ଏଇ ଭାରତରେ

କମ୍‌ ବୟସରେ ପ୍ରକୃତି ଓ ପ୍ରାଣୀଙ୍କୁ ଭଲପାଇବା ଶିଖାଇଲେ ତାହାର ସକାରାତ୍ମକ ପ୍ରତିଫଳନ ପିଲାଙ୍କଠାରେ ଦେଖିବାକୁ ମିଳେ, ଯାହା ଘଟିଛି ଗୁଜରାଟର ହ୍ରିଧିମା ପଟେଲଙ୍କ ଜୀବନରେ। ହ୍ରିଧିମାଙ୍କ ବୟସ ଏବେ ୪ ବର୍ଷ। ସେ ସାପ, କଇଁଛ ଓ ଅନ୍ୟ ଜୀବଙ୍କୁ ଉଦ୍ଧାର କରୁଛନ୍ତି। ଅହମଦାବାଦର ଝିଅ ହ୍ରିଧିମା ୩ ବର୍ଷ ବୟସରୁ ଉଦ୍ଧାର କାର୍ଯ୍ୟ ସହ ଜଡ଼ିତ ହୋଇଥିଲେ। ବଡ଼ କଥା ହେଉଛି ହ୍ରିଧିମାଙ୍କ ବୟସ ଯେତେବେଳେ ୩ ବର୍ଷ ଥିଲା, ସେତେବେଳୁ ତାଙ୍କ ମା’ ସାପ ଓ ଅନ୍ୟ ଜୀବ ଉଦ୍ଧାର କରିବାକୁ ଯିବା ସମୟରେ ସେ ସାଙ୍ଗରେ ଯାଉଥିଲେ। ଉଦ୍ଧାର କାର୍ଯ୍ୟର ପ୍ରତ୍ୟେକଟି ପର୍ଯ୍ୟାୟକୁ ସେ ଧ୍ୟାନର ସହିତ ନିରୀକ୍ଷଣ କରୁଥିଲେ। ହ୍ରିଧିମାଙ୍କର ଆଗ୍ରହକୁ ଦେଖି ମାତାପିତା ତାଙ୍କୁ ଏହି କାର୍ଯ୍ୟ କରିବାକୁ ଉତ୍ସାହିତ କରିବା ଆରମ୍ଭ କରିଥିଲେ। ଏବେ ସତର୍କତା ଅବଲମ୍ବନପୂର୍ବକ ମାତାପିତାଙ୍କ ତତ୍ତ୍ୱାବଧାନରେ ସେ ସାପ ଓ କଇଁଛ ଉଦ୍ଧାର କରି ସୁରକ୍ଷିତ ସ୍ଥାନରେ ଛାଡ଼ିପାରୁଛନ୍ତି। କିନ୍ତୁ ଅତ୍ୟନ୍ତ ବିପଜ୍ଜନକ ଓ ବଡ଼ ପ୍ରଣୀ ଉଦ୍ଧାର କରିବାକୁ ତାଙ୍କୁ ସୁଯୋଗ ଦିଆଯାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ରାମରାଜ୍ୟକୁ ରାସ୍ତା

ପ୍ରସଙ୍ଗଟି ଆରମ୍ଭ କରୁଛି ରାମାୟଣ କଥାରୁ। ଚଉଦବର୍ଷ ବନବାସ ପରେ ଅଯୋଧ୍ୟାର ରାଜା ପ୍ରଭୁ ରାମଚନ୍ଦ୍ର ଏକ ସ୍ବତନ୍ତ୍ରସଭା ଡାକି ଉପସ୍ଥିତ ଗରୁ ବଶିଷ୍ଠ, ବ୍ରାହ୍ମଣଗଣ ଓ…

ହାଜତ ହିଂସା ଗଣତନ୍ତ୍ର ପାଇଁ କଳଙ୍କ

ଗତ ଏକ ମାସ ମଧ୍ୟରେ ଆମ ରାଜ୍ୟର ବିଭିନ୍ନ ଥାନା ହାଜତରେ ପୋଲିସ ଦ୍ୱାରା ବର୍ବରୋଚିତ ଅତ୍ୟାଚାର ବା ତଥାକଥିତ ଥାର୍ଡ ଡିଗ୍ରୀ ପ୍ରୟୋଗର ଖବର ଚର୍ଚ୍ଚାର…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ଏଇ ଭାରତରେ

ଆସାମର ମୋରିଗାଁ ଜିଲାର ସବୁ ସ୍କୁଲରେ ପିଲାଙ୍କୁ ଖୋ ଖୋ ପ୍ରତି ଆକୃଷ୍ଟ କରିବାରେ ପ୍ରମୁଖ ଭୂମିକା ନେଇଛନ୍ତି ଅନ୍ଧୁରାମ ଦାସ। ଏବେ ତାଙ୍କୁ ବୟସ ୮୫।…

ବିପଜ୍ଜନକ ଆହ୍ବାନ

ନିକଟରେ ସିଙ୍ଗାପୁରରେ ଅନୁଷ୍ଠିତ ଶାଙ୍ଗ୍ରି-ଲା ଡାଇଲଗ୍‌ ବା ଏସିଆ ସୁରକ୍ଷା ଶିଖର ସମ୍ମିଳନୀରେ ଆମେରିକାର ପ୍ରତିରକ୍ଷା ସଚିବ ପିଟ ହେଗ୍‌ସେଥ୍‌ ଯୋଗଦେଇଥିଲେ। ସେ ଆମେରିକାର ଏସୀୟ ସହଯୋଗୀ…

ଗାଁ କଳି ଥାନାମୁହାଁ

ଆଉ ଗାଁ ହୋଇ ନାହିଁ। ଗାଁର ଶାନ୍ତ ସୁନ୍ଦର ପରିବେଶ ଆଜି ଅଶାନ୍ତ ଓ ବିଶୃଙ୍ଖଳିତ। ରାଜନୀତିର ପ୍ରାବଲ୍ୟ, ନିଶାଗ୍ରସ୍ତ ଲୋକଙ୍କ ଦୌରାତ୍ମ୍ୟ ସର୍ବୋପରି ଚୋର, ଖଣ୍ଟ…

ଭଲ ମଣିଷ ଖୋଜା ଚାଲିଛି

ଏକ ଓଡ଼ିଆ ମଞ୍ଚ ନାଟକର ଉପରୋକ୍ତ ନାମକରଣ ବେଶ୍‌ ତାତ୍ପର୍ଯ୍ୟପୂର୍ଣ୍ଣ। ପୃଥିବୀରେ ମଣିଷ ସଂଖ୍ୟା ସିନା ବଢି ଚାଲିଛି ହେଲେ ଭଲ ମଣିଷଙ୍କ ସଂଖ୍ୟା କ୍ରମଶଃ ହ୍ରାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri