ଏଇ ଭାରତରେ

ମହିଳା ସବୁବେଳେ ସଶକ୍ତ। ସୁଯୋଗ ପାଇଲେ ସେମାନେ ସବୁ କ୍ଷେତ୍ରରେ ଶକ୍ତି ପ୍ରଦର୍ଶନ କରିପାରିବେ, ଯାହା ଦେଖିବାକୁ ମିଳିଛି ସୁନ୍ଦରବନରେ ଥିବା ଟାଇଗର ଓ୍ବିଡୋଜ୍‌(ବାଘ ଆକ୍ରମଣରେ ମୃତ୍ୟୁମୁଖରେ ପଡ଼ିଥିବା ପୁରୁଷଙ୍କ ସ୍ତ୍ରୀ)ଙ୍କ କ୍ଷେତ୍ରରେ। ସାଧାରଣତଃ ପୁରୁଷମାନେ ହେନ୍ତାଳବନରୁ ମହୁ ସଂଗ୍ରହ ପାଇଁ ଯାଇ ବାଘ ଆକ୍ରମଣରେ ପ୍ରାଣ ହରାଇବା ଫଳରେ ଘରେ ବିଧବା ସ୍ତ୍ରୀଙ୍କୁ ପରିବାର ବୋଝ ବୋହିବାକୁ ହୋଇଥାଏ। ସେମାନଙ୍କୁ ସରକାର ଯୋଗାଇ ଦେଇଥିବା କିଛି ଟଙ୍କା ଓ ଖାଦ୍ୟସାମଗ୍ରୀରେ ସେମାନେ ବଞ୍ଚିରହିପାରିବେ, କିନ୍ତୁ ସାମଗ୍ରିକ ଭାବେ ସାମାଜିକ ସ୍ତରରେ ସେମାନେ ଅଣଦେଖା ହୋଇ ରହିଯାଉଥିବା ଲକ୍ଷ୍ୟ କରିଥିଲେ ନୀତି ଗୋୟଲ। ଏଭଳି ୫୦୦ ଟାଇଗର ଓ୍ବିଡୋଜଙ୍କୁ ସ୍ଥାୟୀ ଭାବେ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ କରିବା ଲାଗି ମାଛଚାଷ କରିବା ଲାଗି ନୀତି ପ୍ରୋତ୍ସାହିତ କରୁଛନ୍ତି। ଏବେ ସେମାନେ ମାଛଚାଷ କରି ପରିବାର ଚଳାଉଛନ୍ତି। ଏବେ ମହିଳାମାନେ ସୁନ୍ଦରବନ ନିକଟବର୍ତ୍ତୀ ଅଞ୍ଚଳରେ ଥିବା ହୋଟେଲଗୁଡ଼ିକୁ ମାଛ ଯୋଗାଇ ଭଲ ରୋଜଗାର କରୁଛନ୍ତି। ସମଗ୍ର ସୁନ୍ଦରବନ ଅଞ୍ଚଳରେ ମୋଟ ୩୦୦୦ ଟାଇଗର ଓ୍ବିଡୋଜ୍‌ ରହିଛନ୍ତି। ନୀତି ସେମାନଙ୍କୁ ପର୍ଯ୍ୟାୟକ୍ରମେ ସଶକ୍ତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

ଏଆଇ ସୁରକ୍ଷା ଚିନ୍ତା

ଓପନ୍‌ଏଆଇର ସିଇଓ ସାମ୍‌ ଅଲ୍ଟମ୍ୟାନ୍‌ ସ୍ପଷ୍ଟ କରିଛନ୍ତି ଯେ ସୁରକ୍ଷା ଚିନ୍ତା ଯୋଗୁ କମ୍ପାନୀ ୨୦୨୬ରେ ଏହାର ଆଇପିଓ (ପ୍ରାରମ୍ଭିକ ପବ୍ଲିକ୍‌ ଅଫରିଂ) ଲଞ୍ଚ କରିବ ନାହିଁ।…

ଗଣତନ୍ତ୍ରର ରାଜତନ୍ତ୍ରୀକରଣ

ଗତ ଜୁଲାଇରେ ବିହାର ରାଜ୍ୟ କିନ୍ନର ଜନମଙ୍ଗଳ ସମିତି ସେହି ସମାଜର ମଙ୍ଗଳ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶେଷ ଅବଦାନକୁ ସ୍ବୀକୃତି ଦେଇ ତାଙ୍କର ଏକ…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?