ଏଇ ଭାରତରେ

ଏବେ ଯିଏ ବାହାରକୁ ଯାଉଛନ୍ତି ଶୋଷ ହେଲେ ପ୍ଲାଷ୍ଟିକ ପାଣି ବୋତଲ କିଣି ପିଉଛନ୍ତି ଓ ପରେ ତାହାକୁ ଏଣେତେଣେ ପିଙ୍ଗି ଦେଉଛନ୍ତି। ରାସ୍ତାର ଦୁଇପାଖକୁ ଚାହିଁଲି ଖାଲି ପାଣି ବୋତଲ ପଡ଼ିଥିବା ମଧ୍ୟ ଦେଖିପାରିବେ। ଏହା ଅନେକ ବର୍ଷ ଧରି ପଡ଼ିରହି ମାଟି, ପାଣି ଓ ପବନ ସର୍ବୋପରି ପରିବେଶକୁ କ୍ଷତି କରିଛି। ଏଣୁ ଏଭଳି ସମସ୍ୟା ଦୂର କରିବା ଲାଗି କେରଳର ପ୍ରଦୀପ କୋକାଟ ଏବଂ ଅଲି ଅସ୍‌ଗର ଏକ ପ୍ରକାର ବୋତଲ ତିଆରି କରୁଛନ୍ତି, ଯାହା ପୂରା ପ୍ଲାଷ୍ଟିକ ଭଳି ଦେଖାଯାଉଛି ଓ ୩ ମାସ ମଧ୍ୟରେ ମାଟିରେ ସମ୍ପୂର୍ଣ୍ଣ ମିଶିଯାଇପାରୁଛି। ପ୍ରଦୀପ ଓ ଅଲି ‘ବାୟୋ ଗ୍ରିନ୍‌’ ଷ୍ଟାର୍ଟଅପ ମାଧ୍ୟମରେ ଏହା କରୁଛନ୍ତି। ମକା ଓ ଆଖୁ ବର୍ଜ୍ୟରୁ ଏକ ପ୍ରକାର ପଲିଲାକଟାଇଡ (ଏକ ପ୍ରକାର ଜୈବିକ ପଦାର୍ଥ) ପ୍ରସ୍ତୁତ କରି ସେଥିରୁ ବାୟୋ ପ୍ଲାଷ୍ଟିକ ତିଆରି କରୁଛନ୍ତି। ଏହି ବାୟୋ ପ୍ଲାଷ୍ଟିକ ଯେଉଁ ବୋତଲ ତିଆରି କରାଯାଉଛି ତାହା ଅବିକଳ ପ୍ଲାଷ୍ଟିକ ଭଳି ଦେଖାଯାଉଛି। ସେମାନେ ୧୦୦ ମିଲିଲିଟରରୁ ୧ ଲିଟର ପାଣି ରହୁଥିବା ବୋତଲ ତିଆରି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡଗିରିରେ ଯାତ୍ରା ମହାସମର: କମିଲା ସିଟ୍‌ ସଂଖ୍ୟା

ଭୁବନେଶ୍ୱର, ୨୮ା୧(ଅନୁରାଧା ମହାରଣା/ତ୍ରିନାଥ ମହାନ୍ତି):ଖଣ୍ଡଗିରି କୁମ୍ଭମେଳାରେ ମଙ୍ଗଳବାର ପ୍ରଥମ ପର୍ଯ୍ୟାୟରେ ୪ଟି ଯାତ୍ରା ଅନୁଷ୍ଠାନ ଯାତ୍ରା ମହାସମରକୁ ଓହ୍ଲାଇଥିବାବେଳେ ଦର୍ଶକଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା। ଇନ୍ଦିରା…

ବଢ଼ିବ ବାବୁଙ୍କ ଆର୍ଥିକ କ୍ଷମତା: ସରକାରୀ ଯୋଜନା ରକେଟ ବେଗରେ…

ଭୁବନେଶ୍ୱର,୨୮।୧(ରବିନାରାୟଣ ଜେନା):ରାଜ୍ୟ ସରକାରକୁ ଅଧିକ ଦକ୍ଷ ଓ ଗତିଶୀଳ କରିବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ୨୦୨୫ ମେ’ ୨୮ରେ ପ୍ରଶାସନିକ କ୍ଷମତାରେ ପରିବର୍ତ୍ତନ କରାଯାଇଥିବାବେଳେ ଏବେ…

ଛାତ ଉପରେ ବୋମା ଭିଡ଼ିବାବେଳେ ବିସ୍ଫୋରଣ

ଭୁବନେଶ୍ୱର,୨୮।୧(ତ୍ରିନାଥ ମହାନ୍ତି): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ନ୍ୟୁ ଆଜାଦ ନଗରରେ ଏକ ୩ତାଲା ବିଶିଷ୍ଟ ଛାତ ଉପରେ ମଙ୍ଗଳବାର ବୋମା ଭିଡ଼ିବା ସମୟରେ ବିସ୍ଫୋରଣ ଘଟି…

୨୨ ଚୌକା, ୧୧ ଛକା: ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ, ଭାରତ ବିଶ୍ୱକପ୍‌ରେ…

ବୁଲାୱାୟୋ,୨୮।୧: ୧୯ ବର୍ଷରୁ କମ ବିଶ୍ୱକପର ସୁପର ସିକ୍ସ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୫୨ ରନ କରିଥିଲା। ଏହି ମ୍ୟାଚ ବୁଲାୱାୟୋରେ ଖେଳାଯାଉଛି। ଟିମ…

ବାଲିଟିକ୍ରା ନିକଟରୁ ମିଳିଲା ଶୁଭମଙ୍କ ମୃତଦେହ: ବଢୁଛି ସନ୍ଦେହ

ବରଗଡ଼,୨୮।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ପଞ୍ଚାୟତ କଲେଜ ନିକଟ ବାଲିଟିକ୍ରା ପାଖରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଜବତ ହୋଇଛି। ମୃତ ଯୁବକ ଜଣକ ହେଲେ, ସ୍ଥାନୀୟ ୱାର୍ଡ ନଂ-୭…

ଚର୍ଚ୍ଚାରେ ରାୟଗଡ଼ା ରାଜନୀତି: ୪ ଦିନ ତଳେ ଭାଜପାରେ ମିଶିଥିଲେ, ପୁଣି ବିଜେଡିକୁ ଫେରିଲେ; ଦିଲୀପଙ୍କ ନାଁରେ ଅଭିଯୋଗ…

ରାୟଗଡ଼ା,୨୭।୧(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲା ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି । ଭାଜପାରେ ମିଶିବାର ଚାରି ଦିନ ପରେ ପୁଣି ବିଜେଡିକୁ ଫେରିଛନ୍ତି…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା…

ହାଉସ୍‌ଓ୍ବାଇଫ୍‌ ବୋଲି ଚିନ୍ତିତ କି? ଘରୁ ଏହି ୫ ବ୍ୟବସାୟ ଆରମ୍ଭ କରି କରନ୍ତୁ ମୋଟା ଅଙ୍କର ରୋଜଗାର…

ନୂଆଦିଲ୍ଲୀ,୨୭।୧: ଆଜିକାଲି ସମୟରେ ଜଣେ ଗୃହିଣୀ ଘରେ ସୀମିତ ରହିବାକୁ ଚାହାଁନ୍ତି ନାହିଁ। ସେ ନିଜର ପରିଚୟ ତିଆରି କରିବାକୁ, ଆତ୍ମନିର୍ଭରଶୀଳ ହେବାକୁ ଏବଂ ପରିବାରର ଆୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri