ଏଇ ଭାରତରେ

ମହାରାଷ୍ଟ୍ରର ଏଭଳି ଅନେକ ଆଦିବାସୀବହୁଳ ଗାଁଗୁଡ଼ିକରେ ସୌରଶକ୍ତି ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି କେମିକାଲ ଇଞ୍ଜିନିୟର ତନବୀର ଇନାମଦାର। କେବଳ ଏତିକି ନୁହେଁ, ସେ ପାହାଡ଼ ଉପରେ ଥିବା ଗାଁ ନିକଟରେ ଜଳପ୍ରପାତ ଥିଲେ ସେଥିରୁ ବିଦ୍ୟୁତ ଉତ୍ପାଦନ କରି ଯୋଗାଇ ଦେଉଛନ୍ତି। ତାଙ୍କ ଉଦ୍ୟମରେ ମିଶନ ଊର୍ଜାରେ ଅନେକ ଘର ଆଲୋକିତ ହୋଇପାରିଛି। ୨୦୧୮ରେ ଟ୍ରି (ଟେକ୍‌ନୋଲୋଜି ରିୟୁଜ ଏନ୍‌ଭାଇରନ୍‌ମେଣ୍ଟ ଏମ୍ପାଓ୍ବାର୍‌ମେଣ୍ଟ ଇନୋଭେଶନ)ଫାଉଣ୍ଡେଶନ ଗଠନ କରି ତା’ ମାଧ୍ୟମରେ ୨୦୨୨ରୁ ଏହି ଅଭିଯାନ ଚଳାଇଛନ୍ତି। ମିଶନ ଊର୍ଜାରେ ସ୍ଥାୟୀ ଭାବେ ପ୍ୟାନେଲ ବସାଇ ସୌର ବିଦ୍ୟୁତ ଉତ୍ପାଦନ କରାଯାଉଛି। ଏହା ସହ ସାଙ୍ଗରେ ନେଇଯିବା ଭଳି ଛୋଟ ସୋଲାର ସିଷ୍ଟମ ମଧ୍ୟ ଯୋଗାଇ ଦେଉଛନ୍ତି। ଦରକାର ହେଲେ ଲୋକେ ବାହାରକୁ କାମ କରିବାକୁ ଗଲାବେଳେ ତାହାକୁ ସାଙ୍ଗରେ ନେଇପାରୁଛନ୍ତି। ଏହାର ସୁପରିଚାଳନା ପାଇଁ ସେ ଊର୍ଜା କମିଟି ଗଠନ କରିଛନ୍ତି। ବିଦ୍ୟୁତ ଉପଯୋଗ ପରିମାଣକୁ ନେଇ ପରିବାର ୧୦ରୁ ୫ହ ଟଙ୍କା ଦେଉଛନ୍ତି। ଏହାକୁ ଊର୍ଜା କମିଟିର ପାସ୍‌ବୁକ୍‌ରେ ଜମା କରାଯାଉଛି। ଏହି ଅର୍ଥରେ ସୋଲାର ସିଷ୍ଟମର ଦେଖାରଖା କରାଯାଉଛି। ଏବେସୁଦ୍ଧା ୯୪୫ ପରିବାର ଉପକୃତ ହୋଇସାରିଲେଣି। ୨୦୨୮ ସୁଦ୍ଧା ୧୦୦ରୁ ଅଧିକ ଗାଁକୁ ସୌରଶକ୍ତି ଯୋଗାଇ ଦେବାକୁ ତନବୀର ଯୋଜନା କରିଛନ୍ତି। ଏହା ସହ ପ୍ରତି ଗାଁରେ ସେ ୧୦ ଜଣ ଯୁବକଙ୍କୁ ପ୍ରଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ମଧ୍ୟ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

IPL 2027 ପୂର୍ବରୁ CSKର ବଡ଼ ଘୋଷଣା: ନୂଆ ହେଡ କୋଚ ହେଲେ…

ଚେନ୍ନାଇ,୨୧।୯: ଇଣ୍ଡିଆନ ପ୍ରିମିୟର ଲିଗ (IPL) 2027 ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏକ ବଡ଼ ଘୋଷଣା କରିଛି। ଭାରତର ପୂର୍ବତନ ତାରକା ଦ୍ରୁତ ବୋଲର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?