ଝାରସୁଗୁଡା ଜିଲାରେ ମାଟ୍ରିକ ପାସହାର ୯୩.୭୩%

ଝାରସୁଗୁଡା ଅଫିସ,୬।୭: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ବୁଧବାର ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ଏଥିମଧ୍ୟରେ ଝାରସୁଗୁଡା ଜିଲାରେ ପାସହାର ୯୩.୭୩ ପ୍ରତିଶତ ହୋଇଛି । ଜିଲାର ଏହି ପାସହାରରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଆଗରେ ରହିଛନ୍ତି। ଜିଲାରେ ଚଳିତବର୍ଷ ସମୁଦାୟ ୬,୩୭୪ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ ଏଥି୍ଯଯଯରୁ ୬,୨୯୮ଜଣ ପରୀକ୍ଷାର୍ଥୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏଧିମଧ୍ୟରେ ଛାତ୍ରୀ ୩,୨୩୦ ଜଣ ଓ ଛାତ୍ର ୩,୦୬୮ଜଣ ବୋଲି ଜଣାପଡିଛି। ଏଥିରେ ୭୯ ଏ୧ ଗ୍ରେଡ,୯୯୧ ଏ ୨ ଗ୍ରେଡ,୨,୦୫୬ ବି୧ ଗ୍ରେଡ,୧,୮୨୪ ବି୨ ଗ୍ରେଡ,୯୨୮ସି ଗ୍ରେଡ,୩୪୭ ଡି ଗ୍ରେଡ,୭୩ ଇ ଗ୍ରେଡର ଉତ୍ତୀର୍ଣ୍ଣ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିର ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇପାରିବେ ମମତା, ହାଇକୋର୍ଟରୁ ମିଳିଲା ବଡ଼ ଆଶ୍ବସ୍ତି

କୋଲକାତା,୯।୭: ମମତା ବାନାର୍ଜୀଙ୍କ ଦଳ, ତୃଣମୂଳ କଂଗ୍ରେସ (TMC)କୁ କୋଲକାତା ହାଇକୋର୍ଟରୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ମିଳିଛି । ଦୈନନ୍ଦିନ ଖର୍ଚ୍ଚ ପୂରଣ କରିବା ପାଇଁ କୋର୍ଟ ଟିଏମସିକୁ…

ଅନ୍ଧକାର ଆଡକୁ ଯାଉଛି ଭାରତୀୟ କ୍ରିକେଟର୍‌ ଭବିଷ୍ୟତ: ବିସ୍ଫୋରକ ବୟାନ ଦେଲେ ପୂର୍ବତନ କ୍ରିକେଟ୍‌ର

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ଭାରତୀୟ କ୍ରିକେଟ୍‌ ଦଳର ବର୍ତ୍ତମାନର ରଣନୀତି ଦେଖି ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ…

ବଙ୍ଗରେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର, ରକ୍ତ ଜୁଡୁବୁଡୁ ଅବସ୍ଥାରେ ମିଳିଲା ମୃତଦେହ

କୋଲକାତା,୯।୭: ପଶ୍ଚିମବଙ୍ଗର ବାରୁଇପୁରରେ ଜଣେ ନିର୍ଦ୍ଦୋଷ ଶିଶୁ ଉପରେ ହୋଇଥିବା ନିର୍ମମ ଆକ୍ରମଣ ପରେ, ପୂର୍ବ ବର୍ଦ୍ଧମାନ ଜିଲାରୁ ଗଣବଳାତ୍କାରର ଏକ ଘଟଣା ସାମ୍ନାକୁ ଆସିଛି। ଦିୱାନ-ଦିଘି…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ବିଜେଡି ନେତା, ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ପୂର୍ବତନ ବିଧାୟକ କହିଲେ…

ଗଞ୍ଜାମ ,୯।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

ସରକାରୀ କାର୍ଯ୍ୟରେ ଅନ୍ୟ ସମ୍ପ୍ରଦାୟକୁ ଯାଇ ବାସନ୍ଦର ଶିକାର ହେଲେ ଆଶାକର୍ମୀ

ପାରଳାଖେମୁଣ୍ଡି,୯ା୭(ଗିରିଧାରୀ ପରିଚ୍ଛା):ସରକାରୀ ସ୍ବାସ୍ଥ୍ୟସେବା ଓ କଲ୍ୟାଣମୂଳକ ଯୋଜନା ସମସ୍ତଙ୍କ ପାଖରେ ପହଞ୍ଚାଇବାରେ ଆଶାକର୍ମୀଙ୍କ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ହେଲେ ସେହି ଦାୟିତ୍ୱ ପାଳନ କରିବାକୁ ଯାଇ ଜଣେ…

ବାଇକରେ ଯାଉଥିବାବେଳେ ଧକ୍କା ଦେଲା କାର୍‌, ଘଟଣାସ୍ଥଳରେ ଚାଲିଗଲା ତ୍ରିଲୋଚନଙ୍କ ଜୀବନ

ବଲାଙ୍ଗୀର, ୯।୭( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ବ୍ରିଜ ନିକଟରେ ବୁଧବାର ଜଣେ ମୋଟର ସାଇକେଲ ଆରୋହୀଙ୍କୁ ଏକ କାର୍‌…

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri