ଏଇ ଭାରତରେ

ପ୍ଲାଷ୍ଟିକ ବର୍ଜ୍ୟ ପରିବେଶ ପ୍ରଦୂଷଣର ବଡ଼ କାରଣ ପାଲଟିଛି। ଏଣୁ ପ୍ଲାଷ୍ଟିକ ପ୍ରଦୂଷଣ ଦୂର କରିବା ଲାଗି ବିଭିନ୍ନ ବର୍ଜ୍ୟରୁ ଏହାର ବିକଳ୍ପ ସାମଗ୍ରୀ ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି ହାଇଦ୍ରାବାଦର ରେହା କୋଠାରି ଓ ରିଶିକା ରେଡ୍ଡୀ। ଏହି ଦୁଇ ମହିଳା କଫି, ଛତୁ, କଦଳୀ ଚୋପା, ଟମାଟୋ ବର୍ଜ୍ୟରୁ ପରିବେଶ ଉପଯୋଗୀ ପ୍ୟାକେଜିଂ ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି। ରେହା ଓ ରିଶିକା ୨୦୨୦ରେ ‘ଦି ମେଣ୍ଡ୍‌ ପ୍ୟାକେଜିଂ’ କମ୍ପାନୀ ପ୍ରତିଷ୍ଠା କରି ଏଭଳି ସାମଗ୍ରୀ ତିଆରି କରୁଛନ୍ତି। ଏହିସବୁ ସାମଗ୍ରୀ ବିଘଟନ ପ୍ରକ୍ରିୟାରେ କମ୍‌ ସମୟରେ ମାଟିରେ ମିଶି ଯାଇପାରୁଛି। କମ୍ପାନୀ ଦ୍ୱାରା ୭୦ରୁ ଅଧିକ ପ୍ରକାର ଉତ୍ପାଦ ପ୍ରସ୍ତୁତ ହେଉଛି। କମ୍ପାନୀ ମୁମ୍ବାଇ, ଦିଲ୍ଲୀ ଓ ହାଇଦ୍ରାବାଦରେ ଏକ ମଜଭୁତ ଯୋଗାଣ ନେଟଓ୍ବର୍କ ପ୍ରତିଷ୍ଠା କରିପାରିଛି। କୋଭିଡ୍‌ ମହାମାରୀର ଲକ୍‌ଡାଉନ ସମୟରେ ପ୍ୟାକେଜିଂ ବର୍ଜ୍ୟକୁ ଲକ୍ଷ୍ୟ କରି ରେହା ଓ ରିଶିକା ଏହାର ସମାଧାନ ପାଇଁ ଉପାୟ ଖୋଜିବା ଲାଗି ଗବେଷଣା ଆରମ୍ଭ କରିଥିଲେ। ପରେ ସେମାନେ ଗବେଷଣାରେ ସଫଳ ହୋଇ ପ୍ଲାଷ୍ଟିକ୍‌ର ବିକଳ୍ପ ପ୍ୟାକେଜିଂ ସାମଗ୍ରୀ ତିଆରି କରିବାରେ ସଫଳ ହୋଇପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri