Posted inଜାତୀୟ

ପ୍ରଦୂଷଣଜନିତ ରୋଗରେ ଦିଲ୍ଲୀର ୬୯% ପରିବାର

ନୂଆଦିଲ୍ଲୀ, ୩।୧୧: ଦୀପାବଳି ଯୋଗୁ ଦିଲ୍ଲୀ-ଏନ୍‌ସିଆର୍‌ରେ ବାୟୁ ମାନ ହ୍ରାସ ପାଇଛି। ଫଳରେ ଲୋକଙ୍କ ଶ୍ୱାସକ୍ରିୟାଜନିତ ସମସ୍ୟା ବୃଦ୍ଧି ପାଇବାରେ ଲାଗିଛି। ଡିଜିଟାଲ ପ୍ଲାଟ୍‌ଫର୍ମ ଲୋକାଲ ସର୍କଲ୍ସ ପକ୍ଷରୁ କରାଯାଇଥିବା ସର୍ଭେ ଅନୁଯାୟୀ, ଦିଲ୍ଲୀ-ଏନ୍‌ସିଆର୍‌ ଅଞ୍ଚଳରେ ରହୁଥିବା ୬୯% ପରିବାରର ଜଣେ କିମ୍ବା ଏକାଧିକ ସଦସ୍ୟ ଗଳା ଯନ୍ତ୍ରଣା କିମ୍ବା କାଶ ପରି ପ୍ରଦୂଷଣଜନିତ ରୋଗରେ ପୀଡ଼ିତ। ସର୍ଭେରେ ୨୧ ହଜାରରୁ ଅଧିକ ସ୍ଥାନୀୟ ବାସିନ୍ଦାଙ୍କ ପ୍ରତିକ୍ରିୟା ନିଆଯାଇଥିଲା। ବାୟୁ ପ୍ରଦୂଷଣ ଯୋଗୁ ୬୨%ରୁ ଅଧିକ ପରିବାରର ଜଣେ କିମ୍ବା ଏକାଧିକ ସଦସ୍ୟ ଆଖି ଜଳାପୋଡ଼ା ସମସ୍ୟାରେ ପୀଡ଼ିତ ଥିବାବେଳେ ୪୬% ପରିବାରର କୌଣସି ସଦସ୍ୟଙ୍କ ନାକ ବନ୍ଦ ପରି ସମସ୍ୟା ରହିଛି। ୩୧% ଶ୍ୱାସକ୍ରିୟା ବେଳେ ସମସ୍ୟା ଅନୁଭବ କରୁଥିବାବେଳେ ୨୩% ଧ୍ୟାନ କେନ୍ଦ୍ରିତ କରିବା ସମୟରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେହିପରି ୧୫% ଲୋକଙ୍କ ନିଦ ସମସ୍ୟା ରହିଛି। ୩୧% ପରିବାରରେ ପ୍ରଦୂଷଣଜନିତ ସମସ୍ୟା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍‌ ଲଗାଉଥିବାବେଳେ ଯୁବକଙ୍କୁ…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା…

ଗ୍ୟାସ୍‌କୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆସନ୍ତା ୨୩ରୁ…

ନୂଆଦିଲ୍ଲୀ,୨୧ା୩: କେନ୍ଦ୍ର ସରକାର ଏଲ୍‌ପିଜିକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶନିବାର ସରକାର କହିଛନ୍ତି, ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ (UT)କୁ ବାଣିଜ୍ୟିକ ଏଲ୍‌ପିଜିର ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri