ଏଇ ଭାରତରେ

ସ୍ବାର୍ଥ ପାଇଁ ବେଳେବେଳେ ରକ୍ତସମ୍ପର୍କୀୟମାନେ ବି ବିଶ୍ୱାସଘାତକତା କରିବାକୁ ପଛାନ୍ତି ନାହିଁ। ହେଲେ ବିଶ୍ୱସ୍ତ ପ୍ରାଣୀ କୁକୁର କିନ୍ତୁ ଆବଶ୍ୟକସ୍ଥଳେ ମାଲିକର ଜୀବନ ରକ୍ଷା କରିବା ପାଇଁ ନିଜ ଜୀବନକୁ ବି ବାଜି ଲଗାଇ ଦେଇଥାଏ। ଠିକ୍‌ ଏମିତି ଏକ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ମେରଠ ଥାନା ଅଧୀନରେ ଥିବା ରାମପୁରୀ ଗାଁରେ। ଏହି ଗାଁର ଅଜୟ କୁମାରଙ୍କ ପରିବାର ରାତିରେ ବାଲ୍‌କୋନୀରେ ଶୋଇଥିବା ସମୟରେ ଘର ଭିତରକୁ ଏକ ବିଷାକ୍ତ ସାପ ପଶି ଆସିଥିଲା। ସେହି ସମୟରେ ଘରର ପୋଷାକୁକୁର ଭୁକିବା ଆରମ୍ଭ କରି ସମସ୍ତଙ୍କୁ ଉଠାଇବାକୁ ଚେଷ୍ଟା କରିଥିଲା। କିନ୍ତୁ ଏତେ ଶୀଘ୍ର କେହି ବି ନିଦରୁ ଉଠି ନ ଥିଲେ। ମାତ୍ର ସାପଟି ହଠାତ୍‌ କାମୁଡିବାକୁ ଯାଉଥିବା ଦେଖିବା ପରେ କୁକୁର ସାପକୁ ଦାନ୍ତରେ ଭିଡି ଆଣିଥିଲା। ଫଳରେ ସାପଟି କୁକୁରକୁ ବାରମ୍ବାର ଦଂଶନ କରି ଚାଲିଥିଲା, କିନ୍ତୁ କୁକୁର ସାପକୁ ଆଦୌ ଛାଡି ନ ଥିଲା। ଏହି ସମୟ ଭିତରେ ଘର ଲୋକ ଉଠି ଯାଇଥିଲେ। କୁକୁର ମୁହଁରେ ସାପକୁ ଦେଖି ସେମାନେ ସବୁ ଘଟଣା ବୁଝି ସାରିଥିଲେ। ତେଣୁ ତୁରନ୍ତ ସାପକୁ ଧରି ଜଙ୍ଗଲରେ ଛାଡିଥିଲେ। କିନ୍ତୁ କୁକୁରକୁ ବଞ୍ଚାଇ ପାରି ନ ଥିଲେ। ସାପ କାମୁଡିବା ଫଳରେ କୁକୁରଟି କିଛି ସମୟ ମଧ୍ୟରେ ସେହିଠାରେ ମୃତ୍ୟୁମୁଖରେ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ମୃତ୍ୟୁପରେ ପ୍ରଥମ ଥର ମୁହଁ ଖୋଲିଲେ ଲବ: କହୁକହୁ କହିଦେଲେ …

ଭୁବନେଶ୍ୱର,୨୫।୬: ଚର୍ଚ୍ଚିତ ୟୁଟ୍ୟୁବର ଲବ ହାଁସଦା ବାନ୍ଧବୀଙ୍କ ଆତ୍ମହତ୍ୟାକୁ ନେଇ ବିବାଦ ଘେରକୁ ଆସିଥିଲେ। ବିପାଦ ପରେ ପ୍ରଥମ ଥର ସେ ମୁହଁ ଖୋଲିଛନ୍ତି। ।...

ଏଣିକି କାର୍ଯ୍ୟରେ ଅବହେଳା କଲେ ନିଆଯିବ କାର୍ଯ୍ୟନୁଷ୍ଠାନ: ଖସିପାରିବେନି ଅଭିଯୁକ୍ତ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ)-ବ୍ରହ୍ମପୁର ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆର୍‌ସିସିଏଫ) ବିଶ୍ୱନାଥ ନିଲାନମ୍ବର୍‌ମ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଘୁମୁସର ଦକ୍ଷିଣ ବନଖଣ୍ଡ...

୪୦୦ କେ.ଜି. ୟୁରାନିୟମ ଗଲା କୁଆଡେ, ଏବେ ହେବ କ’ଣ: ଚିନ୍ତାରେ ଆମେରିକା

ଓ୍ବାଶିଂଟନ,୨୫ା୬:ଇରାନର ୩ ନ୍ୟୁକ୍ଲିୟର ଫାସିଲିଟି ଉପରେ ଆମେରିକା ୬ଟି ବଙ୍କର ବଷ୍ଟର ବୋମା ପକାଇବା ପରେ ଏହାର ୪୦୦ କିଲୋଗ୍ରାମ ୟୁରାନିୟମର ହିସାବ ମିଳୁନାହିଁ। ଏହି...

ଶୌଚ ପାଇଁ ଯାଇଥିଲେ ଚାଷୀ, ବୁଦାମୂଳେ ଛକିଥିଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ମହାକାଳପଡ଼ା, ୨୫ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ):ନଦୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜଣେ ଚାଷୀ କୁମ୍ଭୀର ଆକ୍ରମଣର ଶିକାର ହୋଇଛନ୍ତି। ଜୀବନ ବଞ୍ଚାଇବାକୁ ଯାଇ କୁମ୍ଭୀର...

ଏକ ଓ ଅନେକ

ସୃଷ୍ଟିର ଆରମ୍ଭରେ ପରମେଶ୍ୱର ଇଚ୍ଛା ପ୍ରକାଶ କରିଥିଲେ- ‘ଏକୋହମ ବହୁଷ୍ୟମ’। ଅର୍ଥାତ୍‌ ମୁଁ ଜଣେ କିନ୍ତୁ ଅନେକ ହେବାକୁ ଦିଅ। ପରେ ଈଶ୍ୱରଙ୍କ ସେହି ଇଚ୍ଛାର...

ପ୍ରାଥମିକ ଶିକ୍ଷା ଓ ବିଦ୍ୟାଳୟ ପରିଚାଳନା କମିଟି

ଗୋଟିଏ ସମୟରେ ପିଲାମାନଙ୍କର ଭବିଷ୍ୟତକୁ ଆଖି ଆଗରେ ରଖି ଗୋଟିଏ ଗାଁର ଗ୍ରାମବାସୀ ବା ଦୁଇଚାରି ଖଣ୍ଡ ଗାଁର ଲୋକ ମିଶି ଗ୍ରାମପୁର କେନ୍ଦ୍ରସ୍ଥଳରେ ବିଦ୍ୟାଳୟଟେ...

ନିଟ୍‌ ପାଇଁ ହତ୍ୟା

ଭାରତରେ ପାଠପଢ଼ା ଚାପ ଯୋଗୁ ପିଲାଙ୍କ ଆତ୍ମହତ୍ୟା ଘଟଣା ବାରମ୍ବାର ଘଟିଚାଲିଛି। ବିଶେଷକରି ମେଡିକାଲ ଶିକ୍ଷା ଲାଗି ନିଜକୁ ପ୍ରସ୍ତୁତ କରୁଥିବା ଆଶାୟୀଙ୍କ କ୍ଷେତ୍ରରେ ଆତ୍ମହତ୍ୟା...

ବାସହୀନଙ୍କୁ ଜମି ଦେବେ ସରକାର: ଡିସେମ୍ବର ୩୧ ସୁଦ୍ଧା ଚିହ୍ନଟ ପାଇଁ ସବୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫ା୬ (ରବିନାରାୟଣ ଜେନା):ରାଜ୍ୟରେ ଜଣେ ହେଲେ ବି କେହି ବାସହୀନ ରହିବେ ନାହିଁ। ଏହି ଲକ୍ଷ୍ୟ ନେଇ ରାଜସ୍ବ ବିଭାଗ ପକ୍ଷରୁ ଏବେ ସ୍ବତନ୍ତ୍ର ପଦକ୍ଷେପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri