ଏଇ ଭାରତରେ

ବର୍ତ୍ତମାନ ଶ୍ରବଣ କୁମାରଙ୍କ ଭଳି ମାତାପିତାଙ୍କୁ ଭକ୍ତି ପ୍ରଦର୍ଶନ କଥା ଭାବିଲେ ଅସମ୍ଭବ ମନେହୁଏ। କିନ୍ତୁ ଏଭଳି ଭକ୍ତି ପ୍ରଦର୍ଶନ କରି ଉଦାହରଣ ସାଜିଛନ୍ତି ଉତ୍ତରପ୍ରଦେଶ ବୁଲନ୍ଦସହରର ସିକନ୍ଦରାବାଦ ଅଞ୍ଚଳର ଚାରି ପୁଅ ଓମକାର, ସନି, ନୀରଜ ଓ ହେମନ୍ତ। ଏମାନେ କାଉଡି ଭାରରେ ଗଙ୍ଗାଜଳ ସହିତ ଜନ୍ମଦାତ୍ରୀ ମା’ଙ୍କୁ ତୀର୍ଥ କରାଇବା ପାଇଁ ନେଉଛନ୍ତି। ଏମାନେ ଶ୍ରାବଣ ସୋମବାରରେ ହରିଦ୍ୱାରରୁ ଗଙ୍ଗାଜଳ ନେଇ ମହାଦେବଙ୍କୁ ଲାଗି କରାଇବାକୁ ଯାଉଛନ୍ତି। କାଉଡି ଭାରରେ ଗୋଟିଏ ପଟେ ଗଙ୍ଗାଜଳ ଓ ଅନ୍ୟପଟେ ମା’ଙ୍କୁ ବସାଇଛନ୍ତି। ମା’ ପ୍ରତି ସେମାନଙ୍କର ଭଲପାଇବା ହିଁ ସେମାନଙ୍କୁ ଏଭଳି ଏକ ପଦକ୍ଷେପ ନେବାପାଇଁ ସୁଯୋଗ ସୃଷ୍ଟି କରିଛି ବୋଲି ସେମାନେ କହିଛନ୍ତି। ମା’ର ଖୁସି ପାଇଁ ସେମାନେ ସବୁକିଛି କରିପାରିବେ ଓ ଜନ୍ମ ଜନ୍ମ ପାଇଁ ଏଇ ମା’ କୋଳରେ ଜନ୍ମ ନେବାକୁ ଠାକୁରଙ୍କୁ ପ୍ରାର୍ଥନା ବି କରୁଛନ୍ତି। ସେଇ ମା’ର ଇଚ୍ଛା ଅନୁସାରେ ମନ୍ଦିରରେ ପହଞ୍ଚତ୍ ସମସ୍ତେ ଏକାଠି ହୋଇ ମହାଦେବଙ୍କ ପାଖରେ ଜଳଲାଗି କରିବେ। ଅନ୍ୟ ସମସ୍ତ କାଉଡିଆଙ୍କ ସହିତ ସେମାନଙ୍କର ଏହି ଯାତ୍ରା ଲୋକଙ୍କୁ ବେଶ୍‌ ଆକୃଷ୍ଟ କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ସାଙ୍ଗ ସାଜିଲେ ସଇତାନ, ସାଙ୍ଗରେ ମିଶି ପାର୍ଟି କରିବାବେଳେ ମଦ ପାଉଚ ଭାଗ ବଣ୍ଟାକୁ ନେଇ…

ବଲାଙ୍ଗୀର, ୧୪।୩ (ସୁନିଲ କୁମାର ମହାନ୍ତି): ଏକା ସାଙ୍ଗରେ ମିଶି ପାର୍ଟି କରିବା ସାଙ୍ଗକୁ କାଳ ହେଲା। ବଲାଙ୍ଗୀର ସଦର ବ୍ଲକ ରିନ୍ବବଚନ ଗାଁରେ ଜଣେ ଯୁବକଙ୍କୁ…

ରାଜ୍ୟ ସଭା ନିର୍ବାଚନ ନେଇ ଆଜି ନବୀନ ନିବାସରେ ଏକାଠି ହେବେ…

ଭୁବନେଶ୍ୱର,୧୪ା୩: ରାଜ୍ୟ ସଭା ନିର୍ବାଚନ ନେଇ ବିଧାନସଭାରେ ବିଜେଡିର ମକ ପୋଲିଂ ଚାଲିଛି।  ଶନିବାର ସନ୍ଧ୍ୟାରେ ନବୀନ ନିବାସରେ ବିଜେଡି ବିଧାୟକମାନଙ୍କର ଏକ ବଡ଼ଧରଣର ବୈଠକ ରହିଛି।…

‘ଯୁଦ୍ଧରେ ସମ୍ପୂର୍ଣ୍ଣ ଭାବରେ ହାରିବା ପରେ ଏବେ ସାଲିସ କରିବାକୁ ଚାହୁଁଛି ଇରାନ’: ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଶନିବାର ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷର ୧୪ତମ ଦିନ। ଆମେରିକା ତେହେରାନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଏହି ମଧ୍ୟରେ,…

ଆମେରିକାକୁ ଖୋଲା ଧମକ: ଖାର୍ଗ ଉପରେ ଆକ୍ରମଣ ପରେ ତାତିଲା ଇରାନ

ତେହରାନ,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି, ଆମେରିକାର ସେନା ଇରାନର ଖାର୍ଗ ଦ୍ୱୀପରେ ପ୍ରବଳ ବୋମା…

‘୧୪ ଦିନରେ ଆମେରିକାକୁ ଭିକ ମଗାଇ ଦେଲୁ’, ଖାର୍ଗ ଦ୍ୱୀପ ଧ୍ୱଂସ ହେବାକୁ ନେଇ କାହିଁକି ଏତେ କନଫିଡେଣ୍ଟରେ ରହିଛି ଇରାନ, ଜାଣନ୍ତୁ…

ତେହରାନ୍‌,୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ମଧ୍ୟରେ, ଏହା ସହିତ ବୟାନବାଜି ମଧ୍ୟ ଯଥେଷ୍ଟ ତୀବ୍ର ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନର ଖାର୍ଗ…

ଯୁଦ୍ଧ ଭିତରେ କିମ୍‌ଙ୍କ ଏଣ୍ଟ୍ରି! ଭୟଙ୍କର ମିସାଇଲା ଆଟାକ୍‌, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୧୪।୩: ଗୋଟିଏ ପଟେ, ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଜଡିତ ବିବାଦ ଏକ ଭୟଙ୍କର ମୋଡ଼ ନେଇଛି। ଏହି ସମୟରେ, ଏସିଆର ଅନ୍ୟ ଏକ…

ପଥର ପ୍ୟାକିଂ ନିର୍ମାଣ କାର୍ଯ୍ୟ ତଦାରଖ କରିବାକୁ ଆସୁନାହାନ୍ତି କ୍ଷେତ୍ର ପରିଦର୍ଶନ ଅଧିକାରୀ, ନିମ୍ନମାନର କାର୍ଯ୍ୟ ନେଇ…

ମହାକାଳପଡ଼ା,୧୪ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ବଡ଼ ଦାଣ୍ଡୁଆ ପଞ୍ଚାୟତ ବଗଗହଣ- ମିଲନମୋଡ଼-ତରପଦା ଗୋବରୀ ନଦୀପାର୍ଶ୍ୱ ଘେରିବନ୍ଧ ନିର୍ମାଣ କାମ ନିମ୍ନମାନର…

ଦ୍ରୁତଗତିରେ ଆସି ବ୍ୟକ୍ତିଙ୍କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଘଟଣାସ୍ଥଳରେ…

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସନ୍ଥ ଅରକ୍ଷିତ ଦାସ ନୂଆ ବସଷ୍ଟାଣ୍ଡ ସମ୍ମୁଖରେ ଏକ ଘରୋଇ ଯାତ୍ରୀବାହୀ ବସ୍‌ (ନଂ. ଓଡ଼ି୦୨ଏଡି-୮୯୫୭)ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri