ଏଇ ଭାରତରେ

କେରଳର ଆର୍‌. ବିଶ୍ୱନ ମହୁ ଚାଷକରି ବର୍ଷକୁ ୨୫ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ତାଙ୍କ ଫାର୍ମରେ ଏବେ ୬,୦୦୦ ମହୁ ବାକ୍ସ ଅଛି ଓ ସେଥିରୁ ବର୍ଷକୁ ୯୦-୧୧୦ ଟନ୍‌ ମହୁ ଉପତ୍ାଦନ ହେଉଛିି। ବିଶ୍ୱନଙ୍କ ଜନ୍ମ ଥିରୁଭାନନ୍ତପୁରମ ଜିଲା ନେୟାତିନ୍‌କାରା ଗାଁରେ। ଗାଁ ଲୋକ ଭାରି ଅନ୍ଧବିଶ୍ୱାସୀ । ସେ ପରିବାର ପାଇଁ ଅମଙ୍ଗଳ ବୋଲି କେତେଜଣ ଜ୍ୟୋତିଷ ତାଙ୍କ ମାତାପିତାଙ୍କୁ କହିବା ପରେ ବିଶ୍ୱନଙ୍କ ଜୀବନ ଅନ୍ଧକାର ହୋଇଯାଇଥିଲା। ତାଙ୍କୁ ପିଲାଙ୍କ ସହ ଖେଳିବାକୁ ଦିଆଯାଉ ନ ଥିଲା। ଏମିତି କି ତାଙ୍କ ପିତାଙ୍କ ବ୍ୟବସାୟରେ କ୍ଷତି ହେବାରୁ ପରିବାର ମାଳପୁରମ ଜିଲାର ନୀଳାମ୍ବୁରକୁ ଚାଲିଯାଇଥିଲେ। ହେଲେ ବିଶ୍ୱନଙ୍କୁ ରାସ୍ତାରେ ମାତ୍ର ୭ ବର୍ଷ ବୟସରେ ଛାଡ଼ି ଚାଲିଯାଇଥିଲେ। ବିଶ୍ୱନ ଦିନରେ ରାସ୍ତାକଡ଼ରେ ଓ ରାତିରେ ଫସଲ ଜଗିବା ଲାଗି ତିଆରି ହୋଇଥିବା ଟ୍ରିହାଉସରେ ରହୁଥିଲେ। ଏପରି କି ତାଙ୍କୁ ଖାଦ୍ୟ ଚୋରି କରିବାକୁ ପଡ଼ିଥିଲା ଓ ଧରାପଡ଼ିବା ପରେ ଦୋକାନ ମାଲିକ ବିଶ୍ୱନଙ୍କୁ ଗାଈଚରା କାମରେ ଲଗାଇଥିଲେ। ଏହା ଥିଲା ୧୯୭୦ ଦଶକର ଘଟଣା। ଗାଈ ଜଗିବା ସମୟରେ ସେ ମହୁମାଛିଙ୍କୁ ଦେଖିବା ପରେ ଚାଷ କରିବାକୁ ମନ ବଳାଇଥିଲେ। ପରେ ସେ ଗାଈଜଗା କାମ ଛାଡ଼ି ପ୍ରଥମେ ବଜାରରୁ ଗୋଟିଏ ମହୁ ବାକ୍ସ କିଣି ମହୁମାଛି ପାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri