରିଛନ୍ତି। ଏହା ସହ ପ୍ରତି ଗାଁରେ ସେ ୧୦ ଜଣ ଯୁବକଙ୍କୁ ପ୍ରଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ଅବକ୍ଷୟମୁଖୀ ଜାତୀୟ ଚରିତ୍ର

ଯଦି ଆମେ ଜାତୀୟ ଚରିତ୍ର ଉପରେ ଆଲୋକପାତ କରିବା ତେବେ ଆମର ଦୃଶ୍ୟପଟରେ ସ୍ବାଧୀନତା ପୂର୍ବର ସ୍ବାଧୀନତା ସଂଗ୍ରାମୀଙ୍କ ଚରିତ୍ର, ମୌଳିକ ଆଦର୍ଶ, ତ୍ୟାଗ, ତିତିକ୍ଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri