ଏଇ ଭାରତରେ

କେରଳର କାନ୍ନାପୁରମ୍‌ ଗାଁ ଆମ୍ବ ଉତ୍ପାଦନରେ ନାଁ କରିଛି। ଏହି ଗାଁରେ ୨୦୮ କିସମର ଆମ୍ବ ଫଳୁଛି। କାନ୍ନାପୁରମ୍‌ରେ ଥିଲା ଏକ ୨୦୦ ବର୍ଷର ଭେଲାଥାନ କିସମ ଆମ୍ବ ଗଛ । ଏହା ଅତ୍ୟନ୍ତ ସ୍ବାଦିଷ୍ଟ। କୌଣସି ପରିସ୍ଥିତିରେ ଜମି ମାଲିକ ତାହାକୁ କାଟିଦେଇଥିଲେ। କିନ୍ତୁ ସେହି ଆମ୍ବକୁ ଫଳାଇବା ଲାଗି ଗ୍ରାମବାସୀ ଏକାଠି ହୋଇ ତାହାର ଶାଖା ସଂଗ୍ରହ କରିଥିଲେ ଏବଂ କଲମି ମାଧ୍ୟମରେ ୨୦୦ ଗଛ ଉତାରି ପାରିଥିଲେ। ଏବେ ଏହି କିସମ ଆମ୍ବ ପ୍ରାୟ ସମସ୍ତଙ୍କ ବାଡ଼ିରେ ଫଳୁଛି। ଗାଁରେ କେବଳ ୨୦ଟି ପରିବାରର ମାଲିକାନାରେ ଥିବା ୩୭୨ଟି ଗଛରୁ ୧୦୦ କିସମର ଆମ୍ବ ଫଳୁଛି ଏବଂ ଅବଶିଷ୍ଟ ପରିବାରରେ ଆଉ ୧୦୦ କିସମ ଆମ୍ବ ଫଳାଉଛନ୍ତି। ଆମ୍ବର ରଙ୍ଗ, ରସ ତଥା ସ୍ବାଦକୁ ନେଇ ସେଗୁଡ଼ିକର ନାମକରଣ ମଧ୍ୟ କରିଛନ୍ତି। ଗ୍ରାମବାସୀ ଭାରତର ବିଭିନ୍ନ ସ୍ଥାନରେ ଥିବା ବିଭିନ୍ନ କିସମର ଆମ୍ବ ଗଛ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ପରେ ସେଗୁଡ଼ିକୁ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…

ଧୈର୍ଯ୍ୟ, କ୍ଷମା ଲୋଡ଼ା

ହୃଦୟରେ ଅନ୍ୟ ପ୍ରତି ଏପରିକି ପରମ ଶତ୍ରୁ ପ୍ରତି କୌଣସି ପରିସ୍ଥିତିରେ ଘୃଣାଭାବ ପୋଷଣ ନ କରି କ୍ଷମା, ଅନୁକମ୍ପା, କରୁଣା, ତିତିକ୍ଷା, ଦୟା ଭାବ ପ୍ରଦର୍ଶନକରିବା…

ଜଳ ହିଁ ଜୀବନ

ଜଳର ଅନ୍ୟ ନାମ ଜୀବନ। ମଣିଷପାଇଁ ଉପଲବ୍ଧ ଅତ୍ୟାବଶ୍ୟକ ପ୍ରାକୃତିକ ଉପାଦାନ ମଧ୍ୟରେ ଜଳ ଅନ୍ୟତମ। କେବଳ ମଣିଷ ନୁହେଁ, ସମଗ୍ର ପ୍ରାଣୀ ଓ ଉଦ୍ଭିଦଜଗତ ପାଇଁ…

କାମ ସାରି ଫେରୁଥିବାବେଳେ ଦଳିଦେଲା ହାତୀ: ୧୨ ଘଣ୍ଟାରେ ୩ ଜଣଙ୍କ ଗଲା ଜୀବନ

ଜି.ଉଦୟଗିରି/ରାଇକିଆ,୧୪/୩(ଚିନ୍ମୟ କୁମାର ସେଠୀ/ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି.ଉଦୟଗିରି ଓ ରାଇକିଆ ବ୍ଲକରେ ହାତୀ ଉପଦ୍ରବକୁ ନେଇ ଆତଙ୍କ ଦେଖା ଦେଇଛି । ଗତ କାଲି ସନ୍ଧ୍ୟାରୁ…

ରାଲିରେ ବୈଷୟିକ ତ୍ରୁଟି

ରାଜସ୍ଥାନ ବାଂଶୱାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ଦଶ ମିନିଟ୍‌ର ଏକ ବୈଷୟିକ ତ୍ରୁଟି ଯୋଗୁ ସ୍କ୍ରିନ୍‌ କିଛି ସମୟ ପାଇଁ ଶୂନ୍ୟ ହୋଇଯାଇଥିଲା। ଏହି ଘଟଣା…

ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍‌ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri