ଏଇ ଭାରତରେ

ଜ୍ଞାନ ସେଟ୍ଟୀଙ୍କୁ ବୟସ ଏବେ ୨୮ । ସେ ପେସାରେ ଜଣେ ଇଞ୍ଜିନିୟର ଓ ରହୁଛନ୍ତି ମେଙ୍ଗାଲୁରୁରେ । ଏବେ ଚାକିରି ଛାଡ଼ି ଅଗଣାରେ ବଗିଚାଟିଏ କରିଛନ୍ତି। ସେହି ବଗିଚାର ନାମ ଦେଇଛନ୍ତି ‘ନମୋ ବଗିଚା’। ସେ ଘର ଅଗଣା ବଗିଚାରେ ୩,୦୦୦ରୁ ଊର୍ଦ୍ଧ୍ୱ ଗଛ ଲଗାଇଛନ୍ତି। ଏଥିମଧ୍ୟରେ ବିଭିନ୍ନ ପ୍ରକାର ସୌନ୍ଦର୍ଯ୍ୟବର୍ଦ୍ଧକ ଗଛ, ଫୁଲଗଛ, ଫଳଗଛ, ପାଣିରେ ବଢୁଥିବା ଗଛ ଆଦି ରହିଛି। କେବଳ ଅଗଣା ନୁହେଁ ଘର ବାଲକୋନି, ଏପରି କି ଘର ଭିତରେ ମଧ୍ୟ ବିଭିନ୍ନ ଗଛ ଲଗାଇଛନ୍ତି। ସବୁ ଗଛକୁ ଶତ ପ୍ରତିଶତ ଜୈବିକ ପଦ୍ଧତିରେ ବଢ଼ାଇଛନ୍ତି। ଦେଖିବାକୁ ଗଲେ ଜ୍ଞାନଙ୍କ ଘରର ପ୍ରତ୍ୟେକଟି ଇଞ୍ଚରେ ଗଛ ରହିଛି। ଜ୍ଞାନ ମଧ୍ୟ ଅନ୍‌ଲାଇନରେ ନର୍ସରି ବିଜ୍‌ନେସ ଚଳାଇଛନ୍ତି। ଏହାକୁ ସେ ଜାନୁଆରୀ ୨୦୨୨ରେ ଆରମ୍ଭ କରିଥିଲେ। ବର୍ତ୍ତମାନ ଗଛ ପାଇଁ ସେ ଭାରତର ବିଭିନ୍ନ ସହରରୁ ଅର୍ଡର ପାଉଛନ୍ତି ଓ ସେମାନଙ୍କୁ ତାହା ବିକ୍ରି କରୁଛନ୍ତି। ରୋଷେଇଘର ବର୍ଜ୍ୟରୁ ସେ ଜୈବିକ ଖତ ପ୍ରସ୍ତୁତ କରୁଛନ୍ତି ଓ ତାହାକୁ ଗଛରେ ଦେଉଛନ୍ତି। ଜୈବ କୀଟନାଶକ ମଧ୍ୟ ପ୍ରସ୍ତୁତ କରି ପ୍ରୟୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri