Posted inଜାତୀୟ

ଅନୁଚ୍ଛେଦ ୩୭୦ ହଟିବା ପରେ ଜମ୍ମୁ-କଶ୍ମୀରରେ ୩୪ ଜଣ କିଣିଛନ୍ତି ଜମି…

ନୂଆଦିଲ୍ଲୀ, ୨୯।୩ : କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ମଙ୍ଗଳବାର  ଲୋକ ସଭାରେ କହିଛନ୍ତି ଯେ ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟିବା ପରେ ଏଠାରେ ୩୪ ଜଣ ଲୋକ ଜମି କ୍ରୟ କରିଛନ୍ତି। ବହୁଜନ ସମାଜବାଦୀ ପାର୍ଟି (ବିଏସପି) ଏମ୍‌ପି ହାଜି ଫଜଲୁର ରହେମାନଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହି ସୂଚନା ଦେଇଛନ୍ତି।

ଏସବୁ ଜମି ଜମ୍ମୁ, ରିୟାସି, ଉଦାମପୁର ଏବଂ ଗାନ୍ଦରଓ୍ବଲ ଜିଲାରେ ଅଛି। ପୂର୍ବରୁ ବାହାର ଲୋକଙ୍କୁ ଜମ୍ମୁ-କଶ୍ମୀର ଜମି କିଣିବାକୁ ଅନୁମତି ନ ଥିଲା । ତେବେ ଅନୁଚ୍ଛେଦ ୩୭୦ ହଟିବା ପରେ ଏଠାରେ ବାହାର ଲୋକଙ୍କୁ ଜମି କିଣିବାର ଅନୁମତି ପ୍ରଦାନ କରାଯାଇଛି।

୫ ଅଗଷ୍ଟ ୨୦୧୯ରେ କେନ୍ଦ୍ର ସରକାର ଅନୁଚ୍ଛେଦ ୩୭୦ର ବ୍ୟବସ୍ଥାକୁ ରଦ୍ଦ କରିଥିଲେ। ଅନୁଚ୍ଛେଦ ୩୭୦ବ୍ୟବସ୍ଥାକୁ ହଟାଇବା ପରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ଏବଂ ଲଦାଖର ଜମି ଏବଂ ସମ୍ପତ୍ତି କ୍ରୟ ପାଇଁ ଆଇନରେ ପରିବର୍ତ୍ତନ କରିଛନ୍ତି। ଏହି ନୂତନ ନିୟମ ଲାଗୁ ହେବା ପରେ ଅନ୍ୟ ରାଜ୍ୟର ଲୋକମାନେ ମଧ୍ୟ ଜମ୍ମୁ-କଶ୍ମୀରରେ ସମ୍ପତ୍ତି କିଣିବାକୁ ଅନୁମତି ଲାଭ କରିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକାବିଲା ପାଇଁ ନିଆଯାଉଛି ପଦକ୍ଷେପ

ନୂଆଦିଲ୍ଲୀ,୬ା୩(ପି.ଟି.): ଦେଶରେ କରୋନା ସଂକ୍ରମଣ ରୋକିବା ଲାଗି ସବୁ ପଦକ୍ଷେପ ନିଆଯାଉଛି। ଅଦ୍ୟାବଧି ୨୮,୫୨୯ ଜଣଙ୍କୁ ପର୍ଯ୍ୟବେକ୍ଷଣରେ ରଖାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ଗୁରୁବାର ପାର୍ଲାମେଣ୍ଟର...

ସମଲିଙ୍ଗୀ ଯୋଡ଼ିଙ୍କୁ ଏକାଠି ରହିବାକୁ ଅନୁମତି ଦେଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୧।୬ : ସୌଦି ଆରବରେ ଅଧ୍ୟୟନ ସମୟରେ ଆଦିଲା ନଜରୀନ୍‌ ଏବଂ ଫାତିମା ନୁରା ପରସ୍ପରର ନିକଟତର ହୋଇଥିଲେ। ପରେ ଦୁହେଁ ଏକାଠି ରହିବାକୁ...

ମୋଦିଙ୍କୁ ପ୍ରଶଂସା କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୪।୯: ଆମେରିକାର ହ୍ୟୁଷ୍ଟନ୍‌ରେ ‘ହାଓଡି ମୋଦି’ କାର୍ଯ୍ୟକ୍ରମକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି ମୁମ୍ବାଇ  କଂଗ୍ରେସ ଅଧ୍ୟକ୍ଷ ମିଲିନ୍ଦ ଦେଓରା। ସେ କହିଛନ୍ତି,...

ଜେଏନ୍‌ୟୁ ହିଂସା: ଅଭିଯୁକ୍ତଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପକ୍ଷରୁ ତଲବ; ସୋମବାର ହେବେ ହାଜର

ନୂଆଦିଲ୍ଲୀ,୧୨।୧: ଜେଏନ୍‌ୟୁରେ ଘଟିଥିବା ହିଂସାରେ ଚିହ୍ନଟ ହୋଇଥିବା ୯ ଜଣ ଅଭିଯୁକ୍ତ ଛାତ୍ରଙ୍କୁ କ୍ରାଇମ୍‌ ବ୍ରାଞ୍ଚ୍‌ ପକ୍ଷରୁ ହାଜର ହେବା ପାଇଁ ତଲବ କରାଯାଇଛି। ସେମାନେ...

ମୁମ୍ବାଇରେ ପୁଣି ବଢ଼ୁଛି କରୋନା ମାମଲା: ମହାରାଷ୍ଟ୍ରକୁ ଚିଠି ଲେଖିଲା କେନ୍ଦ୍ର

ମୁମ୍ବାଇ,୧୬।୩: ସମଗ୍ର ଦେଶରେ ଏଚ୍‌୨ଏନ୍‌୩ ଇନ୍‌ଫ୍ଲୁଏଞ୍ଜା ଫ୍ଲୁ ବୃଦ୍ଧି ମଧ୍ୟରେ କରୋନା ଭାଇରସ୍‌ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି...

ଟିଏମ୍‌ସି ଝଡରେ ଉଡିଗଲେ ଭାଜପାର ବଡ଼ ବଡ଼ ନେତା: ମନ୍ତ୍ରୀଙ୍କଠାରୁ ଆରମ୍ଭ କରି କ୍ରିକେଟର୍‌ ପର୍ଯ୍ୟନ୍ତ ହାରିଲେ

କୋଲକାତା,୩।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ ଏକ ବଡ଼ ବିଜୟ ହାସଲ କରିଛି। ଟିଏମ୍‌ସି ଝଡରେ ଭାରତୀୟ ଜନତା ପାର୍ଟିର...

ଟର୍ଚ ଲାଇଟ୍‌ ଲଗାଇ ଶିଶୁର ଚିକିତ୍ସା

ପାଟନା,୪।୮: ପୁଣି ଥରେ ପଦାରେ ପଡ଼ିଛି ବିହାରର ସ୍ବାସ୍ଥ୍ୟ ସେବା। ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଘୁରି ବୁଲିଛି, ଯେଉଁଥିରେ ଡାକ୍ତର ଟର୍ଚ ଲାଇଟ୍‌...

କୋକେନ ମାମଲା: ମଡେଲ ଗିରଫ

କୋଲକାତା,୧୧।୩ : ନ୍ୟୁ ଆଲିପୁର କୋକେନ୍‌ ମାମଲାରେ କୋଲକାତା ନ୍ୟୁ ଟାଉନ୍‌ର ଜଣେ ମଡେଲଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ଗିରଫ ହେବାରେ ମଡେଲ ଅମ୍ରିତା...

Advertisement
Archives

Model This Week