ଏଇ ଭାରତରେ

ଝିଅମାନଙ୍କୁ ରାସ୍ତାରେ ବୁଲେଟ୍‌ ଚଲାଇବାର ପ୍ରାୟତଃ କେହି ଦେଖି ନ ଥିବେ। ହେଲେ ମଧ୍ୟପ୍ରଦେଶର ଜବଲପୁରରେ ଏମିତି କିଛି ଦେଖିବା ନୂଆ କଥା ନୁହେଁ। ଝିଅମାନେ ବି ଏଠି ବୁଲେଟ୍‌ ଓ ବାଇକ୍‌ ଚଢ଼ି ଯିବାଆସିବାର ଅଭ୍ୟାସ ଚଳାଇଛନ୍ତି। ତେବେ ଯୁବତୀମାନଙ୍କୁ ଏହି ତାଲିମ ଦେଉଛନ୍ତି ସହରର ଦୁଇ ଯୁବତୀ ଶ୍ୱେତା ଦୁବେ ଓ ନୁପୂର ପଟେଲ। ଏହି ଦୁଇଜଣ ହେଉଛନ୍ତି ଦୁଇ ଘନିଷ୍ଠ ବାନ୍ଧବୀ। ଉଭୟ ମାଗଣାରେ ସହରର ସମସ୍ତ ମହିଳାଙ୍କୁ ବାଇକ୍‌ ଚଲାଇବା ତାଲିମ ଦେଉଛନ୍ତି। ସେମାନଙ୍କର ଏଭଳି କରିବା ପଛରେ ଏକମାତ୍ର ଉଦ୍ଦେଶ୍ୟ ହେଉଛି ମହିଳାଙ୍କ ଆତ୍ମବିଶ୍ୱାସ ବଢାଇବା ଓ ସେମାନଙ୍କୁ ସଶକ୍ତ କରିବା। କାରଣ ମହିଳାମାନେ ପ୍ରାୟତଃ ସ୍କୁଟି ଭଳି ଗିୟର ନ ଥିବା ଗାଡି ଚଲାଇଥାନ୍ତି। ଏଥିପାଇଁ ସେମାନେ କାର୍‌ ଶିଖିବା ସମୟରେ ଅଧିକ ଭୟଭୀତ ହୋଇଥାନ୍ତି। ସେମାନଙ୍କର ଏହି ଅସୁବିଧା ଦୂର କରି ଅଧିକ ସଶକ୍ତ କରିବା ଉଦ୍ଦେଶ୍ୟରେ ଉଭୟ ଏଭଳି ଏକ କାମ ହାତକୁ ନେଇଛନ୍ତି। ପ୍ରଥମେ ସୋସିଆଲ ମିଡିଆରେ ଏନେଇ ସୂଚନା ଦେଇଥିଲେ। ତା’ପରେ ବହୁସଂଖ୍ୟାରେ ମହିଳା ବାଇକ୍‌ ଶିଖିବା ପାଇଁ ଆଗ୍ରହ ଦେଖାଇଥିଲେ। ଏବେ ସମସ୍ତଙ୍କୁ ମାଗଣାରେ ସେମାନେ ଏହି ତାଲିମ ଦେଉଛନ୍ତି। ଝିଅମାନେ ବି ପୁଅମାନଙ୍କ ଭଳି ସବୁ କରିବା ପାଇଁ ସକ୍ଷମ। ଏହି ନାରା ଦେଇ ସେମାନେ ସବୁ ମହିଳାଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ଏହି କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଖାମଖିଆଲ ନୀତି: ଡ୍ରେନ୍‌ ସଫା କଲେ ଗ୍ରାମବାସୀ

ରିଷିଡ଼ା,୫ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ଗ୍ରାମ ମୁଖ୍ୟ ରାସ୍ତାର ଗୋଟିଏ ପାର୍ଶ୍ୱ ଡ୍ରେନ୍‌ରୁ ରବିବାର ସକାଳେ ଗ୍ରାମବାସୀ ଅଳିଆ ସଫା କରିଥିବା…

ରବିଙ୍କ ପାଦ ରେଖା ଅତିକ୍ରମ କରି ନ ଥିଲା, ତେବେ କାହିଁକି ନୋ-ବଲ ଦିଆଗଲା, ICC ନିୟମ ବିଷୟରେ ଜାଣନ୍ତୁ ଯାହା ଭାରତକୁ ମହଙ୍ଗା ପଡ଼ିଲା…

ମାଞ୍ଚେଷ୍ଟର,୫ା୭: ଜେକବ ବେଥେଲଙ୍କ ଅପରାଜିତ ଅର୍ଦ୍ଧଶତକୀୟ ବଳରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୪ ଉଇକେଟରେ ଭାରତକୁ ପରାସ୍ତ କରିଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌…

ମହାରାଷ୍ଟ୍ର ରାଜନୀତିରେ ହଲଚଲ! କଂଗ୍ରେସ MLCଙ୍କୁ କିଣାବାକୁ ୨୦ କୋଟିର ଡିଲ୍‌…

ମୁମ୍ବାଇ,୫ା୭: ମହାରାଷ୍ଟ୍ରର ଶିବସେନା (ଉଦ୍ଧବ ଠାକରେ ଗୋଷ୍ଠୀ)ର ନେତା ସଞ୍ଜୟ ରାଉତ ରବିବାର (୫ ଜୁଲାଇ) ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି । ସେ କହିଛନ୍ତି ଯେ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

ରାମ ମନ୍ଦିର ଦାନ ଅର୍ଥ ଚୋରି ମାମଲାରେ ମୁହଁ ଖୋଲିଲେ ମୋହନ ଭାଗବନ-କହିଦେଲେ ବଡ଼ କଥା…

ନୂଆଦିଲ୍ଲୀ,୫।୭: ଅଯୋଧ୍ୟା ରାମ ମନ୍ଦିରର ଦାନ ଅର୍ଥ ହେରଫେର (ଚୋରି) ମାମଲାରେ ଏବେ ରାଷ୍ଟ୍ରୀୟ ସୱୟଂସେବକ ସଂଘ (RSS) ପକ୍ଷରୁ ବଡ଼ ବୟାନ ସାମ୍ନାକୁ ଆସିଛି। ସଂଘର…

ଇରାନକୁ ବଡ଼ ଧମକ ଦେଲେ ଟ୍ରମ୍ପ, ‘ଚାହିଁଲେ ଏକାଥରେ ସବୁ ଶେଷ….’

ଓ୍ବାଶିଂଟନ,୫ା୭: ଇରାନରେ ବର୍ତ୍ତମାନ ଏକ ସପ୍ତାହ ଶୋକ ପାଳନ କରାଯାଉଛି। ସର୍ବୋଚ୍ଚ ନେତା ଅଲି ଖାମନେଇଙ୍କୁ ଜୁଲାଇ ୪ରୁ ଜୁଲାଇ ୯  ପର୍ଯ୍ୟନ୍ତ ଶେଷ ବିଦାୟ ଦିଆଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri