ଏଇ ଭାରତରେ

ମକା ଖାଇ ଚୋପା (ହସ୍କ)କୁ ଏଣେ ତେଣେ ଆଉ ପକାଇବାକୁ ପଡ଼ିବନି। ଏହାର ପୁନଃ ବିନିଯୋଗ କରାଯିବାର ଉପାୟ ସାମ୍ନାକୁ ଆଣିଛନ୍ତି ମଣିପୁର ସେନପତି ଜିଲାର ଫ୍ଲୋରିଷ୍ଟ ନେଲି ଛାଛେୟା। ସେ ହସ୍ତକଳାରେ ଶିକ୍ଷା ଲାଭ କରିଛନ୍ତି। ନେଲି ମକା ଚୋପାରୁ ଜୈବ କଣ୍ଢେଇ ତିଆରି କରୁଛନ୍ତି ଏବଂ ଏହା ଶୀଘ୍ର ମାଟିରେ ମିଶିଯାଇପାରୁଛି। ଏହି କାର୍ଯ୍ୟରେ ସେ ଅନେକ ମହିଳାଙ୍କୁ ନିଯୁକ୍ତ କରିଛନ୍ତି। ଏହି କଣ୍ଢେଇଗୁଡ଼ିକୁ ସେମାନେ ହାତରେ ସିଲାଇକରି ତିଆରି କରୁଛନ୍ତି। ନେଲି ମଧ୍ୟ ରୋଷେଇ ଘରୁ ବାହାରୁ ଥିବା ବର୍ଜ୍ୟକୁ ଏହି କଣ୍ଢେଇ ତିଆରିରେ ବ୍ୟବହାର କରୁଛନ୍ତି। କଣ୍ଢେଇରେ ଉଦ୍ଭିଦରୁ ପ୍ରସ୍ତୁତ ଜୈବ ରଙ୍ଗ ବ୍ୟବହାର କରୁଛନ୍ତି। ନେଲି ଆଖପାଖ ଗାଁର ମକାଚାଷୀ ଓ ଦୋକାନୀଙ୍କଠାରୁ ମକା ଚୋପା ସଂଗ୍ରହ କରୁଛନ୍ତି । ସେ ମଧ୍ୟ ଏହି କଣ୍ଢେଇ ତିଆରି ସମ୍ପର୍କରେ ଅନ୍ୟମାନଙ୍କୁ ପ୍ରଶିକ୍ଷଣ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁଆଡ଼େ ଗଲା ପ୍ରତିଯୋଗିତା

ରତ ଏକ ଉଦାରୀକୃତ ଓ ପ୍ରତିଯୋଗିତାମୂଳକ ଅର୍ଥନୀତି ଦିଗରେ ଆଗକୁ ବଢୁଛି ବୋଲି ଦୀର୍ଘଦିନ ଧରି କୁହାଯାଉଛି। କିନ୍ତୁ ସାମ୍ପ୍ରତିକ ତଥ୍ୟ ଓ ଅଧ୍ୟୟନ ଏହି ଧାରଣା…

ବିକାଶୋନ୍ମୁଖୀ ଭାରତର ଦୁଃଖ

ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ଅରୁଣାଚଳ ପ୍ରଦେଶର ପ୍ରାୟ ୫୦ କିଲୋମିଟର ଅଞ୍ଚଳ ମଧ୍ୟକୁ ଚାଇନା ଅନୁପ୍ରବେଶ କରିସାରିଲାଣି। ଏକଥା କହିଛନ୍ତିି ରାଜ୍ୟର ଭାଜପା ସାଂସଦ ତାପିର ଗାଓ ା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri