ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ଯୋଗୁ ଏବେ ତାପମାତ୍ରା ବଢ଼ିଚାଲିଛି। ଏଥିରେ ଘରେ କିମ୍ବା ବାହାରେ ରହିବା କଷ୍ଟକର ହୋଇପଡ଼ୁଛି। ଏସି ବ୍ୟବହାର କରୁଛନ୍ତି। କିନ୍ତୁ ମନେରଖିବା ଦରକାର ଯେ, ଏସି ଯୋଗୁ ବି ଘର ଭିତର ବାୟୁ ପ୍ରଦୂଷିତ ହୁଏ। ଏଭଳି ପ୍ରଦୂଷଣ ଦୂର କରିବା ଲାଗି ରବି କୌଶିକ ଏସି ପ୍ୟୁରିଫାୟର ତିଆରି କରିଛନ୍ତି। ଆଇଆଇଟି କାନପୁର ସହଯୋଗରେ ଏହାକୁ ନିର୍ମାଣ କରିବାକୁ ସକ୍ଷମ ହୋଇଛନ୍ତି। ଆଇଆଇଟି କାନପୁର ଦ୍ୱାରା ଏହି ପ୍ୟୁରିଫାୟରକୁ ସବୁଜ ସଙ୍କେତ ଦିଆଯାଇଛି ଓ କୁହାଯାଇଛି ଯେ, ଏହି ପ୍ୟୁରିଫାୟର ୧ ଘଣ୍ଟା ମଧ୍ୟରେ ବାୟୁରୁ ପ୍ରଦୂଷଣ ଦୂର କରିପାରୁଛି । ରବି ୨୦୨୦ରେ ଆଇଆଇଟି ମୁମ୍ବାଇରୁ ଏରୋସୋଲ ସାଇନ୍ସରେ ଡିଗ୍ରୀ ହାସଲ କରିବା ପରେ ଏରୋସୋଲ ସାଇନ୍ସ ଓ ମାଇକ୍ରୋବାୟୋଲୋଜି ଉଭୟରେ କାମ ଆରମ୍ଭ କରିଥିଲେ। ରବି ୨୦୨୩ ‘ଏ ୟାର୍ଥ’ ଷ୍ଟାର୍ଟଅପ୍‌ ଆରମ୍ଭ କରି ଏହି ପ୍ୟୁରିଫାୟର ଉପତ୍ାଦନ ବୃଦ୍ଧି କରିଛନ୍ତି। ଏବେ ଏହାକୁ ମଧ୍ୟ ସେ ଅନ୍‌ଲାଇନରେ ବିକ୍ରି କରୁଛନ୍ତି। ଏହାର ମୂଲ୍ୟ ରହିଛି ୨୦୦୦ ଟଙ୍କା। ଏବେ ସୁଦ୍ଧା ଏହି ପ୍ୟୁରିଫାୟର ପାଖାପାଖି ୩ ହଜାର ଘରେ ଲାଗି ସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଅନୁପ୍ରବେଶ, ଡାର୍କ ଟୁରିଜମ୍‌

ପର୍ଯ୍ୟଟନର ଅର୍ଥ କୌଣସି ସ୍ଥାନ ଭ୍ରମଣ କରିବା ଓ ସେ ସ୍ଥାନର ଭୌଗୋଳିକ ତଥା ପ୍ରାକୃତିକ ଦୃଶ୍ୟରାଜି ଉପଭୋଗ କରିବା। ପର୍ଯ୍ୟଟନ ସାଧାରଣତଃ ତିନିପ୍ରକାରର ଯଥା...

ସନ୍ତାନର ପ୍ରଥମ ଶିକ୍ଷକ

ପରିବାରରେ ମାଆର ଅନେକ ଦାୟିତ୍ୱ। ରନ୍ଧାବଢ଼ା, ଅତିଥି ଚର୍ଚ୍ଚା, ଗୃହ ପରିଚାଳନା, ପିଲାର ଯତ୍ନ, ଶାଶୁ ଶ୍ୱଶୁରଙ୍କ ସେବା ଇତ୍ୟାଦି। କିନ୍ତୁ ସବୁ ଭିତରେ ସେ...

ବେଦ ଓ ବୈଦିକ ଦର୍ଶନ

ବେଦ ବିଷୟରେ କହିବାବେଳେ ଆମକୁ ଏହାର ପଦ୍ୟାତ୍ମକ ସ୍ତୋତ୍ର, ଗଦ୍ୟାତ୍ମକ ମନ୍ତ୍ର ଏବଂ ଦର୍ଶନ ମଧ୍ୟରେ ପାର୍ଥକ୍ୟ ଜାଣିିବାକୁ ପଡ଼ିବ। ବୈଦିକ ସ୍ତୋତ୍ର ହେଉଛି ବେଦର...

ପୁଣି ସୀମା ପାର ଆତଙ୍କବାଦ

ଗତ ୬ ମାସରେ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ବୃଦ୍ଧି ଘଟିଛି। ବିଶେଷକରି ଧାରା ୩୭୦ ଉଚ୍ଛେଦ ପରେ ସ୍ବାଭାବିକ ସ୍ଥିତିକୁ ଫେରିଥିବା ଜମ୍ମୁ-କଶ୍ମୀର ସ୍ଥିତି ପୁଣି...

ମୋର ଦୋଷ କ’ଣ

ମୁଁ ୭ ମାସର ଭ୍ରୂଣ। ଯେତେବେଳେ ମାଆର ଗର୍ଭରେ ଥିଲି ସେତେବେଳେ ମୁଠାଏ ଦାନା ପାଇଁ ମାଆ ଯାଉଥିଲା ଦିନ ମଜୁରିକୁ। କେବେ କେଉଁଠି ବାସନ...

କ୍ୱାକ୍‌ କାଳ

ବିହାରର ସରନ ଜିଲାରେ ୧୫ ବର୍ଷର ବାଳକ କ୍ରିଷ୍ଣ କୁମାର ବା ଗୋଲୁ ପାକସ୍ଥଳୀରେ ଯନ୍ତ୍ରଣା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ଧର୍ମବାଗି ବଜାରରେ...

ଏଇ ଭାରତରେ

ଉଚ୍ଚଶିକ୍ଷା ଲାଭକରି ଚାକିରି ଆଶା ରଖିଥିବା ପଞ୍ଜାବର ଫୁମାନ ସିଂଙ୍କ ପାଇଁ ବାଧକ ସାଜିଥିଲା ଦାରିଦ୍ର୍ୟ। ସେ ବିଏ ଦ୍ୱିତୀୟ ବର୍ଷରୁ ପାଠ ଛାଡିବାକୁ ବାଧ୍ୟ...

ଭୟରେ ନିର୍ଭୟା

ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଘଟଣାର ୧୨ ବର୍ଷ ପରେ ସାରା ଦେଶରେ ପ୍ରତିବାଦର ସ୍ବର ତୀବ୍ର ହୋଇଥିବା ପ୍ରଥମ ଘଟଣାଟି ହେଉଛି କୋଲକାତାର ଡାକ୍ତରୀ ଛାତ୍ରୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri