ଏଇ ଭାରତରେ

ହିମାଚଳପ୍ରଦେଶର ରିଭା ସୁଦ୍‌ ରସାୟନମୁକ୍ତ କୃଷିରେ ୧ କୋଟି ଟଙ୍କାର ବ୍ୟବସାୟିକ ସାମ୍ରାଜ୍ୟ ପ୍ରତିଷ୍ଠା କରିପାରିଛନ୍ତି। ରିଭା ୭୦ ଏକର ଜମିରେ ଡ୍ରାଗନଫ୍ରୁଟ୍ସ ଚାଷ କରୁଛନ୍ତି। ସେ ଏହାକୁ ସ୍ଥାନୀୟ ଅଞ୍ଚଳରେ କେ.ଜି. ପ୍ରତି ୨୦୦ ଟଙ୍କାରେ ବିକ୍ରି କରିବା ସହ ସେଥିରୁ ଜୁସ୍‌ ପ୍ରସ୍ତୁତ କରୁଛନ୍ତି। ଏଥିପାଇଁ ସେ ଫାର୍ମର୍ସ ପ୍ରଡ୍ୟୁସର୍‌ ଅର୍ଗାନାଇଜେଶନ(ଏଫ୍‌ପିଓ) ‘ହିମ୍‌ ଟୁ ହମ୍‌’ ପ୍ରତିଷ୍ଠା କରିଛନ୍ତି। ଏହି ସଂସ୍ଥା ସହ ସେ ହିମାଚଳପ୍ରଦେଶ, ହରିୟାଣା, ପଞ୍ଜାବ, ଉତ୍ତରାଖଣ୍ଡ ଓ ଦିଲ୍ଲୀ ଭଳି ରାଜ୍ୟଗୁଡ଼ିିକରେ ୩୦୦ରୁ ଊର୍ଦ୍ଧ୍ୱ ମହିଳା ଚାଷୀଙ୍କୁ ସାମିଲ କରିଛନ୍ତି। ସେମାନେ ମଧ୍ୟ ଡ୍ରାଗନଫ୍ରୁଟ୍ସ ଚାଷ, ପ୍ରୋସେସିଂ ଓ ବ୍ୟବସାୟରେ ରିଭାଙ୍କୁ ସାହାଯ୍ୟ କରୁଛନ୍ତି। ଏହା ବ୍ୟତୀତ ଅଶ୍ୱଗନ୍ଧା ଓ ଶଜନା ଚାଷ କରି ସେଥିରୁ ଉତ୍ପାଦ ପ୍ରସ୍ତୁତ କରି ରିଭାଙ୍କ ସଂସ୍ଥା ମାଧ୍ୟମରେ ବିକ୍ରି କରି ଅଧିକ ଲାଭ ପାଉଛନ୍ତି। ରିଭାଙ୍କ ବୟସ ଏବେ ୬୭। ତାଙ୍କ ସ୍ବାମୀ ଜଣେ ଡାକ୍ତର ଏବଂ ସେ କ୍ୟାନସରରେ ପୀଡ଼ିତ । ଏହି ରୋଗର ମୂଳ କାରଣ କେମିକାଲଯୁକ୍ତ ଖାଦ୍ୟ ଜାଣିବା ପରେ ରିଭା ଗାଁକୁ ଫେରି କେମିକାଲମୁକ୍ତ ଚାଷ ଆରମ୍ଭ କରିଥିଲେ। ସେ ଥାଇଲାଣ୍ଡ ଓ ତାଇଓ୍ବାନରୁ ପ୍ରଥମେ ୨୦୦୦ ଡ୍ରାଗନଫ୍ରୁଟ୍ସ ଚାରା ଆଣି ୫ ଏକରରେ ଲଗାଇଥିଲେ। ପରେ ଚାଷକୁ ୭୦ ଏକରକୁ ବଢ଼ାଇଛନ୍ତି ଓ ଏବେ ଫାର୍ମରେ ୩୦,୦୦୦ ଗଛ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଶୋଷ ମେଣ୍ଟାଇବା ପାଇଁ ରୋଗକୁ ଆମନ୍ତ୍ରଣ! ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଉଠିଲା ପ୍ରଶ୍ନ

ଧର୍ମଶାଳା ୧୪।୩(ଶିବ ପ୍ରସାଦ ମହାନ୍ତି): ଜଳ ହିଁ ଜୀବନ। ଶୋଷ ମେଣ୍ଟାଇବାକୁ ଆମେ ଜଳକୁ ପିଇଥାଉ। ତେବେ ବଜାରରେ ବିକ୍ରି ହେଉଥିବା ପାଣିର ବିଶୁଦ୍ଧତାକୁ ନେଇ ଏବେ…

ଡ୍ରୋନ ସର୍ଭେ ଦ୍ୱାରା ଜଙ୍ଗଲ ନିଆଁ ଚିହ୍ନଟ, ରାତିସାରା ଅକ୍ଲାନ୍ତ ଉଦ୍ୟମ ପରେ ନିଆଁକୁ ଆୟତ୍ତ କଲା ବନବିଭାଗ

ପାଟଣା,୧୪।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନ ତଣ୍ଡ ବିଟ ଅଟେଈ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ରାତି ୨ଟାରେ ଲାଗିଥିବା ନିଆଁକୁ ବନବିଭାଗ କର୍ମଚାରୀ…

ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ: ସଙ୍କଟରେ ବନ୍ୟଜନ୍ତୁ

ଉଦଳା,୧୪।୩(ସନ୍ତୋଷ କୁମାର ବାଛିନୀ): ହୁତୁହୁତୁ ହୋଇ ଜଳୁଛି ଶିମିଳିପାଳ। ଶିମିଳିପାଳର ଆଭ୍ୟନ୍ତରୀଣ ଅଞ୍ଚଳରେ ଲାଗିଛି ନିଆଁ। ୩ ରୁ ୪ ଘଣ୍ଟା ହେବ ଜଳି ଚାଲିଛି ନିଆଁ।…

ଧୈର୍ଯ୍ୟ, କ୍ଷମା ଲୋଡ଼ା

ହୃଦୟରେ ଅନ୍ୟ ପ୍ରତି ଏପରିକି ପରମ ଶତ୍ରୁ ପ୍ରତି କୌଣସି ପରିସ୍ଥିତିରେ ଘୃଣାଭାବ ପୋଷଣ ନ କରି କ୍ଷମା, ଅନୁକମ୍ପା, କରୁଣା, ତିତିକ୍ଷା, ଦୟା ଭାବ ପ୍ରଦର୍ଶନକରିବା…

ଜଳ ହିଁ ଜୀବନ

ଜଳର ଅନ୍ୟ ନାମ ଜୀବନ। ମଣିଷପାଇଁ ଉପଲବ୍ଧ ଅତ୍ୟାବଶ୍ୟକ ପ୍ରାକୃତିକ ଉପାଦାନ ମଧ୍ୟରେ ଜଳ ଅନ୍ୟତମ। କେବଳ ମଣିଷ ନୁହେଁ, ସମଗ୍ର ପ୍ରାଣୀ ଓ ଉଦ୍ଭିଦଜଗତ ପାଇଁ…

କାମ ସାରି ଫେରୁଥିବାବେଳେ ଦଳିଦେଲା ହାତୀ: ୧୨ ଘଣ୍ଟାରେ ୩ ଜଣଙ୍କ ଗଲା ଜୀବନ

ଜି.ଉଦୟଗିରି/ରାଇକିଆ,୧୪/୩(ଚିନ୍ମୟ କୁମାର ସେଠୀ/ପ୍ରଦୀପ ବେହେରା): କନ୍ଧମାଳ ଜିଲା ଜି.ଉଦୟଗିରି ଓ ରାଇକିଆ ବ୍ଲକରେ ହାତୀ ଉପଦ୍ରବକୁ ନେଇ ଆତଙ୍କ ଦେଖା ଦେଇଛି । ଗତ କାଲି ସନ୍ଧ୍ୟାରୁ…

ରାଲିରେ ବୈଷୟିକ ତ୍ରୁଟି

ରାଜସ୍ଥାନ ବାଂଶୱାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ଦଶ ମିନିଟ୍‌ର ଏକ ବୈଷୟିକ ତ୍ରୁଟି ଯୋଗୁ ସ୍କ୍ରିନ୍‌ କିଛି ସମୟ ପାଇଁ ଶୂନ୍ୟ ହୋଇଯାଇଥିଲା। ଏହି ଘଟଣା…

ହତ୍ୟା କରି ପାଣିଟାଙ୍କି ଉପରେ ଲୁଚିଥିବା ଅଭିଯୁକ୍ତ ପିଇଦେଲେ ବିଷ, ତା’ପରେ…

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାରେ ଚାଞ୍ଚଲ୍ୟ। ହତ୍ୟା କରି ଫେରାର୍‌ ହୋଇଯାଇଥିବା ଅଭିଯୁକ୍ତ ଗାଁର ପାଣି ଟାଙ୍କି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri