ଏଇ ଭାରତରେ

ପରିବେଶ ସ୍ବଚ୍ଛ ରଖିବା ପାଇଁ ଜୈବ ଇନ୍ଧନ ବ୍ୟବହାର ସମ୍ପୂର୍ଣ୍ଣ ବନ୍ଦ କରି କେବଳ ସୌର ଶକ୍ତିରେ ରୋଷେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି ରାଜସ୍ଥାନସ୍ଥିତ ବ୍ରହ୍ମାକୁମାରୀର ଶାନ୍ତିବନ କମ୍ପ୍ଲେକ୍ସ। ଏଠାରେ ବିନା ଜୈବ ଇନ୍ଧନ ଓ ଜାଳେଣି କାଠରେ ଏବଂ ବିନା ଗ୍ରୀନ୍‌ ହାଉସ୍‌ ଗ୍ୟାସ୍‌ ନିର୍ଗମନରେ ଦିନକୁ ପାଖାପାଖି ୫୦,୦୦୦ ମିଲ୍‌ ପ୍ରସ୍ତୁତ କରାଯାଉଛି। ସ୍ବଚ୍ଛଶକ୍ତିର ଏହା ଏକ ବଡ଼ ଦୃଷ୍ଟାନ୍ତ। ଶାନ୍ତିବନ କମ୍ପ୍ଲେକ୍ସରେ ୮୪ଟି ବୃହତ୍‌ ରିଫ୍ଲେକ୍‌ଟର ଲଗାଯାଇଛି। ପ୍ରତ୍ୟେକଟି ରିଫ୍ଲେକ୍ଟରର ସର୍ଫେସ ଏରିଆ ହେଉଛି ୯.୨ ମିଟର। ସୂର୍ଯ୍ୟଙ୍କ ଗତି ଅନୁସାରେ ଏହା ମଧ୍ୟ ବିଭିନ୍ନ ଦିଗରୁ ଘୂରି ପାରୁଛି। ସୂର୍ଯ୍ୟାଲୋକ ରିଫ୍ଲେକ୍ଟରର ଫୋକାଲ କେନ୍ଦ୍ରରେ ପଡ଼ିବା ପରେ ତାପମାତ୍ରା ୮୦୦ ଡିଗ୍ରୀ ସେଣ୍ଟିଗ୍ରେଡକୁ ଛୁଇଁଥାଏ। ଏଠାରେ କୌଣସି ସୋଲାର ପ୍ୟାନେଲ ବ୍ୟବହାର ହେଉନାହିଁ। କେବଳ ସୋଲାର ତାପଜ ଶକ୍ତିରେ ରୋଷେଇ ହେଉଛି। ଏହି ସୌର ରୋଷଶାଳାରେ ଶାକାହାରୀ ପୌଷ୍ଟିକ ଖାଦ୍ୟ ରନ୍ଧାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri