ଯାଜପୁରରେ ସାଧାରଣ ଲୋକଙ୍କୁ ଅଫିସ ମନା

ଯାଜପୁର ଅଫିସ, ୨୯।୬: ଗତ ଦୁଇ ଦିନରେ ଯାଜପୁର ଜିଲାରେ ୮୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିରେ ଜିଲା ପ୍ରଶାସନର ଜଣେ ବରିଷ୍ଠ ଅଧିକାରୀ ରହିଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଜିଲାର କୌଣସି କାର୍ଯ୍ୟାଳୟକୁ ସାଧାରଣ ଲୋକଙ୍କୁ ଯିବାକୁ ବାରଣ କରିଛନ୍ତି। ଏହି ମର୍ମରେ ଜିଲାପାଳ ଦାସ ତାଙ୍କ ପତ୍ରସଂଖ୍ୟା ୧୭୯୬/୨୯।୬।୨୦୨୦ରେ ନିର୍ଦ୍ଦେଶ ଜାରି କରିଛନ୍ତି। ଏହା ଆସନ୍ତା ଜୁଲାଇ ୮ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?