ଏଇ ଭାରତରେ

ସମସ୍ୟା ସମାଧାନ ନ ହେଲେ ସମସ୍ତେ ବିରୋଧ କରନ୍ତି। ଏଥିପାଇଁ କେହି କେହି ଆଇନର ଆଶ୍ରୟ ନିଅନ୍ତି ତ କେହି ଅନୁରୋଧ କରନ୍ତି। ହେଲେ ବେଳେବେଳେ ଲୋକେ ଏଭଳି ଅଜବ ଢଙ୍ଗରେ ବିରୋଧ ପ୍ରଦର୍ଶନ କରନ୍ତି ଯେ ତାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥାଏ। ଠିକ୍‌ ଏମିତି ଭିନ୍ନ ଢଙ୍ଗରେ ବିରୋଧ ପ୍ରଦର୍ଶନ କରିଛନ୍ତି ମଧ୍ୟପ୍ରଦେଶ ଗ୍ବାଲିୟରସ୍ଥିତ ଖୋରିଆମୋଦି ଅଞ୍ଚଳର ରାମସେବକ ପାଲ୍‌। ସେ ତାଙ୍କ ବାଇକ୍‌ ସଜାଡିବା ପାଇଁ ଦେଇଥିଲେ। କିନ୍ତୁ ବାରମ୍ବାର କହିବା ପରେ ବି ସମ୍ପୃକ୍ତ ଏଜେନ୍ସି ତାଙ୍କ ବାଇକ୍‌ ସର୍ଭିସିଂ କରିବାରେ ବିଳମ୍ବ କରୁଥିଲା। ଫଳରେ ହତୋତ୍ସାହିତ ହୋଇ ସେ ସର୍ଭିସିଂ ସେଣ୍ଟର ଆଗରେ ବିକ୍ରି ପାଇଁ ନେଇଥିବା କ୍ଷୀରକୁ ନିଜ ଉପରେ ଢାଳି ସେହିଠାରେ ତଳେ ପଡି ରହିଥିଲେ। ସର୍ଭିସିଂ ସେଣ୍ଟରର କର୍ମଚାରୀଙ୍କ ବିରୋଧରେ ତାଙ୍କର ଏଭଳି ବିରୋଧ ପ୍ରଦର୍ଶନକୁ ଦେଖି ସ୍ଥାନୀୟ ଲୋକେ ହଠାତ୍‌ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତାଙ୍କୁ ବୁଝାଶୁଝା କରିବା ପାଇଁ ବି ଚେଷ୍ଟା କରିଥିଲେ। କିନ୍ତୁ ବାଇକ୍‌ ନ ଥିବାରୁ ସାଇକେଲରେ ବିଭିନ୍ନ ସ୍ଥାନକୁ କ୍ଷୀର ନେଇ ଯିବା ଫଳରେ ତାହା ନଷ୍ଟ ହୋଇଯାଉଥିଲା। ଏଥିପାଇଁ ସେ ବହୁ କ୍ଷତି ସହୁଥିଲେ ବୋଲି କହିଥିଲେ। ଏହି କାରଣରୁ ମର୍ମାହତ ହୋଇ ସେ ଏଭଳି ନିଷ୍ପତ୍ତି ନେଇଥିଲେ। ତାଙ୍କର ଏଭଳି ଢଙ୍ଗରେ ବିରୋଧ ପ୍ରଦର୍ଶନ ସ୍ଥାନୀୟ ଅଞ୍ଚଳରେ ଯେତିକି ଚର୍ଚ୍ଚିତ ହୋଇଛି ତା’ ଠାରୁ ବେଶି ଭାଇରାଲ ହେଉଛି ସୋସିଆଲ ମିଡିଆରେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri