ଏଇ ଭାରତରେ

ପ୍ଲାଷ୍ଟିକ୍‌ ପ୍ରଦୂଷଣ ଦୂର କରିବା ଲାଗି ବିଭିନ୍ନ ବର୍ଜ୍ୟରୁ ଏହାର ବିକଳ୍ପ ସାମଗ୍ରୀ ପ୍ରସ୍ତୁତ କରିବାରେ ସଫଳ ହୋଇଛନ୍ତି ରେହା କୋଠାରି ଓ ରିଶିକା ରେଡ୍ଡୀ। ଲକ୍‌ଡାଉନ ସମୟରେ ସମସ୍ତେ ଘରକୁ ସାମଗ୍ରୀ ମଗାଉଥିଲେ ଏବଂ ଏହା ଯୋଗୁ ଘରେ ପ୍ଲାଷ୍ଟିକ୍‌ କିମ୍ବା ଜରି ପ୍ୟାକେଜିଂ ବର୍ଜ୍ୟ ବଢ଼ିଯାଇଥିଲା। ଏହାକୁ ଲକ୍ଷ୍ୟକରି ଏହାର ପରିବେଶ ଉପଯୋଗୀ ବିକଳ୍ପ ଖୋଜିବା ଲାଗି ସେମାନେ ଏକାଠି ଗବେଷଣା ଆରମ୍ଭ କରିଦେଇଥିଲେ। ରିଶିକାଙ୍କ ପରିବାର ପ୍ରିଣ୍ଟିଂ ବିଜନେସ୍‌ ସହ ଜଡ଼ିତ ଥିବା ହେତୁ ସେ ସହଜରେ ଗବେଷଣାରେ ସକ୍ଷମ ହୋଇପାରିଲେ। ଏବେ ସେମାନେ କଫି, ଛତୁ, କଦଳୀ ଚୋପା, ଟମାଟୋ ବର୍ଜ୍ୟରୁ ପ୍ୟାକେଜିଂ ସାମଗ୍ରୀ ପ୍ରସ୍ତୁତ କରୁଛନ୍ତି, ଯାହା ସମ୍ପର୍ଣ୍ଣ ପରିବେଶ ଉପଯୋଗୀ। ଏହିସବୁ ସାମଗ୍ରୀ ସହଜରେ ଓ କମ୍‌ ସମୟରେ ମାଟିରେ ମିଶିଯାଉଛି। ଏହି ଦୁଇ ମହିଳା ଉଦ୍ୟୋଗୀ ‘ଦି ମେଣ୍ଡ୍‌ ପ୍ୟାକେଜିଂ’ କମ୍ପାନୀ ପ୍ରତିଷ୍ଠାକରି ପ୍ୟାକେଜିଂ ସାମଗ୍ରୀ ତିଆରି କରୁଛନ୍ତି। ଏହି କମ୍ପାନୀକୁ ସେମାନେ ୨୦୨୦ରେ ପ୍ରତିଷ୍ଠା କରିଥିଲେ। ଏବେ କମ୍ପାନୀରେ ୭୦ରୁ ଅଧିକ ଉତ୍ପାଦ ପ୍ରସ୍ତୁତ ହେଉଛି। କମ୍ପାନୀ ୨୮୦ ଜଣ ଭେଣ୍ଡରଙ୍କ ସହ କାମ କରି ମୁମ୍ବାଇ, ଦିଲ୍ଲୀ ଓ ହାଇଦ୍ରାବାଦରେ ଏକ ମଜଭୁତ ଯୋଗାଣ ନେଟ୍‌ଓ୍ବର୍କ ପ୍ରତିଷ୍ଠା କରିପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri