ଭାରତରେ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଛୁଇଁଲା

ନୂଆଦିଲ୍ଲୀ,୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ନେଇ ଏବେ ଆତଙ୍କ ଜାରି ରହିଛି। ଦିନକୁ ଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍‌ ରହିଥିବା ନେଇ ସେମାନଙ୍କ ନମୁନା ପରୀକ୍ଷା ରିପୋର୍ଟରୁ ଜଣାପଡ଼ିଛି। ପାଇଁ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯାଇଛି। କରୋନା ସଂକ୍ରମଣର ନୂଆ ଷ୍ଟ୍ରେନ୍‌କୁ ନେଇ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ମଙ୍ଗଳବାର ବ୍ରିଟେନରୁ ମିରଟ ଫେରିଥିବା ୨ ବର୍ଷର ଶିଶୁଠାରେ କରୋନାର ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଛି। ସୂଚନାଯୋଗ୍ୟ, ୨୫ ନଭେମ୍ବରରୁ ୨୩ ଡିସେମ୍ବର ମଧ୍ୟରେ ପ୍ରାୟ ୩୩ ହଜାର ଲୋକ ବ୍ରିଟେନ୍‌ରୁ ଭାରତ ଫେରିଛନ୍ତି। ସମସ୍ତଙ୍କୁ ଟ୍ରାକ୍‌ କରାଯାଇ ନମୁନା ପରୀକ୍ଷା କରାଯାଉଛିା। ଦେଶର ୧୦ଟି ଲ୍ୟାବ୍‌ରେ ବ୍ରିଟେନ୍‌ ଫେରନ୍ତାଙ୍କ ନମୁନା ପରୀକ୍ଷା କରାଯାଉଛି। ସେଥିମଧ୍ୟରେ କୋଲକାତା, ଭୁବନେଶ୍ୱର, ଏନ୍‌ଆଇଭି ପୁଣେ, ସିସିଏସ୍‌ ପୁଣେ, ସିସିଏମ୍‌ବି ହାଇଦ୍ରାବାଦ୍‌, ସିସିଏଫ୍‌ଡ଼ି ହାଇଦ୍ରାବାଦ୍‌, ଇନ୍‌ଷ୍ଟେମ୍‌ ବେଙ୍ଗାଲୁରୁ, ନିମ୍‌ହାନ୍ସ୍‌ ବେଙ୍ଗାଲୁରୁ, ଆଇଜିଆଇବି ଦିଲ୍ଲୀ, ଏନ୍‌ସିଡିସି ଦିଲ୍ଲୀ ଆଦିର ଲ୍ୟାବ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ରାହୁଲଙ୍କ ଟାର୍ଗେଟ, ଘର ଠିକଣା ଲୋକ କଲ୍ୟାଣ ମାର୍ଗ ରଖିଦେଲେ ଲୋକଙ୍କ କଲ୍ୟାଣ ହୁଏନା…

ନୂଆଦିଲ୍ଲୀ, ୪।୬ : କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶରେ ମୁଦ୍ରାସ୍ଫୀତି ବୃଦ୍ଧି, ବେକାରୀ ସମସ୍ୟା ଭଳି ଅନେକ ପ୍ରସଙ୍ଗରେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସୈଫଇରେ ହେବ ମୁଲାୟମଙ୍କ ଅନ୍ତିମ ସଂସ୍କାର, ଯୋଗଦେବେ ଲୋକସଭା ସ୍ପିକରଙ୍କ ସମେତ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୧ ।୧୦: ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କର ଅନ୍ତିମ ସଂସ୍କାର ମଙ୍ଗଳବାର ଅପରାହ୍ନ ୩ଟାରେ କରାଯିବ...

ରାମପୁର ଉପ-ନିର୍ବାଚନ ପାଇଁ ଆସିଲା ନୂଆ କାର୍ଯ୍ୟସୂଚୀ

ଲକ୍ଷ୍ନୌ,୧୦।୧୧: ଉତ୍ତରପ୍ରଦେଶର ରାମପୁର ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପ-ନିର୍ବାଚନକୁ ନେଇ ନିର୍ବାଚନ କିମଶନ ଗୁରୁବାର ଏକ ନୂଆ କାର୍ଯ୍ୟସୂଚୀ ଜାରି କରିଛନ୍ତି। ପୂର୍ବ...

ଭାରତ ହିଁ ବିଶ୍ୱକୁ ଟିକା ଯୋଗାଇପାରିବ

ନୂଆଦିଲ୍ଲୀ,୧୩।୫: ଅନେକ ଦେଶରେ ଟିକା ଉତ୍ପାଦନକାରୀ କମ୍ପାନୀ ରହିଛି। କିନ୍ତୁ ସମଗ୍ର ବିଶ୍ୱକୁ ଟିକା ଯୋଗାଇଦେବାର କ୍ଷମତା କେବଳ ଭାରତ ପାଖରେ ଅଛି ବୋଲି କହିଛନ୍ତି...

ସିଙ୍ଗଲ୍‌ ୟୁଜ୍‌ ପ୍ଲାଷ୍ଟିକର ଏସବୁ ସାମଗ୍ରୀର ବ୍ୟବହାରକୁ ମନା, ସରକାରୀ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୨୮।୬ : ଦେଶରେ ପରିବେଶର ସୁରକ୍ଷା ପାଇଁ କେନ୍ଦ୍ର ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଜୁଲାଇ ୧ ରୁ ଏକକ ବ୍ୟବହାର ପ୍ଲାଷ୍ଟିକ...

ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍‌ଚୀ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର...

ଗଞ୍ଜାମ ବ୍ଲକରେ କରୋନା ସ୍ଥିତି ସମୀକ୍ଷାକଲେ ଜିଲାପାଳ

ଗଞ୍ଜାମ,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କନ୍‌ଫରେନ୍ସ ହଲ୍‌ରେ ଶନିବାର ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ କରୋନା (କୋଭିଡ ୧୯) ମୁକାବିଲା କେମିତି ଚାଲିଛି ସେ ନେଇ ସ୍ଥିତି...

କାଶୀ ମନ୍ଦିର କର୍ମଚାରୀଙ୍କ ପାଇଁ ୧୦୦ ଯୋଡ଼ା ଜୋତା ପଠାଇଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ, ୧୦।୧ : କାଶୀର ମନ୍ଦିର କର୍ମଚାରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୦୦ ଯୋଡ଼ା ଜୋତା ପଠାଇଛନ୍ତି। ଏଭଳି କରି ପ୍ରଧାନମନ୍ତ୍ରୀ ପୁଣି ଥରେ...

Advertisement
Archives

Model This Week