ଜୟପୁରରେ ହେଲା ଜାତୀୟ ପତାକା ଅର୍ଦ୍ଧନମିତ

ଜୟପୁର, ୧୫।୫(ନି.ପ୍ର.)-ଜୟପୁର ଟ୍ରାଫିକ ଛକ ନିକଟରେ ଥିବା ଜାତୀୟ ପତାକା ଶନିବାର ଅର୍ଦ୍ଧନମିତ ହୋଇଛି। ଆବୁଧାବିର ଶାସକ ତଥା ୟୁନାଇଟେଡ୍‌ ଆରବ ଏମିରେଟ୍ସର ସଭାପତି ଶେଖ୍‌ ଖଲିଫା ବିନ୍‌ ଜାଏଦ ଅଲନାହୟାନଙ୍କ ମୃତ୍ୟୁରେ ତାଙ୍କ ସମ୍ମାନାର୍ଥେ ଜାତୀୟ ପତାକା ଅର୍ଦ୍ଧନମିତ କରାଯାଇଥିବା ଜଣାପଡ଼ିଛି। ଏହି ସମୟରେ ପୌରାଧ୍ୟକ୍ଷ ନରେନ୍ଦ୍ର ମହାନ୍ତି, କାର୍ଯ୍ୟନିର୍ବାହୀ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକ, ଟାଉନ ଥାନା ଅଧିକାରୀ ସଞ୍ଜୟ ମଣ୍ଡଳ, ନିଶାନ ପଟ୍ଟନାୟକ, ଦୀପକ ଷଡ଼ଙ୍ଗୀ, ରବିନାରାୟଣ ହୋତା, ମୁରଲୀ ପଟ୍ଟନାୟକ, ଦୁର୍ଗା ସାହୁ, ବୁନୁ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri