ଭାରତରେ ୬ କୋଟି ଟପିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୬।୭: ଆସନ୍ତା ୨୦୨୧ ମାର୍ଚ୍ଚ ବେଳକୁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୧୮ ଲକ୍ଷ ଟପିବ ବୋଲି ଭାରତୀୟ ବିଜ୍ଞାନ ସଂସ୍ଥାନ(ଆଇଆଇଏସ୍‌ସି) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଗଲେ ଏହି ସମୟ ବେଳକୁ ହୁଏତ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଲକ୍ଷ ୪୦ ହଜାରରୁ ଅଧିକ ରହିପାରେ ବୋଲି ରିପୋର୍ଟରେ ଦର୍ଶାଯାଇଛି। ଏକ ଗାଣିତିକ ମଡେଲ ଆଧାରରେ ଆଇଆଇଏସ୍‌ସି ପକ୍ଷରୁ ୨୦୨୦ ମାର୍ଚ୍ଚ ୨୩ରୁ ଜୁନ୍‌ ୧୮ ମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅନୁଧ୍ୟାନ କରାଯାଇ ଏଭଳି ପୂର୍ବାନୁମାନ କରାଯାଇଛି। ଭାରତ କରୋନା ସଂକ୍ରମଣରେ ଶୀର୍ଷରେ ୨୦୨୦ ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହ ଅବା ଅକ୍ଟୋବରରେ ପହଞ୍ଚିବାର ଆଶଙ୍କା ଥିବା ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମ କୋର୍ଟରୁ ଆଜମଙ୍କୁ ଝଟକା

ନୂଆଦିଲ୍ଲୀ,୧।୧୨: ଆଜମ ଖାନଙ୍କୁ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ମିଳିନାହିଁ। ରାମପୁରର ଜୋହର ବିଶ୍ୱବିଦ୍ୟାଳୟକୁ ଦିଆଯାଇଥିବା ଜମି ପଟ୍ଟା ବାତିଲ କରିବା ମାମଲାରେ ଆଜମ ଖାନ ଉତ୍ତର...

ବିଦାୟ ନେଲା ବିଶ୍ୱର ସବୁଠାରୁ ଦୁଃଖି ହାତୀ

ମନିଲା,୧।୧୨: ଫିଲିପାଇନ୍ସର ମନିଲା ପ୍ରାଣୀ ଉଦ୍ୟାନରେ ରହୁଥିବା ବିଶ୍ୱର ସବୁଠାରୁ ଦୁଃଖି ହାତୀର ମଙ୍ଗଳବାର ମୃତ୍ୟୁ ହୋଇଛି। କୁହାଯାଉଛି ଯେ ବିଶ୍ୱ ମାଲି କିମ୍ବା ମାଲି...

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା...

‘କେବଳ ମୁଖ୍ୟମନ୍ତ୍ରୀଙ୍କ ହସ୍ତାକ୍ଷର ପ୍ରମୋଶନ ପାଇଁ ଯଥେଷ୍ଟ ନୁହେଁ’, କର୍ନାଟକ ହାଇକୋର୍ଟ

ବେଙ୍ଗଲୁରୁ,୩୦।୧୧: କର୍ନାଟକ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ହୋଇଥିବା ଟ୍ରାନ୍ସଫର ଅର୍ଡରର ବୈଧତା ନାହିଁ ଯଦି ଏହା ନିମ୍ନ କ୍ୟାଡର ଅଧିକାରୀଙ୍କୁ ଉଚ୍ଚ...

ନିର୍ବାଚନ ୫ ରାଜ୍ୟରୁ ଜବତ ହେଲା ୧,୭୬୬ କୋଟି

ନୂଆଦିଲ୍ଲୀ,୩୦ା୧୧: ରାଜସ୍ଥାନ, ମଧ୍ୟପ୍ରଦେଶ, ଛତିଶଗଡ଼, ମିଜୋରାମ, ତେଲଙ୍ଗାନା ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ଶେଷ ହୋଇଛି। ହେଲେ ଭୋଟରଙ୍କୁ ପ୍ରଲୋଭିତ କରିବା ପାଇଁ ମାଗଣା...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଟନେଲରୁ ଉଦ୍ଧାର ହୋଇଥିବା ୪୦ ଶ୍ରମିକ

ରିଷିକେଶ,୩୦।୧୧: ଉତ୍ତରାଖଣ୍ଡର ସିଲକ୍ୟାରା ଟନେଲରୁ ଉଦ୍ଧାର ହୋଇଥିବା ଶ୍ରମିକମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ଏମ୍ସରେ କରାଯାଇଛି। ହସ୍ପିଟାଲ ପ୍ରଶାସନ ୪୧ଜଣ ଶ୍ରମିକଙ୍କ ମଧ୍ୟରୁ ୪୦ଜଣଙ୍କୁ କ୍ଲିୟରାନ୍ସ ଦେଇଛନ୍ତି...

ଚନ୍ଦ୍ରଶେଖର ଆଜାଦଙ୍କ ଦଳର ନେତାଙ୍କୁ ଘରେ ପଶି ଗୁଳି କଲେ ଦୁର୍ବୁତ୍ତ

କନ୍ନୌଜ,୩୦।୧୧: ଉତ୍ତର ପ୍ରଦେଶର କନ୍ନୌଜରେ ଭୀମ ଆର୍ମି ମୁଖ୍ୟ ଚନ୍ଦ୍ରଶେଖର ଆଜାଦଙ୍କ ଦଳ ଆଜାଦ ସମାଜ ପାର୍ଟିର ସାଧାରଣ ସମ୍ପାଦକଙ୍କୁ ଅତି ନିର୍ମମ ଭାବେ ହତ୍ୟା...

ତେଲଙ୍ଗାନା କାହାର? ବିଆରଏସ, କଂଗ୍ରେସ ନା ଭାଜପା, ଏକ୍‌ଜିଟ ପୋଲ କହୁଛି ଏଭଳି…

ହାଇଦ୍ରାବାଦ,୩୦।୧୧: ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଗୁରୁବାର ଶେଷ ହୋଇଛି। ଏହା ସହିତ ୨୦୨୪ ଲୋକ ସଭ ନିର୍ବାଚନ ପୂର୍ବରୁ ୫ଟି ରାଜ୍ୟରେ ମତଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri