ଏଇ ଭାରତରେ

କେରଳର କାନ୍ନାପୁରମ୍‌ ଗାଁ ଆମ୍ବ ଉତ୍ପାଦନରେ ନାଁ କରିଛି। ଏହି ଗାଁରେ ୨୦୮ କିସମର ଆମ୍ବ ଫଳୁଛି। କାନ୍ନାପୁରମ୍‌ରେ ଥିଲା ଏକ ୨୦୦ ବର୍ଷର ଭେଲାଥାନ କିସମ ଆମ୍ବ ଗଛ । ଏହା ଅତ୍ୟନ୍ତ ସ୍ବାଦିଷ୍ଟ। କୌଣସି ପରିସ୍ଥିତିରେ ଜମି ମାଲିକ ତାହାକୁ କାଟିଦେଇଥିଲେ। କିନ୍ତୁ ସେହି ଆମ୍ବକୁ ଫଳାଇବା ଲାଗି ଗ୍ରାମବାସୀ ଏକାଠି ହୋଇ ତାହାର ଶାଖା ସଂଗ୍ରହ କରିଥିଲେ ଏବଂ କଲମି ମାଧ୍ୟମରେ ୨୦୦ ଗଛ ଉତାରି ପାରିଥିଲେ। ଏବେ ଏହି କିସମ ଆମ୍ବ ପ୍ରାୟ ସମସ୍ତଙ୍କ ବାଡ଼ିରେ ଫଳୁଛି। ଗାଁରେ କେବଳ ୨୦ଟି ପରିବାରର ମାଲିକାନାରେ ଥିବା ୩୭୨ଟି ଗଛରୁ ୧୦୦ କିସମର ଆମ୍ବ ଫଳୁଛି ଏବଂ ଅବଶିଷ୍ଟ ପରିବାରରେ ଆଉ ୧୦୦ କିସମ ଆମ୍ବ ଫଳାଉଛନ୍ତି। ଆମ୍ବର ରଙ୍ଗ, ରସ ତଥା ସ୍ବାଦକୁ ନେଇ ସେଗୁଡ଼ିକର ନାମକରଣ ମଧ୍ୟ କରିଛନ୍ତି। ଗ୍ରାମବାସୀ ଭାରତର ବିଭିନ୍ନ ସ୍ଥାନରେ ଥିବା ବିଭିନ୍ନ କିସମର ଆମ୍ବ ଗଛ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ପରେ ସେଗୁଡ଼ିକୁ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖରସ୍ରୋତା ନଦୀକୁ ଡେଇଁଲେ ଯୁବତୀ

ଆଳି, ୧୭।୭ (ବନମାଳୀ ସେନାପତି): ଖରସ୍ରୋତା ନଦୀକୁ ଡେଇଁ ପଡିଛନ୍ତି ଯୁବତୀ। ଏଭଳି ଏକ ଅଘଟଣ ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର...

ଲଗାତାର ଅଷ୍ଟମ ଥର ପାଇଁ ସ୍ବଚ୍ଛ ସହର ତାଲିକାରେ ଏକ ନମ୍ବରରେ ରହିଲା ଇନ୍ଦୋର, ଜାଣନ୍ତୁ ଏହାପରେ ରହିଛି କେଉଁ ସହର

ନୂଆଦିଲ୍ଲୀ,୧୭।୭: କେନ୍ଦ୍ର ସରକାରଙ୍କ ବାର୍ଷିକ ସ୍ବଚ୍ଛତା ସର୍ଭେରେ, ଇନ୍ଦୋର ଲଗାତାର ଅଷ୍ଟମ ଥର ପାଇଁ ଭାରତର ସବୁଠାରୁ ସ୍ବଚ୍ଛ ସହର ହେବାର ଟାଇଟଲ ପାଇଛି। ସେହିପରି...

ସୌମ୍ୟାଶ୍ରୀ ମୃତ୍ୟୁ: ଭକ୍ତ ଦାସ ଗିରଫ, ଆନ୍ଦୋଳନ ଭିତରେ ଆସିଲା ବଡ଼ ଖବର

ଭୁବନେଶ୍ୱର,୧୭।୭: କଂଗ୍ରେସର ଓଡ଼ିଶା ବନ୍ଦ ଡାକରା ଭିତରେ ଆସିଛି ବଡ଼ ଖବର। ପିସିସି ସଭାପତି ଭକ୍ତ ଦାସଙ୍କୁ ପୋଲିସ ଆରେଷ୍ଟ କରିଛି। ଆନ୍ଦୋଳନସ୍ଥଳରୁ ଭକ୍ତଙ୍କୁ ଉଠାଇ...

ଅହମଦାବାଦ ବିମାନ ଦୁର୍ଘଟଣାକୁ ନେଇ ବଡ଼ ଦାବି କଲା ଆମେରିକା ରିପୋର୍ଟ, କହିଲା ‘ପାଇଲଟ ହିଁ ବନ୍ଦ କରିଦେଇଥିଲେ ଇଞ୍ଜିନ ଫୁଏଲ’

ନୂଆଦିଲ୍ଲୀ,୧୭।୭: ଗୁଜୁରାଟର ଅହମଦାବାଦରେ ଦୁର୍ଘଟଣାଗ୍ରସ୍ତ ଏୟାର ଇଣ୍ଡିଆ ବିମାନର ଦୁଇ ପାଇଲଟଙ୍କ ମଧ୍ୟରେ ଶେଷ କଥାବାର୍ତ୍ତାର କକପିଟ ରେକର୍ଡିଂ ସୂଚାଇଛି ଯେ କ୍ୟାପ୍ଟେନ ବିମାନର ଇଞ୍ଜିନର...

ଡ୍ରାଇଭରଙ୍କ ଉପରେ ଓଲଟି ପଡ଼ିଲା ହାଇଓ୍ବା, ଚାପି ହୋଇଗଲେ

ପାଟଣା,୧୭ା୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ନୂଆଗାଁରେ ବୁଧବାର ରାତିରେ ଏକ ହାଇଓ୍ବା ଓଲଟି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତ ଡ୍ରାଇଭର...

ପାଟଣାଗଡ଼ରେ ଓଡ଼ିଶା ବନ୍ଦର ପ୍ରଭାବ

ପାଟଣାଗଡ଼,୧୭ା୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ଗୁରୁବାର ଓଡିଶା ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ପାଟଣାଗଡ଼ କଂଗ୍ରେସ ପକ୍ଷରୁ ବ୍ଲକ ସଭାପତି ପତିତପାବନ ପ୍ରଧାନଙ୍କ ନେତୃତ୍ୱରେ...

ଆନ୍ଦୋଳନ ଭିତରେ ଗର୍ଜିଲେ ସୋଫିଆ, ମୁଖ୍ୟମନ୍ତ୍ରୀ କଲେ ସିଧା ଟାର୍ଗେଟ

ଭୁବନେଶ୍ୱର,୧୭।୭: ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଓ ବିକ୍ଷୋଭ ଦେଖାଦେଇଛି। ଏହି ଘଟଣାରେ କଂଗ୍ରେସ ଆଜି...

FM ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣା: କଂଗ୍ରେସ-ସିପିଆଇର ବନ୍ଦ ପାଳନ

ପୁରୁଷୋତ୍ତମପୁର,୧୭ା୭(ସିମାଞ୍ଚଳ ମିଶ୍ର): ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ପ୍ରଦାନ ଦାବିରେ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାକୁ ନେଇ ଗଞ୍ଜାମ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri